୨୨ ତାରିଖ ବେଳକୁ ବାତ୍ୟାର ରୂପ ନେବ ଘୂର୍ଣ୍ଣିବଳୟ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…
ଦୀପାବଳିରେ କିପରି ସଜାଇବେ ଘର
ଦଶହରା ସରୁ ସରୁ ଘରେ ଦୀପାବଳିର ପ୍ରସ୍ତୁତି ଆରମ୍ଭ ହୋଇଯାଏ। ଦୀପାବଳିରେ ସମସ୍ତେ ଘରକୁ ସଜାଇଥାନ୍ତି। କିନ୍ତୁ ଏଠାରେ କେତୋଟି ସହଜ ଉପାୟ ଦେଉଛୁ ଯାହାକୁ ଆପଣ ଆପଣାଇ ଘରକୁ ସୁନ୍ଦର ଲୁକ୍ ଦେଇପାରିବେ। ଏଥିପାଇଁ ଘରେ ଖାଲିଟାରେ ଜାଗା ନେଉଥିବା…
କାମ ଅନ୍ବେଷଣରେ ଗାଁ ଛାଡୁଛନ୍ତି ଶ୍ରମିକ
ନୂଆପଡ଼ା ଅଫିସ,୧୮।୧୦: ନୂଆପଡା ଜିଲାର ୮୦ ଭାଗ ଲୋକ ଚାଷ ଉପରେ ନିର୍ଭର କରନ୍ତି। ବର୍ଷର ୬ ମାସ ଚାଷ କରି ଅମଳ ପରେ ଅଧା ୬ ମାସ କାମ ଅନ୍ନେଷଣରେ ବାହାର ରାଜ୍ୟକୁ ଦାଦନ ଯାଇଥାନ୍ତି। ନୂଆପଡା ଏକ ଦାଦନ…
୭ ମାସର ଝିଅକୁ ଝୁଣି ଖାଇଗଲେ କୁକୁର
ନୋଏଡା,୧୮।୧୦: ନୋଏଡା ସେକ୍ଟର ୩୯ ପୋଲିସ ଷ୍ଟେଶନ ପରିସରରେ ଅବସ୍ଥିତ ଲୋଟସ ବଲ୍ଲଭ ସୋସାଇଟି ଅଫ ସେକ୍ଟର ୧୦୦ରେ କୁକୁର ଆକ୍ରମଣରେ ଜଣେ ସାତ ମାସର ଶିଶୁ ମୃତ୍ୟୁବରଣ କରିଛି। ପୋଲିସ ଏହି ସୂଚନା ଦେଇଛି। ଇନ୍ସପେକ୍ଟର ରାଜୀବ ବାଲିଆନ କହିଛନ୍ତି,…
ମଣିପୁରରେ ଭୂକମ୍ପ ଝଟକା
ଇମ୍ପାଲ,୧୮।୧୦: ମଣିପୁରର ବିଷ୍ଣୁପୁର ଅଞ୍ଚଳରେ ମଙ୍ଗଳବାର ୯.୧୯ ମିନିଟ୍ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଛି। ଏହାର ଗଭୀରତା ୩୦ କି.ମି., ଆକ୍ଷାଂଶ ୨୪.୯୪ ଏବଂ ଦ୍ରାଘିମା ୯୩.୫୩ ରହିଛି। ଏନେଇ ଜାତୀୟ ଭୂକମ୍ପ…
ସତ୍ୟସାଇ ଟ୍ରଷ୍ଟର କ୍ଷେତ୍ର ପରିଦର୍ଶନ
ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍ରେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର କେତେକ ଘରୋଇ ସଂସ୍ଥାକୁ ଆମନ୍ତ୍ରଣ କରିଛନ୍ତି। ଏହାକୁ ରକ୍ଷାକରି ସତ୍ୟସାଇ ହେଲ୍ଥ…
ଗଛକଟା ବିରୋଧରେ ଜିଲା ପ୍ରଶାସନର ଦ୍ୱାରସ୍ଥ
ସମ୍ବଲପୁର,୧୮ା୧୦(ବ୍ୟୁରୋ): ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମାଫିଆମାନେ ବେଆଇନ ଗଛ କାଟି ବାହାରକୁ ଚାଲାଣ କରୁଛନ୍ତି। ହେଲେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେବାରେ ଅବହେଳା କରୁଛି। ଯୁଯୁମୁରା ବ୍ଲକର ଫଟାବାହାଲ ଅଞ୍ଚଳବାସୀ ଏହା ବିରୋଧରେ ସୋମବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ…
ଶେଷହେଲା କଂସ ଦରବାର
ମାଧପୁର,୧୮।୧୦: ଆଠମଲ୍ଲିକ ବ୍ଲକ ମାଧପୁରଠାରେ ଚାଲିଥିବା ଚୌରାଶି ମହାଲକ୍ଷ୍ମୀ ପୂଜା ଅବସରରେ ମହାରାଜ କଂସଙ୍କ ଦରବାର କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଏହି ଅବସରରେ ଷଷ୍ଠ ଦିନରେ ଦରବାରରେ ରାଜ ଅତିଥି ଭାବେ ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ପୀତାମ୍ବର ବିଶ୍ବାଳ,…
୧୭୦୦ ଟଙ୍କାରୁ ୧୭ ଲକ୍ଷ
ଢେଙ୍କାନାଳ ଅଫିସ, ୧୮।୧୦: ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ କରୁଛି ଢେଙ୍କାନାଳର ଅନ୍ୟତମ ପୁରାତନ ପୂଜା ପ୍ରତିଷ୍ଠାନ ଅରବିନ୍ଦ ବଜାର ମହିଷାପାଟ। ଦୀର୍ଘ ଦୁଇବର୍ଷ ପରେ ମା’ଙ୍କ ପୂଜା ବିନା କଟକଣାରେ ହେଉଥିବାବେଳେ ଏହାକୁ ନେଇ…
ପ୍ରଶାସନ ଅକ୍ତିଆରକୁ ଗଲା ଜବରଦଖଲ ଜମି
ବଇଣ୍ଡା,୧୮।୧୦(ଡି.ଏନ୍.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଅଞ୍ଚଳରେ ସରକାରୀ ଜମି ଜବରଦଖଲ ବୃଦ୍ଧି ପାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଏକ ସରକାରୀ ଜମିକୁ କବ୍ଜା କରିଥିବାବେଳେ ସୋମବାର ଆଠମଲ୍ଲିକ ତହସିଲ ପ୍ରଶାସନ ଏହାକୁ ଅକ୍ତିଆରକୁ…
ପୁଣେରେ ଓମିକ୍ରନ୍ର ସବ୍ଭାରିଆଣ୍ଟ ବିକ୍ୟୁ.୧ ପ୍ରଥମ ମାମଲା ଚିହ୍ନଟ
ପୁଣେ,୧୮।୧୦: ଭାରତରେ ଓମିକ୍ରନ୍ କୋଭିଡ -୧୯ର ସବ୍ଭାରିଆଣ୍ଟ ବିକ୍ୟୁ.୧ର ପ୍ରଥମ ମାମଲା ଚିହ୍ନଟ ହୋଇଛି। ପୁଣେରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ନେଇ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗ ସୋମବାର ସୂଚନା ଦେଇଛି। ଅନ୍ୟପକ୍ଷେ,ଏହି ଭାରିଆଣ୍ଟ ଚିହ୍ନଟ…
ନିଯୁକ୍ତି ଦାବି କଲେ ଛଟେଇ ଶ୍ରମିକ
ତାଳଚେର,୧୮।୧୦(ନି.ପ୍ର.): ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲର ପୁରୁଣା ପ୍ଲାଣ୍ଟରେ କାର୍ଯ୍ୟରତ ତାଳଚେର ପୌରାଞ୍ଚଳର ଶ୍ରମିକଙ୍କୁ ଛଟେଇ କରାଯାଇଥିଲା। ସମ୍ପୃକ୍ତ ଶ୍ରମିକମାନେ ପୁନଃନିଯୁକ୍ତି ଦାବି କରିଛନ୍ତି। ଏ ନେଇ ସୋମବାର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ପୁରୁଣା ପ୍ଲାଣ୍ଟ ବନ୍ଦ…
Archives


