Home Left

ପୁଣେରେ ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିକ୍ୟୁ.୧ ପ୍ରଥମ ମାମଲା ଚିହ୍ନଟ

ପୁଣେ,୧୮।୧୦: ଭାରତରେ ଓମିକ୍ରନ୍‌ କୋଭିଡ -୧୯ର ସବ୍‌ଭାରିଆଣ୍ଟ ବିକ୍ୟୁ.୧ର ପ୍ରଥମ ମାମଲା ଚିହ୍ନଟ ହୋଇଛି। ପୁଣେରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ନେଇ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗ ସୋମବାର ସୂଚନା ଦେଇଛି। ଅନ୍ୟପକ୍ଷେ,ଏହି ଭାରିଆଣ୍ଟ ଚିହ୍ନଟ…

ନିଯୁକ୍ତି ଦାବି କଲେ ଛଟେଇ ଶ୍ରମିକ

ତାଳଚେର,୧୮।୧୦(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲର ପୁରୁଣା ପ୍ଲାଣ୍ଟରେ କାର୍ଯ୍ୟରତ ତାଳଚେର ପୌରାଞ୍ଚଳର ଶ୍ରମିକଙ୍କୁ ଛଟେଇ କରାଯାଇଥିଲା। ସମ୍ପୃକ୍ତ ଶ୍ରମିକମାନେ ପୁନଃନିଯୁକ୍ତି ଦାବି କରିଛନ୍ତି। ଏ ନେଇ ସୋମବାର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ପୁରୁଣା ପ୍ଲାଣ୍ଟ ବନ୍ଦ…

ରୁଷିଆ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ୧୩ ମୃତ

ମସ୍କୋ,୧୮।୧୦: ରୁଷିଆର ସୁପରସୋନିକ ଯୁଦ୍ଧ ବିମାନ ୟୁକ୍ରେନ ସୀମା ନିକଟ ଦକ୍ଷିଣ ରୁଷିଆର ୟେସ୍କ ସହରର ଏକ ଆବାସିକ କୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତିନି ପିଲାଙ୍କ ସମେତ ଅତି କମରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ…

ବାତ୍ୟା ଆଶ୍ରୟ ସ୍ଥଳୀରେ ବିତୁଛି ୨୪ ପରିବାରଙ୍କ ଜୀବନ

ପାରଳାଖେମୁଣ୍ଡି,୧୮ା୧୦(ଡି.ଏନ୍‌.ଏ.): ତିତ୍‌ଲି ମହାବାତ୍ୟାକୁ ଚାରିବର୍ଷ ବିତିଛି। ହେଲେ ଆଜିବି ପାରଳାଖେମୁଣ୍ଡି ପୌରପାଳିକା ଅଞ୍ଚଳରେ ୨୪ ପରିବାର ବାସହରା ହୋଇ ସ୍କୁଲ ଘରେ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳିରେ ଆଶ୍ରୟ ନେଇ ରହିଛନ୍ତି । ପୌରପାଳିକା ଓ ଜିଲା ପ୍ରଶାସନ ପ୍ରତିଶ୍ରୁତି ପରେ…

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଆଜିଠୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ବିଜେଡି,କଂଗ୍ରେସ,…

ଚାଷଜମି, ଭିଟାମାଟି ଛାଡ଼ିବାକୁ ୩ ଗ୍ରାମବାସୀ ନାରାଜ

ଆର.ଉଦୟଗିରି,୧୮ା୧୦(ଡି.ଏନ.ଏ.): ୨୦୧୮ରେ ହୋଇଥିବା ତିତ୍‌ଲି ବାତ୍ୟାରେ ଆର.ଉଦୟଗିରି ବ୍ଲକ ଅନଗାଁ ପଞ୍ଚାୟତର କିମ୍ବସିଂ, ବଡିହର ଓ ଦଳେଇସାହି ଗାଁର କ୍ଷତିଗ୍ରସ୍ତ ହୋଇଥିଲା। ୩ ଖଣ୍ଡ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ତିତ୍‌ଲି ବାତ୍ୟାରେ ଗାଁଗୁଡିକ ସମ୍ପୂର୍ଣ୍ଣ…

ଅତିରିକ୍ତ ଦାୟିତ୍ୱରେ ଯନ୍ତ୍ରୀ, କାର୍ଯ୍ୟ ବାଧାପ୍ରାପ୍ତ

ଭଞ୍ଜନଗର,୧୮।୧୦(ଡି.ଏନ.ଏ) ବାବୁଲା ପ୍ରଧାନ: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଜଳ ଯୋଗାଣ (ଆର୍‌ଡବ୍ଳୁଏସ୍‌ଏସ୍‌)ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ୧୧ ବ୍ଲକ ଏବଂ ୨ଟି ଏନ୍‌ଏସିକୁ ପାଇପ ଯୋଗେ ଜଳ ଯୋଗାଇବା ପାଇଁ ୧୮୦୭କୋଟି ୪ଲକ୍ଷ ୩୦ହଜାର ୩୦୬ ଟଙ୍କା ୧୦ପଇସାର…

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…

ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ

ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ଘନ ଘନ ବୈଠକ, ସମ୍ମିଳନୀ ଆଦି କରାଯାଇ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା…

ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯିବ। ଏ ନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ନିୟମ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିନା ହେଲମେଟରେ ଗାଡ଼ି ଚାଳନା, ଗାଡ଼ି…

କ୍ଷମା ମାଗିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୮।୧୦: ଆଜିକାଲି ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍‌ ସଙ୍କଟ ଦେଇ ଗତି କରୁଛନ୍ତି। ଟିକସ ହ୍ରାସ ନିଷ୍ପତ୍ତି ତାଙ୍କ ପାଇଁ କାଳ ହୋଇଛି। ତାଙ୍କ ଦଳର ସଦସ୍ୟମାନେ ତାଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଏସବୁ ମଧ୍ୟରେ,…

ଅଷ୍ଟ୍ରେଲିଆ ଦିନିକିଆ ଦଳର ଅଧିନାୟକ ହେଲେ ପ୍ୟାଟ କୁମିନ୍ସ

ସିଡନୀ,୧୮।୧୦: ଦିନିକିଆ କ୍ରିକେଟରୁ ଆରୋନ ଫିଞ୍ଚଙ୍କ ଅବସର ପରେ କ୍ରିକେଟ ଅଷ୍ଟ୍ରେଲିଆ ନୂତନ ଅଧିନାୟକ ଘୋଷଣା କରିଛି। କ୍ରିକେଟ ଅଷ୍ଟ୍ରେଲିଆ ଏହାର ଏକ ନମ୍ବର ଦ୍ରୁତ ବୋଲର ପ୍ୟାଟ କୁମିନ୍ସଙ୍କୁ ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରିଛି। ଡେଭିଡ ୱାର୍ନର ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri