Home Left

ଅଳପୁଆ ପାହାନ୍ତିସାହିରେ ପାନୀୟ ଜଳ ସଙ୍କଟ

ପଟ୍ଟାମୁଣ୍ଡାଇ ୧୯ା୧୦(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ପଞ୍ଚାୟତ ପାହାନ୍ତିସାହିରେ ପାନୀୟ ଜଳର ଉତ୍କଟ ଅଭାବ ଦେଖାଇ ଦେଇଛି। ଏହି ସାହିରେ ୫୦ରୁ ଊର୍ଦ୍ଧ୍ୱ ପରିବାରର ପ୍ରାୟ ୩୦୦ ଲୋକ ବସବାସ କରନ୍ତି। ଏଠାରେ ନଳକୂପ ବସାଯାଇଥିଲେ ମଧ୍ୟ ଦୀର୍ଘଦିନ ଧରି ଅଚଳ…

ନିଜକୁ ବୟସ୍କ ଭାବୁଛନ୍ତି ଯୁବବର୍ଗ

ନୂଆଦିଲ୍ଲୀ, ୧୯ା୧୦: ଦୁର୍ବଳ ରୋଗ ପ୍ରତିରୋଧକ ଶକ୍ତି, ଥକ୍କାପଣ ବା କ୍ଲାନ୍ତି, ଶକ୍ତିହୀନତା ଆଦି ପାଇଁ ଭାରତରେ ୨୬ରୁ ୪୦ ବର୍ଷ ବୟସ ବର୍ଗ (ମିଲେନିଆଲ୍ସ)ର ୪୬% ନିଜକୁ ଅପେକ୍ଷାକୃତ ବୟସ୍କ ବିବେଚନା କରୁଛନ୍ତି। ସେହିପରି ୧୮ରୁ ୨୫ ବର୍ଷ ବୟସ…

କରୁଣାତିଲକଙ୍କୁ ବୁକର

କଲମ୍ବୋ, ୧୯ା୧୦: ଆର୍ଥିକ ଦୁରବସ୍ଥା ଦେଇ ଗତି କରୁଥିବା ଶ୍ରୀଲଙ୍କାର ଲେଖକ ଶେହାନ୍‌ କରୁଣାତିଲକ(୪୭)ଙ୍କୁ ୨୦୨୨ ବର୍ଷ ପାଇଁ ବ୍ରିଟେନର ବୁକର ସମ୍ମାନ ପ୍ରଦାନ କରାଯାଇଛି। ‘ଦ ସେଭେନ୍‌ ମୁନ୍‌ସ ଅଫ୍‌ ମାଲି ଅଲ୍‌ମେଡା’ ପୁସ୍ତକ ପାଇଁ ସେ ଏହି ସାହିତ୍ୟ…

ବଜାର ଦର ବୃଦ୍ଧି, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା ଅଫିସ, ୧୯ା୧୦: ବଜାର ଦର ବୃଦ୍ଧି ଯୋଗୁ ଚିନ୍ତାରେ ଖାଉଟି ପଡିଛନ୍ତି। କାର୍ତ୍ତିକ ମାସ ଯୋଗୁ ନିରାମିଷ ଖାଇବାକୁ ଲୋକେ ପସନ୍ଦ କରୁଥିବା ବେଳେ ପରିବା ଦର ଆକଶ ଛୁଅଁା ହୋଇଛି। ଏହାର ପ୍ରଭାବ ହାଣ୍ଡିଶାଳ ଉପରେ ପଡିଛି। ମାସକ…

ଆତଙ୍କବାଦ ବିରୋଧରେ ଏକଜୁଟ ହେଉ ବିଶ୍ୱ

ନୂଆଦିଲ୍ଲୀ, ୧୯ା୧୦: ୨୫ ବର୍ଷ ପରେ ଇଣ୍ଟରପୋଲ ସାଧାରଣ ସଭାର ୯୦ତମ ଅଧିବେଶନ ମଙ୍ଗଳବାର ଜାତୀୟ ରାଜଧାନୀ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆରମ୍ଭ ହୋଇଛି। ୪ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୧୯୫ ଦେଶର ପ୍ରତିନିଧି ଯୋଗ ଦେଇଛନ୍ତି।…

ଏମ୍‌ସ ଡାକ୍ତର ଗିରଫ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଭୁବନେଶ୍ୱର ଏମ୍‌ସ ହୃଦ୍‌ରୋଗ ବିଭାଗ (କାର୍ଡିଓଲୋଜି)ର ଡାକ୍ତର ଜୟଦୀପ ଦାସଗୁପ୍ତାଙ୍କୁ ମଙ୍ଗଳବାର ମହିଳା ଥାନା ପୋଲିସ ଗିରଫ କରିଛି। ଜୟଦୀପଙ୍କ ଘର ପଶ୍ଚିମବଙ୍ଗ ସାଉଥଚବିଶ ପ୍ରଗଣା ଜିଲା ହରିଦେବପୁର…

ସ୍ତ୍ରୀ ଓ ବାପଘରର ୪ ଜଣଙ୍କୁ ଜାଳିଦେଲେ ସ୍ବାମୀ

ଚଣ୍ଡିଗଡ଼,୧୯ା୧୦: ସ୍ତ୍ରୀ ବାପଘରୁ ଫେରିବାକୁ ମନା କରିଦେବାରୁ ଉତ୍‌କ୍ଷିପ୍ତ ସ୍ବାମୀ ବର୍ବର କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ସମେତ ତାଙ୍କ ବାପଘରର ୪ ସଦସ୍ୟଙ୍କୁ ଜାଳିଦେଇଛନ୍ତି। ପରମଜିତ କୌର ତାଙ୍କ ପୂର୍ବ ସ୍ବାମୀଙ୍କ ଦୁଇ ସନ୍ତାନଙ୍କୁ ନେଇ ପଞ୍ଜାବର ଜଳନ୍ଧରସ୍ଥିତ ବାପଘରେ…

ଦିପାବଳୀର ଭିନ୍ନ ଉପହାର: ୧୦ ଗ୍ରାମ ସୁନା, ମୋବାଇଲ, ମିକ୍ସର… ରୋଗୀ ଆଣ ଉପହାର ନିଅ

ଇନ୍ଦୋର,୧୯ ।୧୦: ମଧ୍ୟ ପ୍ରଦେଶର ଆଗର ମାଲୱା ଜିଲାରେ ଚିକିତ୍ସା ବିଭାଗ ଏକ ଭିନ୍ନ ଉପହାର ଘୋଷଣା କରିଛି । ଟିବି ରୋଗୀଙ୍କୁ ହସ୍ପିଟାଲ ଆଣୁଥିବା ବ୍ୟକ୍ତିଙ୍କୁ ୫୦୦ରୁ ୫୦ ହଜାର ଟଙ୍କାର ପୁରସ୍କାର ଦେବାକୁ ଘୋଷଣା କରାଯାଇଛି । ସଂମ୍ପୃକ୍ତ…

ସକାଳଠୁ ରାତି ପର୍ଯ୍ୟନ୍ତ ପୋଲିସ ନାକେଦମ୍‌

ଭୁବନେଶ୍ୱର/ବାଲିଅନ୍ତା,(ଡି.ଏନ୍‌.ଏ.),୧୯ା୧୦: ଚାଷୀଙ୍କ ବିଭିନ୍ନ ଦାବି ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ନବନିର୍ମାଣ କୃଷକ ସଙ୍ଗଠନର ଆନ୍ଦୋଳନ ପାଇଁ ମଙ୍ଗଳବାର କମିଶନରେଟ ପୋଲିସ ସକାଳଠାରୁ ରାତି ପର୍ଯ୍ୟନ୍ତ ନାକେଦମ୍‌ ହୋଇଛି। ନବନିର୍ମାଣ କୃଷକ ସଙ୍ଗଠନର ହଜାର ହଜାର କର୍ମକର୍ତ୍ତାଙ୍କୁ ରାଜଧାନୀ ଭିତରକୁ ପ୍ରବେଶ…

ଟଙ୍କା ନ ଦେଲେ ପଞ୍ଜୀକରଣ ବନ୍ଦ

ନୟାଗଡ଼ ଅଫିସ,୧୯।୧୦: ଅଣସଙ୍ଗଠିତ ଶ୍ରମିକଙ୍କ ନାମ ପଞ୍ଜୀକରଣ ଓ ସେମାନଙ୍କୁ ମାଗଣାରେ ଫର୍ମ ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି । ତେବେ ନୟାଗଡ଼ ଜିଲାରେ କୃଷି ଶ୍ରମିକଙ୍କ ନାମ ପଞ୍ଜୀକରଣ କରିବା ପାଇଁ ଜିଲା ଶ୍ରମ କାର୍ଯ୍ୟାଳୟକୁ ଆସିଲେ…

ନନ୍ଦନକାନନ: ବୋଟିଂ ଟେଣ୍ଡରରେ ଫିକ୍ସିଂ ଅଭିଯୋଗ

ବାରଙ୍ଗ,୧୯।୧୦(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ନନ୍ଦନକାନନ ପୁଣି ବିବାଦ ଘେରକୁ ଟାଣି ହୋଇଯାଇଛି। ଏଥର ପର୍ଯ୍ୟଟକଙ୍କୁ ନେଇ ବିବାଦ ନୁହେଁ ଖୋଦ୍‌ ନନ୍ଦନକାନନ ଉପନିର୍ଦ୍ଦେଶକ ଓ ଜଣେ କିରାଣିଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆସିଛି। ଟେଣ୍ଡର ଫିକ୍ସିଂ ଭଳି ଅଭିଯୋଗ ଉଠାଇଛନ୍ତି…

ବଳାତ୍କାରୀଙ୍କୁ ମୁକ୍ତ କରାଯିବା ଯଥାର୍ଥ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୧୦: ବିଲ୍‌କିସ୍‌ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା ୧୧ ଜଣ ଅନେକ ବର୍ଷ ସଜା କାଟିସାରିଛନ୍ତି। ସେମାନଙ୍କୁ ଜେଲରୁ ମୁକ୍ତ କରାଯିବାର ବ୍ୟବସ୍ଥା ରହିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri