Home Left

ନାମକୁ ମାତ୍ର ଡଷ୍ଟବିନ୍‌ମୁକ୍ତ ଭୁବନେଶ୍ୱର

ଭୁବନେଶ୍ୱର, ୧୮।୧୦ (ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ଖୁବ୍‌ ଶୀଘ୍ର ଭୁବନେଶ୍ୱରକୁ ଡଷ୍ଟବିନ୍‌ମୁକ୍ତ କରିବା ପାଇଁ ଯୋଜନା କରାଯାଉଛି। ବାହାରେ କେଉଁଠାରେ ଅଳିଆ ପକାଯିବ ନାହିଁ,…

ନାଟୋର ସବୁଠୁ ବଡ଼ ଯୁଦ୍ଧାଭ୍ୟାସ

ବ୍ରସେଲ୍ସ, ୧୮ା୧୦: ୟୁକ୍ରେନ୍‌ ଯୁଦ୍ଧ ଭିତରେ ଆମେରିକା ନେତୃତ୍ୱାଧୀନ ସାମରିକ ମେଣ୍ଟ ନର୍ଥ ଆଟ୍‌ଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସୋମବାର ସବୁଠାରୁ ବଡ଼ଧରଣର ଆଣବିକ ଡ୍ରିଲ୍‌ ‘ଷ୍ଟିଡ୍‌ଫାଷ୍ଟ ନୁନ୍‌’ ଆରମ୍ଭ କରିଛି। ୟୁରୋପ ଉପରେ ନ୍ୟୁକ୍ଲିୟର ଆକ୍ରମଣ ପାଇଁ ରୁଷିଆ ରାଷ୍ଟ୍ରପତି…

ଲିଫ୍ଟରେ ଫସିଲେ ୩ ହବିଷିଆଳି

ପୁରୀ ଅଫିସ,୧୮ା୧୦:ବୃନ୍ଦାବତୀ ନିବାସରେ ସୋମବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ୩ଜଣ ହବିଷିଆଳି ଶ୍ରୀମନ୍ଦିରରୁ ଦାରୁଦିଅଁଙ୍କ ଦର୍ଶନ ସାରି ବୃନ୍ଦାବତୀ ନିବାସକୁ ଫେରିବାବେଳେ ଲିଫ୍ଚରେ ଫସିଯାଇଥିଲେ। ଅଧଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ୩ଜଣ ହବିଷିଆଳି ବନ୍ଦ ଲିଫ୍ଟ ଭିତରେ ଫସି ରହିଥିଲେ।…

କାମ ନ କଲେ ଚେଙ୍କ, ନିସ୍ତୁକ ମାଡ଼

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ):ଜଣେ ନାବାଳିକାଙ୍କୁ ଘରେ ରଖି କାମ କରାଉଥିଲେ। ଅବହେଳା କଲେ ବେଲଣା କାଠିରେ ବାଡ଼େଇବା ସହ ରୁଟି ସେକାରେ ଶରୀରର ବିଭିନ୍ନ ସ୍ଥାନରେ ଚେଙ୍କ ଦେଇ ନିର୍ଯାତନା ଦେଉଥିଲେ। ଏଭଳି ଏକ ଅମାନବୀୟ ଘଟଣା ନେଇ ମଞ୍ଚେଶ୍ୱର ଥାନାରେ ଅଭିଯୋଗ…

ମିଥୁନ ଚକ୍ରବର୍ତ୍ତି ଇନ, ରୂପା ଗାଙ୍ଗୁଲି ଆଉଟ

କୋଲକାତା,୧୮ ।୧୦: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭଜପା) ଏତେ ଭଲ ପ୍ରଦର୍ଶନ କରି ନ ଥିଲେ ବି ଅନ୍ୟ ନିର୍ବାଚନରେ ଅପେକ୍ଷାକୃତ ଭଲ ପ୍ରଦର୍ଶନ କରିଥିବା ଦେଖାଯାଇଛି । ଯେଉଁଠି ଦିନେ ତ୍ରୁଣ ମୂଳ କଂଗ୍ରେସ(ଟିଏମସି)ର ଦବଦବା ଥିଲା…

ଧାର ଟଙ୍କା ପାଇଁ ଯୁବକଙ୍କୁ ବାନ୍ଧି ସ୍କୁଟି ପଛରେ ଦୌଡ଼ାଇବା ଘଟଣା: ୨ ଅଭିଯୁକ୍ତ ଗିରଫ

କଟକ ଅଫିସ,୧୮ା୧୦:ଧାର ନେଇଥିବା ଟଙ୍କା ଶୁଝି ନ ପାରିବାରୁ ଶାସ୍ତିବିଧାନ ସ୍ବରୂପ ଜଣେ ଯୁବକଙ୍କୁ ହାତବାନ୍ଧି ଦଉଡ଼ି ଦ୍ୱାରା ବାଇକ ପଛରେ ଦୌଡ଼ାଇବା ଭଳି ବର୍ବର କାଣ୍ଡ ରବିବାର ସନ୍ଧ୍ୟାରେ କଟକ ସହରରେ ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ ଏଭଳି ଘଟଣା…

୧୫ ମେଧାବୀ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଲାପ୍‌ଟପ୍‌ ବଣ୍ଟନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ…

ସ୍କୁଲରେ ସିସି କ୍ୟାମେରା ବାଧ୍ୟତାମୂଳକ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ସୋମବାର ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଘରୋଇ ସ୍କୁଲରେ ଯେପରି ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି ସେଭଳି ଢଙ୍ଗରେ ମଧ୍ୟ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥା ଲାଗୁ…

ଯୁକ୍ତ୨ କରେସ୍‌ପଣ୍ଡେନ୍ସ କୋର୍ସ ନାମଲେଖା ପାଇଁ ୧୯ରୁ ଆବେଦନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଯୁକ୍ତ୨ ପ୍ରଥମ ବର୍ଷ କରେସ୍‌ପଣ୍ଡେନ୍ସ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ୧୯ ତାରିଖ ପୂର୍ବାହ୍ନ ୧୧ଟାରେ ସାମ୍ସ ଓ୍ବେବ୍‌ସାଇଟ୍‌ରେ ଫର୍ମ ଉପଲବ୍ଧ ହେବ। ନଭେମ୍ବର ୩ ରାତି ୧୧ଟା ୫୦…

୮ ବର୍ଷରେ ୪୧ ହାଜତ ମୃତ୍ୟୁ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ଥାନା ହାଜତରେ ଅଭିଯୁକ୍ତ ତଥା ସନ୍ଦିଗ୍ଧମାନଙ୍କୁ ପୋଲିସ ଅନେକ ସମୟରେ ନିର୍ଯାତନା ଦେବା ସହ ମାଡ଼ ମାରିବାର ନଜିର ରହିଛି। ଫଳରେ ପୋଲିସ ହେପାଜତରେ ବା ଥାନା ହାଜତରେ ଥାଇ ବହୁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। କେତେକ କ୍ଷେତ୍ରରେ…

୯ମ,୧୦ମ ପାଇଁ ୪ ନୂଆ ପାଠ୍ୟକ୍ରମ

କଟକ ଅଫିସ, ୧୮ା୧୦:ଶିକ୍ଷାବର୍ଷ ଅଧାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ନବମ ଓ ଦଶମ ଶ୍ରେଣୀ ପାଇଁ ବୋର୍ଡ ନୂଆ ପାଠ୍ୟକ୍ରମ ଆଣିଛି। ନବମ ଓ ଦଶମ ଶ୍ରେଣୀରେ ୪ଟି ନୂଆ ବିଷୟ ରହିବ। ବୁକ୍‌ ରିଭ୍ୟୁ,…

ଷ୍ଟଡି ମାଟେରିଆଲ ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓସିଏସ୍‌ ପରୀକ୍ଷା ଏବେ ଓଡ଼ିଆ ଭାଷାରେ ଦିଆଯାଇ ପାରିବ। ପ୍ରିଲିମ୍‌, ମେନ୍‌ ପରୀକ୍ଷା ସହିତ ଇଣ୍ଟରଭ୍ୟୁ(ସାକ୍ଷାତ୍‌କାର) ମଧ୍ୟ ଓଡ଼ିଆରେ ହେବ। ଉଭୟ ଓଡ଼ିଆ ଏବଂ ଇଂଲିଶ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri