ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସୂଚନାନୁଯାୟୀ, କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍ ମହିଳା ଫୁଟବଲ ବିଶ୍ବକପର ମ୍ୟାଚ୍…
ନୀତୀଶଙ୍କ ସମର୍ଥନରେ ପୋଷ୍ଟର ଜାରି କଲା ସମାଜବାଦୀ ପାର୍ଟି
ପାଟନା, ୧୦ ।୯: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିରୋଧୀଙ୍କୁ ଏକଜୁଟ କରିବାର ଅଭିଯାନ ତା’ର ଲକ୍ଷ୍ୟରେ ପହଞ୍ଚିବା ନଜର ଆସୁଛି । ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶରେ ଶନିବାର ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ଏହା ଉପରେ ମୋହର…
କେନ୍ଦ୍ର-ରାଜ୍ୟ ବିଜ୍ଞାନ ସମ୍ମିଳନୀର ଉଦଘାଟନ କଲେ ମୋଦି
ନୂଆଦିଲ୍ଲୀ,୧୦ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର-ରାଜ୍ୟ ବିଜ୍ଞାନ ସମ୍ମିଳନୀର ଉଦଘାଟନ କରିଛନ୍ତି । ଏହି ଦୁଇ ଦିନିଆ କନକ୍ଲେଭର ଆୟୋଜନ ସାଇନ୍ସ ସିଟି ଅହମଦାବାଦରେ କରାଯାଇଛି । ଏଥିରେ ଏସଟିଆଇ ଭିଜନ ୨୦୪୭ ସହିତ…
ନେହେରା ବାଛିଲେ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୦।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସକୁ ଡେବ୍ୟୁ ସିଜନରେ ଆଇପିଏଲ୍ ଚାମ୍ପିୟନ କରିିଥିବା ମୁଖ୍ୟ କୋଚ୍ ତଥା ଭାରତର ପୂର୍ବ ଦ୍ରୁତ ବୋଲର୍ ଆଶୀଷ ନେହେରା ବାଛିଛନ୍ତି ଟିମ୍ ଇଣ୍ଡିଆ। ଆଗାମୀ ଟି୨୦ ବିଶ୍ୱକପ୍ ଲାଗି ସେ ଦଳ ବାଛିଛନ୍ତି।…
ସପ୍ତାହକରେ ଗଲାଣି ୧୧ ଜୀବନ
ମାଲକାନଗିରି/ମାଥିଲି,୧୦।୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ…
ନିର୍ମାତା କି ନିର୍ଦ୍ଦେଶକ ନୁହେଁ, ବୈଜ୍ଞାନିକ ହେବାକୁ ଚାହୁଁଥିଲେ…
ବଲିଡଡ୍ର ପ୍ରସିଦ୍ଧ ନିର୍ମାତା ତଥା ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କର ଆଜି ହେଉଛି ଜନ୍ମଦିନ। ଉତ୍ତରପ୍ରଦେଶର ଗୋରଖପୁରରେ ଜନ୍ମଗ୍ରହଣ କରିଥିବା ଅନୁରାଗ ତାଙ୍କର କ୍ୟାରିଅରରେ ଅନେକ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଦେଇଛନ୍ତି। ହେଲେ ଅନୁରାଗ ଇଣ୍ଡଷ୍ଟ୍ରିକୁ ନେଇ ତାଙ୍କର ରୁଚି ନଥିଲା। ସେ ଜଣେ…
ଡ୍ରୋନ୍ରେ ସିଡ୍ବଲ୍ ବୁଣୁଛନ୍ତି ଶୁଭ୍ରାଂଶୁ
ଢେଙ୍କାନାଳ ଅଫିସ,୧୦।୯: ସବୁଜ ବିକଳ୍ପ ପାଇଁ ପ୍ରୟାସ ଜାରି ରଖିଥିବା ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳର ପରିବେଶବିତ୍ ଶୁଭ୍ରାଂଶୁ ଶତପଥୀ ବନୀକରଣ କାର୍ଯ୍ୟରେ ବ୍ୟବହାର କରୁଛନ୍ତି ଉନ୍ନତ ଜ୍ଞାନକୌଶଳ। ଜଙ୍ଗଲ ଅବକ୍ଷୟ ହୋଇଥିବା ଦୁର୍ଗମ ସ୍ଥାନରେ ସେ ଡ୍ରୋନ୍ ସହାୟତାରେ ବୁଣୁଛନ୍ତି ସିଡ୍ବଲ୍…
ସବର୍ଣ୍ଣ-ଅସବର୍ଣ୍ଣ ବିବାଦ ସମାଧାନ ପାଇଁ ଉଦ୍ୟମ
ଭୁବନ, ୧୦।୯(ଡି.ଏନ୍.ଏ.): ଗଣେଶ ପୂଜା ଭସାଣିକୁ କେନ୍ଦ୍ରକରି ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ସୃଷ୍ଟି ହୋଇଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଗ୍ରାମରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ପୋଲିସ ପ୍ରଶାସନ ଅଣ୍ଟା…
ଭଙ୍ଗ ହେଉଛି ଭାଇଚାରା
ଢେଙ୍କାନାଳ ଅଫିସ, ୧୦।୯: ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳ ସହର ରାଜନୀତିର ଜଟିଳ ଗଣିତରେ ଛନ୍ଦି ହୋଇପଡ଼ିଛି। ରାଜନୈତିକ ବିବାଦ ପାଇଁ ପୌର ନିର୍ବାଚନ ପରଠାରୁ ଅଶାନ୍ତ ହୋଇଉଠିଛି ସହରୀ ପରିବେଶ। ବିଜେଡି-ଭାଜପା ମଧ୍ୟରେ ଛକାପଞ୍ଝା ଲାଗି…
ସଡ଼କ ଦୁର୍ଘଟଣାରେ ବିଜେଡି କର୍ମୀଙ୍କ ପରଲୋକ
ଚାନ୍ଦବାଲି,୧୦।୯(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ଜୋନ କରଞ୍ଜମାଳ ପଞ୍ଚାୟତ ବିଜେଡି କର୍ମୀ ତଥା ଚାନ୍ଦବାଲି ବ୍ଲକର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜୟନ୍ତ ବେହୁରାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଜୟନ୍ତ ଧାମରା…
ଭିତିରି ସମ୍ପର୍କ ପଦାରେ ପକାଇଲା ଭୋଜି
ଅନୁଗୋଳ ଅଫିସ, ୧୦।୯: ମେଡିକାଲରେ କେବଳ ଗଣେଶ ପୂଜା ହେବ। କୌଣସି କର୍ମଚାରୀ ଭୋଜିଭାତ କରିବେ ନାହିଁ। ଏପରି ନିର୍ଦ୍ଦେଶନାମା ଜାରି କରିଥିଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ। ହେଲେ କର୍ତ୍ତୃପକ୍ଷଙ୍କ ଏପରି ନିର୍ଦ୍ଦେଶକୁ ଖୋଲାଖୋଲି ବେଖାତିର କରି କେତେଜଣ…
ଭୂକମ୍ପରେ ଥରିଲା ଇଣ୍ଡୋନେସିଆ
ଜାକର୍ତ୍ତା: ଇଣ୍ଡୋନେସିଆର ପୂର୍ବ ପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରୁ ୬.୨ ଥିବା ଜଣାଯାଇଛି। ଇଣ୍ଡୋନେସିଆର ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସେଣ୍ଟ୍ରାଲ ମାମ୍ବେରାମୋ ଜିଲାର ୱେଷ୍ଟ…
Archives


