ଏସ୍ବିଆଇ ପକ୍ଷରୁ ୨କୋଟିର ସହାୟତା
ନୂଆଦିଲ୍ଲୀ,୧୮।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍ବିଆଇ) ପକ୍ଷରୁ ସଶସ୍ତ୍ର ବଳ ଯୁଦ୍ଧ ଆହତ କଲ୍ୟାଣ ପାଣ୍ଠି (ଏଏଫ୍ବିସିଡବ୍ଲ୍ୟୁଏଫ୍)କୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ବିଶେଷକରି ଯୁଦ୍ଧ ବା ଲଢ଼େଇ ସମୟରେ ଆହତ ହୋଇଥିବା ସଶସ୍ତ୍ର ସେନା ଯବାନ ଓ…
ଏଲ୍ଆଇସିର ନୂତନ ପ୍ଲାନ୍ ‘ଧନ ବର୍ଷା’ ଉନ୍ମୋଚିତ
ମୁମ୍ବାଇ,୧୮।୧୦: ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି)ର ନୂତନ ପ୍ଲାନ ‘ଧନ ବର୍ଷା’(ପ୍ଲାନ ନମ୍ବର-୮୬୬) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ମୁମ୍ବାଇଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉକ୍ତ ପ୍ଲାନର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ସୋମବାର (୧୭ ଅକ୍ଟୋବର) ଠାରୁ…
ଅଯୋଧ୍ୟା ଯିବେ ମୋଦି, ରାମଲଲା ବିରାଜମାନଙ୍କ ଦର୍ଶନ ସହ ସରଜୁ ଘାଟ ଆଳତୀ-ଦିପୋତ୍ସବରେ ହେବେ ସାମିଲ
ନୂଆଦିଲ୍ଲୀ,୧୮ ।୧୦: ଉତ୍ତର ପ୍ରଦେଶ ଅଯୋଧ୍ୟାରେ ଚଳିତବର୍ଷ ବି ଦିପୋତ୍ସବକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ଅଯୋଧ୍ୟାରେ ୨୩ ଅକ୍ଟୋବରରେ ଦିପୋତ୍ସବ କାର୍ଯ୍ୟକ୍ରମ ହେବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ । ଏହା ବ୍ୟତୀତ…
ସବ୍ସିଡି ସାର ପାଇଁ ଗୋଟିଏ ବ୍ରାଣ୍ଡ୍ ‘ଭାରତ’
ନୂଆଦିଲ୍ଲୀ,୧୮।୧୦ : ଗୋଟିଏ ରାଷ୍ଟ୍ର ଗୋଟିଏ ସାର ଯୋଜନାର ଅଂଶବିଶେଷ ସ୍ବରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ୟୁରିଆ ସାରର ଗୋଟିଏ ବ୍ରାଣ୍ଡ ‘ଭାରତ’ର ଶୁଭାରମ୍ଭ କରିଛନ୍ତି। ଏହି ବ୍ରାଣ୍ଡ୍ରେ ସମସ୍ତ ସବ୍ସିଡିଯୁକ୍ତ ୟୁରିଆ ସାର ଉପଲବ୍ଧ ହେବ। ଏଥିସହିତ ପ୍ରଧାନମନ୍ତ୍ରୀ…
ପ୍ରଥମେ ଖାରଜ, ପରେ ମଞ୍ଜୁର
ଯାଜପୁର ରୋଡ୍, ୧୮ା୧୦ (ଡି.ଏନ.ଏ.):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋପଣ୍ଡ ମୌଜାର ଏକ ଚାଷଜମିକୁ ଘରବାଡ଼ି ଜମିରେ ପରିବର୍ତ୍ତନ କରିବାକୁ ବ୍ୟାପକ ଅନିୟମିତତା ଏବଂ ଲାଞ୍ଚ କାରବାର ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ଖାରଜ ଏବଂ ପରେ ମୋଟା ଅଙ୍କର…
ଚିନ୍ତା ବଢ଼ାଉଛନ୍ତି ଯାଯାବର
ପୁରୀ ଅଫିସ,୧୮ା୧୦: ରାଜ୍ୟ ବାହାରୁ ଆସୁଥିବା ଯାଯାବର (ବଞ୍ଜାରା)ଙ୍କ ସଂଖ୍ୟା ଶ୍ରୀକ୍ଷେତ୍ରରେ ବଢ଼ିବାରେ ଲାଗିଛି। ପୁରୀ ସହରର ବିଭିନ୍ନ ସ୍ଥାନରେ ତମ୍ବୁ ଟାଣି ଯାଯାବରମାନେ ରହୁଥିବାବେଳେ ଅସାମାଜିକ ଓ ଆପରାଧିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି। ଏମାନଙ୍କ କାର୍ଯ୍ୟକଳାପରେ ସହରବାସୀଙ୍କ ସମେତ ଶ୍ରଦ୍ଧାଳୁ…
୨୩୦ ସ୍ପିଡ୍ରେ କାର୍ ଚଳାଇ ଲାଇଭ୍ ଭିଡିଓ
ଲକ୍ଷ୍ନୌ, ୧୮ା୧୦: ଘଣ୍ଟାପ୍ରତି ୨୩୦ କିଲୋମିଟର ବେଗରେ ବିଏମ୍ଡବ୍ଲ୍ୟୁ କାର୍ ଚଳାଉଥିଲେ ୪ ସାଙ୍ଗ। ଲକ୍ଷ୍ୟ ଥିଲା ଘଣ୍ଟାପ୍ରତି ସ୍ପିଡ୍ ବଢ଼ାଇ ୩୦୦ କିଲୋମିଟର ଛୁଇଁବା। ଦ୍ରୁତଗତିରେ କାର୍ ଚଳାଉଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ତାହାର ଫେସ୍ବୁକ୍ ଲାଇଭ୍ ଭିଡିଓ ମଧ୍ୟ…
ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗକୁ ଖୋଜୁଛି ଇଓଡବ୍ଲ୍ୟୁ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ):ସାଧାରଣ ଲୋକଙ୍କୁ ଫସାଇ ଇଣ୍ଡିଆ ପୋଷ୍ଟ ପେମେଣ୍ଟ୍ସ ବ୍ୟାଙ୍କରେ ବହୁ ଆକାଉଣ୍ଟ ଖୋଲିଛି ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗ। ଓଡ଼ିଶା ସମେତ ସାରା ଦେଶରେ ଏହାର ର଼୍ୟାକେଟ କାର୍ଯ୍ୟ କରୁଛି। ଉକ୍ତ ଆକାଉଣ୍ଟ ମାଧ୍ୟମରେ ବେଆଇନ ଅର୍ଥ କାରବାର ହେଉଥିବା ସୂଚନା ମିଳିବା…
୧୫ ଲକ୍ଷରୁ ଅଧିକ ବନ୍ଦୀ, ୧୦୦ ଫୁଟରେ ଗାର୍ଡ: ପୁଣିଥରେ ଦେଖିବାକୁ ମିଳିଲା ଜିନପିଙ୍ଗଙ୍କ ଦବଦବା
ବେଜିଂ,୧୮ ।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆଉ ଏକ କାର୍ଯ୍ୟକାଳ ପାଇବାକୁ ସଫଳ ହୋଇଛନ୍ତି । ମାଓତ୍ସୁ ତୁଙ୍ଗଙ୍କ ପରେ ନିଜକୁ ଚାଇନାର ସବୁଠାରୁ ଶକ୍ତିଶାଳୀ ନେତା ଭାବେ ପ୍ରତିଷ୍ଠିତ କରିବାକୁ ଜିନପିଙ୍ଗ ସମସ୍ତ ପ୍ରସ୍ତୁତ କରି ସାରିଲେଣି ।…
କିଭ୍ରେ ଡ୍ରୋନ୍ ଆକ୍ରମଣ: ୬ ନିହତ
କିଭ୍, ୧୮ା୧୦: ମିଶାଇଲ ମାଡ଼ର କିଛି ଦିନ ପରେ ୟୁକ୍ରେନ୍ ରାଜଧାନୀ କିଭ୍ ଉପରେ ରୁଷିଆ ସୋମବାର ଘନଘନ ଡ୍ରୋନ ଆକ୍ରମଣ କରିଛି। ଏହାସହ ପୂର୍ବ ୟୁକ୍ରେନ୍ର ସୁମି ଅଞ୍ଚଳରେ ମଧ୍ୟ ବିସ୍ଫୋରଣ ହୋଇଛି। ଆକ୍ରମଣରେ ରୁଷିଆ ଇରାନ୍ର କାମିକାଜେ ଡ୍ରୋନ୍…
ଅଣୁ ଅସ୍ତ୍ର: ନାଟୋ ବନାମ ରୁଷିଆ
ବ୍ରସେଲ୍ସ, ୧୮ା୧୦: ଫେଡେରେଶନ ଅଫ୍ ଆମେରିକାନ୍ ସାଇଣ୍ଟିଷ୍ଟ୍ ଅନୁସାରେ, ବିଶ୍ୱରେ ୯ ଦେଶ ନିକଟରେ ପ୍ରାୟ ୧୨,୭୦୦ ନ୍ୟୁକ୍ଲିୟର ଅସ୍ତ୍ର ରହିଛି। ସେଥିରୁ ୯୦% କେବଳ ଆମେରିକା ଏବଂ ରୁଷିଆ ନିକଟରେ ଅଛି। ରୁଷିଆ ପାଖରେ ଆଣବିକ ଅସ୍ତ୍ର ସଂଖ୍ୟା ୫,୯୭୭…
ବସ୍ତିବାସିନ୍ଦାଙ୍କୁ ମିଳିବ ଜମି ଅଧିକାର ପ୍ରମାଣପତ୍ର
ଭୁବନେଶ୍ୱର, ୧୮।୧୦ (ବ୍ୟୁରୋ):ଜାଗା ମିଶନ୍ ଜରିଆରେ ବସ୍ତିବାସିନ୍ଦାଙ୍କୁ ପକ୍କା ଘର ଯୋଗାଇଦେବା ସହ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରଦାନ କରିବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ। ଜାଗା ମିଶନ୍ରେ ବସ୍ତିଗୁଡିକୁ ବିଜୁ ଆଦର୍ଶ କଲୋନୀରେ ରୂପାନ୍ତରିତ କରାଯାଉଛି। ତେବେ ବସ୍ତି…
Archives


