Home Left

୯ମ,୧୦ମ ପାଇଁ ୪ ନୂଆ ପାଠ୍ୟକ୍ରମ

କଟକ ଅଫିସ, ୧୮ା୧୦:ଶିକ୍ଷାବର୍ଷ ଅଧାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ନବମ ଓ ଦଶମ ଶ୍ରେଣୀ ପାଇଁ ବୋର୍ଡ ନୂଆ ପାଠ୍ୟକ୍ରମ ଆଣିଛି। ନବମ ଓ ଦଶମ ଶ୍ରେଣୀରେ ୪ଟି ନୂଆ ବିଷୟ ରହିବ। ବୁକ୍‌ ରିଭ୍ୟୁ,…

ଷ୍ଟଡି ମାଟେରିଆଲ ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓସିଏସ୍‌ ପରୀକ୍ଷା ଏବେ ଓଡ଼ିଆ ଭାଷାରେ ଦିଆଯାଇ ପାରିବ। ପ୍ରିଲିମ୍‌, ମେନ୍‌ ପରୀକ୍ଷା ସହିତ ଇଣ୍ଟରଭ୍ୟୁ(ସାକ୍ଷାତ୍‌କାର) ମଧ୍ୟ ଓଡ଼ିଆରେ ହେବ। ଉଭୟ ଓଡ଼ିଆ ଏବଂ ଇଂଲିଶ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ।…

କେଜରିୱାଲଙ୍କୁ ବିରୋଧିଙ୍କ ଟାର୍ଗେଟ, ବିନା ସର୍ତ୍ତରେ ମାଗନ୍ତୁ କ୍ଷମା

ନୂଆଦିଲ୍ଲୀ,୧୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୋଟିଏ ଦିନ ପୂର୍ବରୁ ମନୀଷ ସିସୋଡିଆଙ୍କୁ ଭଗତ ସିଂଙ୍କ ସହ ତୁଳନା କରିଥିଲେ । ଯାହାକୁ ନେଇ ଏବେ ବିବାଦ ଉଠିଛି । ଭାରତୀୟ ଜନତା ପାର୍ଟି(ଭାଜପା)ର ମହାସଚିବ ଜୀବନ ଗୁପ୍ତା କହିଛନ୍ତି…

୩ ଦିନିଆ ଭାରତ ଗସ୍ତରେ ଆସିବେ ଆଣ୍ଟୋନିଓ ଗୁଟେରସ୍‌

ନୂଆଦିଲ୍ଳୀ,୧୭।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ୩ ଦିନିଆ ଗସ୍ତରେ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୨୦୦୮…

ଅନ୍ଧେରୀ ଇଷ୍ଟରୁ ନାମାଙ୍କନ ପ୍ରତ୍ୟାହାର କଲା ଭାଜପା

ମୁମ୍ବାଇ,୧୭।୧୦: ମୁମ୍ବାଇର ଅନ୍ଧେରୀ ଇଷ୍ଟ ବିଧାନସଭା ଆସନରେ ନଭେମ୍ବର ୩ରେ ଉପନିର୍ବାଚନ ହେବାକୁ ଥିବା ବେଳେ ଏଥିରେ ଶିବସେନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବଡ଼ ସଫଳତା ହେବା ନେଇ ନଜର ଆସୁଛି। କାରଣ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ଭାଜପା…

ଦେଶର ୫୦ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧୭।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ନଭେମ୍ବର ୯ରେ ସେ ଶପଥ ଗ୍ରହଣ କରିବା ସହ କାର୍ଯ୍ୟଭାର ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ଚନ୍ଦ୍ରଚୂଡ ଦେଶର…

ମଙ୍ଗଳବାର ସିବିଆଇ କୋର୍ଟରେ ହାଜର ହେବେ ଉପମୁଖ୍ୟମନ୍ତ୍ରୀ

ପାଟନା,୧୭।୧୦: ରେଲଓ୍ବେ ନିଯୁକ୍ତି ଦୁର୍ନୀତି ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବ ମଙ୍ଗଳବାର ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର ହେବେ। ଉକ୍ତ ମାମଲାରେ ତେଜସ୍ବୀ ଏବେ ଜାମିନରେ ଅଛନ୍ତି। ତାଙ୍କ ଜାମିନ ଖାରଜ ଲାଗି କୋର୍ଟରେ…

ଗଣବଳାତ୍କାର ମାମଲାରେ ବରିଷ୍ଠ ଆଇଏଏସ୍‌ ଅଫିସର ନିଲମ୍ବିତ

ନୂଆଦିଲ୍ଲୀ,୧୭।୧୦: ଏକ ଗଣବଳାତ୍କାର ମାମଲାରେ ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ପୂର୍ବତନ ମୁଖ୍ୟ ଶାସନ ସଚିବ ଜିତେନ୍ଦ୍ର ନାରାୟଣଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ନିଲମ୍ବନ କରିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଆଶୁତୋଷ ଅଗ୍ନିହୋତ୍ରୀ ସୂଚନା…

ଗାଁରେ ବ୍ୟାପିଛି ଝାଡାବାନ୍ତି: ୩ ଦିନରେ ୫ ଆକ୍ରାନ୍ତ

ପାପଡାହାଣ୍ଡି,୧୭।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡ଼ାବାନ୍ତି। ଅଗଷ୍ଟରେ ତୁଳସୀପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡ଼ାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର ମାଝିଗୁଡା ପଞ୍ଚାୟତ ଖଡ଼କାପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତି ବ୍ୟାପିବାର ପ୍ରକୃତ କାରଣ ଜଣାପଡ଼ିନାହିଁ। ରବିବାର…

ବିଷାକ୍ତ ସାପ କାମୁଡାରେ ବୃଦ୍ଧ ଗୁରୁତର

ଦିଗପହଣ୍ଡି,୧୭।୧୦(ବ୍ୟୁରୋ): ଗଞ୍ଜାମ ଜିଲା ବିଷାକ୍ତ ସାପ କାମୁଡାରେ ସୋମବାର ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ କଇଠଡା ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଠପଡା ଗ୍ରାମର ଏ.ସାକିଲି ପାତ୍ର(୫୮)। ଘଟଣାସ୍ଥଳରୁ ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ମୃତ ଶିଶୁ ଜନ୍ମ ପରେ ନାବାଳିକା ଛାତ୍ରୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ ଅଫିସ ଘେରିଲା ଭାଜପା ଯୁବ ମୋର୍ଚ୍ଚା

ଫୁଲବାଣୀ ଅଫିସ, ୧୭ା୧୦: ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପାଜୁ ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ମୃତପିଲା ଜନ୍ମ ଦେବା ଓ ପରେ ତାଙ୍କର ମୃତ୍ୟୁ ହେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ଲାଗିରହିଛି। ପ୍ରକୃତ ଦୋଷୀଙ୍କୁ ପୋଲିସ ତଦନ୍ତ…

ଅଗ୍ନିକାଣ୍ଡରେ ପୋଡିଗଲା ୨ ବଖରା ଘର

ଆନନ୍ଦପୁର,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବଳଦୁଆଁ ଗ୍ରାମରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଦୁଇ ବଖରା ଘର ପୋଡିଯାଇଥିବା ସୂଚନା ମିଳିଛି। ତେବେ ନିଆଁ ଲିଭାଇବା ସମୟରେ ଜଣଙ୍କୁ ସାପ କାମୁଡିବାରୁ ସେ ଗୁରୁତର ଆହତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri