ଏମିତି ଗଲା କଇଁଛ , ଦେଖିଲେ ହେବେ ଆଶ୍ଚର୍ଯ୍ୟ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବ ପ୍ରବଣ କରୁଛି। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏହା…
ୟୁକୁବ ମେମନଙ୍କ ସମ୍ପର୍କୀୟଙ୍କ ସହ ମୁମ୍ବାଇ ମେୟର କିଶୋରି ପେଡନେକରଙ୍କ ଫଟୋ ଭାଇରାଲ
ମୁମ୍ବାଇ,୧୦ ।୯: ୧୯୧୯୩ରେ ମୁମ୍ବାଇ ବୋମା ବିସ୍ଫୋରଣରେ ଦୋଷୀ ସାବ୍ୟସ୍ତ ହୋଇଥିବା ୟାକୁବ ମେମନଙ୍କ କବରର ସୌନ୍ଦର୍ଯ୍ୟକରଣକୁ ନେଇ ମହାରାଷ୍ଟ୍ର ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ସୃଷ୍ଟି କରିଛି । ଭାରତୀୟ ଜନତା ପାର୍ଟି(ଭାଜପା) ଲଗାତାର ଦାବି କରି ଆସୁଛି ଯେ…
୩ ବର୍ଷରେ ଉନ୍ନୟନ କାମରେ ବ୍ୟାପକ ହେରଫେର
ପଟ୍ଟାମୁଣ୍ଡାଇ, ୧୦ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ପୌର ପରିଷଦର କେତେଜଣ ଅଫିସର ଏହି ଟଙ୍କାକୁ ବାଟମାରଣା କରୁଛନ୍ତି ବୋଲି ଅଭିଯୋଗ ହୋଇଛି। ୩ ବର୍ଷ ପୂର୍ବେ ପଟ୍ଟାମୁଣ୍ଡାଇ ପୌର ପରିଷଦର…
ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଜବରଦଖଲ ଉଚ୍ଛେଦ
ଡେରାବିଶ, ୧୦ା୯(ସ୍ବ.ପ୍ର.): ଡେରାବିଶ ତହସିଲ ଅନ୍ତର୍ଗତ ଇନ୍ଦାଳୋ ପଞ୍ଚାୟତ ଦକ୍ଷିଣପାରି ଗଁାରେ ଶୁକ୍ରବାର ସରକାରୀ ଜାଗାକୁ ଜବରଦଖଲ କରି ଅଜୟ ଦାସଙ୍କ ବାସଗୃହ ଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ତହସିଲଦାର ସୁଜିତ କୁମାର ସ୍ବାଇଁ ଜବରଦଖଲ ଗୃହକୁ ଉଚ୍ଛେଦ କରିଛନ୍ତି। ଦକ୍ଷିଣପାରି…
ଶିକ୍ଷକ, ଶ୍ରେଣୀଗୃହ ଅଭାବ, ପାଠପଢ଼ାରେ ବ୍ୟାଘାତ
ଡେରାବିଶ, ୧୦ା୯ (ସ୍ବ.ପ୍ର.): ଡେରାବିଶ ବ୍ଲକ ଛୋଟି ପଞ୍ଚାୟତ ରାମଚଣ୍ଡୀ ନୋଡାଲ ଶିକ୍ଷା ନିକେତନ ୫-ଟି ଯୋଜନାରେ ରୁପାନ୍ତରୀକରଣ କରାଯାଇଥିଲା। ଏହି କାମରେ ପ୍ରାୟ ୩୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ହୋଇଛି। ବ୍ଲକ ପ୍ରଶାସନ ତତ୍ତ୍ୱାବଧାନରେ ହୋଇଥିବା ଏହି କାମର…
ଜଗତ୍ସିଂହପୁରରେ ହେବ ଗାମ୍ବୁସିଆ ମାଛ ଚାଷ
ଜଗତ୍ସିଂହପୁର ଅଫିସ, ୧୦ା୯: ଜଗତ୍ସିଂହପୁର ଜିଲାରେ ସନ୍ତୋଷଜନକ ଭାବେ ଅଲ୍ଟ୍ରାସାଉଣ୍ଡ ସେବା ଉପଲବ୍ଧ ହେଉନାହିଁ। ବିଶେଷକରି ସରକାରୀ ଡାକ୍ତରଖାନାରେ ଏହି ଅଭାବ ଚିନ୍ତାର କାରଣ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଅଲ୍ଟ୍ରାସାଉଣ୍ଡ ମେଶିନ ଅଛି। କିନ୍ତୁ ଏହାକୁ ଚଳାଇବା…
ଉଚ୍ଛେଦ ବେଳେ ପୋଲିସକୁ ଆକ୍ରମଣ: ୫ ଗିରଫ
ରଘୁନାଥପୁର,୧୦ା୯(ଡି.ଏନ୍.ଏ.): ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ରଘୁନାଥପୁର ତହସିଲ ଅନ୍ତର୍ଗତ ଧରାଧରପୁର ପଞ୍ଚାୟତସ୍ଥିତ ଭାସିଲପୁର ଗ୍ରାମ୍ୟ ରାସ୍ତାରୁ ଜବରଦଖଲ ଉଚ୍ଛେଦ ହୋଇଛି। ଏହି ସମୟରେ ତହସିଲ୍ଦାରଙ୍କ ଉପସ୍ଥିତିରେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରାଯାଇଛି। ଏନେଇ ତହସିଲଦାର ରୂପାଲିକା ଦାଶ ରଘୁନାଥପୁର ଥାନାରେ…
ଭିଜିଲାନ୍ସ ଜାଲରେ ବେଆଇନ କଳାପଥର ପରିବହନ
ଯାଜପୁର ଅଫିସ,୧୦ା୯: ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା କଲେଜ ରୋଡ୍ ନିକଟରେ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଫରେଷ୍ଟ ୱିଙ୍ଗ୍ ପକ୍ଷରୁ ଚଢ଼ାଉ କରାଯାଇ ୨୫ ଲକ୍ଷ ୨୪ ହଜାର ଟଙ୍କାର କଳାପଥର ସମେତ ଏକ ହାଇୱା ଜବତ ହୋଇଛି।…
ବୁଲା କୁକୁରଙ୍କୁ ଖାଦ୍ୟ ଦେଉଥିବା ବ୍ୟକ୍ତି ତା’ର ଟିକାକରଣ ବି କରାଇବେ
ନୂଆଦିଲ୍ଲୀ,୧୦ ।୯: ବୁଲା କୁକୁର କାମୁଡା ଘଟଣାରେ ସୁପ୍ରିମକୋର୍ଟ କହିଛନ୍ତି, ଯେଉଁ ବ୍ୟକ୍ତିମାନେ ବୁଲା କୁକୁରଙ୍କୁ ଖାଇବାକୁ ଦେଉଛନ୍ତି, ସେମାନଙ୍କ ଟିକାକରଣର ଦାୟିତ୍ୱ ମଧ୍ୟ ସେହିମାନେ ନେବେ । ସେହି କୁକର ଯଦି କାହାକୁ କାମୁଡିଲା ତେବେ ତାଙ୍କର ଚିକିତ୍ସା ଓ…
ସପ୍ତାହକରେ ଗଲାଣି ୧୧ ଜୀବନ
ମାଲକାନଗିରି/ମାଥିଲି,୧୦ା୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ…
ଉନ୍ନୟନ କାର୍ଯ୍ୟ ପାଇଁ ଭିକ୍ଷା ମାଗିଲେ ସରପଞ୍ଚ
କେନ୍ଦ୍ରାପଡ଼ା ଅଫିସ, ୧୦ା୯: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡା ପଞ୍ଚାୟତବାସୀ ପ୍ରଶାସନିକ ଅବହେଳାର ଶିକାର ହୋଇଛନ୍ତି। ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ଲୋକ ପ୍ରତିନିଧି ଉନ୍ନୟନ କାର୍ଯ୍ୟ କରିବାରେ ବାଧା ଉପୁଜୁଛି। ସରକାରୀ ଯୋଜନା ଏହି ପଞ୍ଚାୟତରେ କାର୍ଯ୍ୟକାରୀ ହୋଇପାରୁନାହିଁ। ପଞ୍ଚାୟତର…
ମିଳିଲାନି ସହାୟତା, ଆତ୍ମହତ୍ୟା କଲେ ଦିବ୍ୟାଙ୍ଗ
ବାହାନଗା, ୧୦ା୯(ଡି.ଏନ.ଏ.): ସଡ଼କ ଦୁର୍ଘଟଣାରେ ଦିବ୍ୟାଙ୍ଗ ପାଲଟିଯାଇଥିବା ଜଣେ ଯୁବକ ସହାୟତା ନ ପାଇ ଚାରିଆଡୁ ନିରାଶ ହେବା ପରେ ଶେଷରେ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। କିଟନାଶକ କିଣି ପିଇବା ସମୟର ଏକ ଭିଡିଓ କରି ସେ ନିଜେ ଫେସବୁକ୍…
Archives


