ବିଲ୍କିସ୍ ମାମଲା: ସତ୍ୟପାଠ ଉପରେ ଜବାବ ଦାଖଲ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ କ୍ଷମା ପ୍ରଦାନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ ଉପରେ ଗୁଜରାଟ ସରକାର ବିସ୍ତୃତ ଜବାବ ଦେଇଥିବା…
ନବୀନ ନିବାସ ଅଭିମୁଖେ ଦଣ୍ଡବତ ଯାତ୍ରା
ସମ୍ବଲପୁର,୧୯ା୧୦(ବ୍ୟୁରୋ): ସରକାର ୩ମାସ ସମୟ ଦେଇଥିଲେ। ହେଲେ ବର୍ଷେ ବିତିଥିଲେ ବି ପ୍ରତିଶ୍ରୁତି ପୂରଣ କଲେନି। ଶେଷରେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ କର୍ମକର୍ତ୍ତା। ସେମାନେ ମଙ୍ଗଳବାର ସମ୍ବଲପୁରରୁ ଦଣ୍ଡବତ ଯାତ୍ରା ଆରମ୍ଭ କରିଛନ୍ତି। ସମ୍ବଲପୁର ମା’…
ୟୁକ୍ରେନ୍ର ଶକ୍ତି ଭିତ୍ତିଭୂମି ବିଧ୍ୱସ୍ତ
କିଭ୍/ମସ୍କୋ,୧୯ା୧୦: ୟୁକ୍ରେନ୍ ଆକାଶରେ ଘୂରୁଛି ଆମତ୍ଘାତୀ ଡ୍ରୋନ୍। ରୁଷିଆ ଦ୍ୱାରା ବ୍ୟବହୃତ ଏହି ଅତ୍ୟାଧୁନିକ ବିଦେଶୀ ଅସ୍ତ୍ର ୟୁକ୍ରେନୀୟ ଭୂଖଣ୍ଡର ଶକ୍ତି ଓ ଜଳ ଭିତ୍ତିଭୂମିକୁ ନଷ୍ଟ କରିବା ପାଇଁ ଯଥେଷ୍ଟ। ମସ୍କୋ ଏଥିରେ ଅନେକାଂଶରେ ସଫଳ ମଧ୍ୟ ହୋଇଛି। ଶୀତଋତୁର…
ମିଳିଲା ନାହିଁ ଜଳ ନମୁନା ପରୀକ୍ଷା ରିପୋର୍ଟ
ଯାଜପୁର ଅଫିସ,୧୯ା୧୦: ରାଜ୍ୟର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଥିବା ୧୦ ହେକ୍ଟରରୁ ଊର୍ଦ୍ଧ୍ୱ ଜଳାଶୟକୁ ପ୍ରଦୂଷଣମୁକ୍ତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ଏନେଇ ରୁଜୁ ହୋଇଥିବା ଏକ ମାମଲା(ନଂ.୩୨୫/୨୦୧୫)କୁ ଅନୁପାଳନ କରିବାକୁ ୬ା୯ା୨୦୨୨ରେ ଜଳ ସମ୍ପଦ ବିଭାଗ…
ବିଜେଡି ନେତାଙ୍କ ଘରକୁ ବୋମା ମାଡ଼
କାମାକ୍ଷାନଗର, ୧୯।୧୦(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନଏସି ୨ନଂ. ଓ୍ବାର୍ଡରେ ରହୁଥିବା ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କ ଘର ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ତାଙ୍କ କାର୍ର ପଛ କାଚ ଭାଙ୍ଗି ଚୂରମାର୍ ହୋଇଯାଇଛି।…
କୋଲକାତାରୁ ଜେଟେକ୍ସ ଓସିଏନ୍ଏୟାର୍ ଏମ୍ଡି ଗିରଫ
ଭୁବନେଶ୍ୱର, ୧୯।୧୦(ବ୍ୟୁରୋ): ଓଡ଼ିଶାରେ ବହୁଗୁଣ ସୁଧ ଦେବାର ପ୍ରତିଶ୍ରୁତି ଦେଇ ୨.୬୨ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଚିଟ୍ଫଣ୍ଡ ସଂସ୍ଥା ‘ଏମ୍/ଏସ୍ ଜେଟେକ୍ସ ଓସିଏନ୍ଏୟାର ପ୍ରାଇଭେଟ ଲିଃ’ର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି)ଙ୍କୁ କୋଲକାତାରୁ ଗିରଫ…
ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଯାଇଛି। ଏବେ ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ ଧରପଗଡ଼ ଜୋର୍ଦାର ନିଆଯିବା ସହିତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା…
ଶାଳପତ୍ରରେ ସୁସ୍ବାଦୁ ବ୍ୟଞ୍ଜନ
ବାରିପଦା ଅଫିସ, ୧୯ା୧୦: ସଜେଇ ହେଉଛି ବିଶ୍ୱ ଐତିହ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନ। ଆସନ୍ତା ନଭେମ୍ବର ୧ରେ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ୨୦ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତବର୍ଷ ପର୍ଯ୍ୟଟକମାନଙ୍କୁ ଶାଳପତ୍ର ପ୍ଳେଟ୍ ଓ…
ନଦୀ ଉପରେ ଶତାଧିକ ବାଉଁଶ ଭାଡ଼ି ଶୌଚାଳୟ
ପାରାଦୀପ,୧୯ା୧୦(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲାର ପ୍ରମୁଖ ଶିଳ୍ପସହର ପାରାଦୀପ ପୌରାଞ୍ଚଳକୁ ୨୦୧୮ରେ ବାହ୍ୟ ମଳମୁକ୍ତ ଭାବେ ଘୋଷଣା କରାଯାଇଛି। ଏପରି କି ସ୍ବଚ୍ଛ ସହର ଭାବେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ପାଇସାରିଲାଣି। ବାସ୍ତବରେ ତା’ର ବିପରୀତ ଚିତ୍ର ପୌରାଞ୍ଚଳରେ ଦେଖିବାକୁ ମିଳୁଛି। ଏବେ…
ଆୟରେ ଓଡ଼ିଶା ଚାଷୀ ପଛୁଆ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରେ ଚାଷର ବିକାଶ ହେଉଛି। ଚାଷୀଙ୍କ ଆୟ ବଢୁଛି। କୃଷି ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟରେ ପରିଣତ ହୋଇଛି। ସରକାର ଅନେକ ସମୟରେ ଏଭଳି ଚିତ୍ର ଥୋଉଛନ୍ତି। କିନ୍ତୁ ବାସ୍ତବ ସ୍ଥିତି ଭିନ୍ନ। ଚାଷ ପାଇଁ ଆବଶ୍ୟକ ବିହନ, ସାର…
ଚାଷୀ-ପୋଲିସ ମୁହାଁମୁହିଁ: ହଂସପାଳରେ ଧାରଣା
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅନେକ ହଜାର ଚାଷୀ ମଙ୍ଗଳବାର ଭୁବନେଶ୍ୱରକୁ ବିଭିନ୍ନ ଦାବି ନେଇ ପଦଯାତ୍ରାରେ ଆସିବା ବେଳେ ହଂସପାଳଠାରେ ପୋଲିସ ସହ ମୁହାଁମୁହିଁ ହୋଇଛନ୍ତି। ସଙ୍ଗଠନର ଡାକରାରେ ଅକ୍ଟୋବର ୧୩ ତାରିଖରୁ ଧାନମଣ୍ଡଳରୁ ଆରମ୍ଭ ହୋଇଥିବା ପଦଯାତ୍ରା…
ରତ୍ନଭଣ୍ଡାର ସମ୍ପର୍କରେ ଜବାବ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୧୯ା୧୦: ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିରର ସୁରକ୍ଷା ନେଇ ହାଇକୋର୍ଟରେ ଆଗତ ୩ଟି ମାମଲାର ଏକତ୍ର ଶୁଣାଣି ମଙ୍ଗଳବାର ହୋଇଛି। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି…
Archives


