କନଷ୍ଟେବଳ ନିଯୁକ୍ତି ବୟସ ସୀମା ୪ ବର୍ଷ କୋହଳ, ଆଶାୟୀ ଆଶ୍ୱସ୍ତ
କଟକ ଅଫିସ,୨୪।୧: ରାଜ୍ୟରେ କନଷ୍ଟେବଳ ନିଯୁକ୍ତି ନେଇ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ପଦବୀ ଲାଗି ଆବେଦନକାରୀଙ୍କ ଲାଗି ବୟସ ସୀମା ୪ ବର୍ଷ କୋହଳ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ କରୋନା ମହାମାରୀକୁ ନେଇ ୨୦୧୮ରୁ ୨୦୨୨…
କଟକରେ ସେକ୍ସ ରାକେଟ୍ ଠାବ
କଟକ ଅଫିସ,୨୪।୧: କଟକ ସୂର୍ଯ୍ୟବିହାର ଅଞ୍ଚଳରେ ଚାଲିଥିଲା ସେକ୍ସ ରାକେଟ । ଏନେଇ କୌଣସି ସୂତ୍ରରୁ ଖବର ପାଇ ମଙ୍ଗଳବାର ବାଦାମବାଡ଼ି ଥାନା ପୋଲିସ ଅଚାନକ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ରାଣୀ ମହୁମାଛି ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି।…
ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ
ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗସ୍ତ କରିଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେ…
କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଗିଲ, ହେଲେ ବାବରଙ୍କ ସମକକ୍ଷ
ଇନ୍ଦୋର,୨୪।୧: ଚଳିତ ବର୍ଷ ଭାରତରେ ଆଇସିସି ଦିନିକିଆ ବିଶ୍ୱକପ୍ ଅନୁଷ୍ଠିତ ହେବ। ଏହାକୁ ନେଇ ଖେଳାଳିଙ୍କ ଦିନିକିଆରେ ପ୍ରଦର୍ଶନ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ବର୍ଷ ଆରମ୍ଭରୁ ଜଣଙ୍କ ପରେ ଜଣେ ଭାରତୀୟ ଖେଳାଳି ନିଜ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏହି ତାଲିକା…
କୋହଲି କି ରୋହିତ ନୁହନ୍ତି…ଆଇସିସି ଦିନିକିଆ ଟିମ୍ରେ ଏହି ୨ ଭାରତୀୟ ଖେଳାଳି, ବାବରଙ୍କୁ ମିଳିଲା ନେତୃତ୍ୱ
ନୂଆଦିଲ୍ଲୀ,୨୪।୧: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ(ଆଇସିସି) ୨୦୨୨ ପାଇଁ ବର୍ଷର ଦିନିକିଆ ଦଳ ଚୟନ କରିଛି। ଏହି ୧୧ ଜଣିଆ ଆଇସିସି ଦଳରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ସ୍ଥାନ ମିଳିନାହିଁ। ଏପରିକି ଆଇସିସି ଦଳର ନେତୃତ୍ୱ…
ନ୍ୟୁୟର୍କ ଷ୍ଟକ୍ ଏକ୍ସଚେଞ୍ଜରୁ ନିଜ ଅଂଶଧନ ହଟାଇଲା ଟାଟା ମୋଟର୍ସ
ନୂଆଦିଲ୍ଲୀ,୨୪।୧: ଘରୋଇ ଅଟୋମେକର୍ ଟାଟା ମୋଟର୍ସ ନ୍ୟୁୟର୍କ ଷ୍ଟକ୍ ଏକ୍ସଚେଞ୍ଜରୁ ଏହାର ସାଧାରଣ ଅଂଶଧନକୁ ସ୍ବେଚ୍ଛାକୃତ ଭାବେ ହଟାଇବାକୁ ଯାଉଛି। ସୋମବାରର ବ୍ୟବସାୟ ବନ୍ଦ ହେବା ପରେ ଏହା କାର୍ଯ୍ୟକାରୀ ହେବ। ଏକ ନିୟାମକ ବିଜ୍ଞପ୍ତିରେ କମ୍ପାନୀ ଏନେଇ ସୂଚନା ଦେଇ…
ଭସ୍ମ ଲଗାଇ ଶତ୍ରୁଙ୍କୁ ଅନ୍ତ କରିବେ ଅଜୟ ଦେବଗନ
ମୁମ୍ବାଇ: ବଲିଉଡ୍ର ସୁପରଷ୍ଟାର ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ୍-୨ର ଅପାର ସଫଳତା ପରେ ଏବେ ନିଜ ଅପ୍କମିଂ ଫିଲ୍ମ ‘ଭୋଲା’ କୁ ନେଇ ସେ ଚର୍ଚ୍ଚାରେ ରହିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ‘ଭୋଲା’ର ଦ୍ୱିତୀୟ ଟିଜର ରିଲିଜ୍ ହୋଇଛି। ଏନେଇ ଅଜୟ…
ବିଜେଡିକୁ କଳାପତାକା ଦେଖାଇ ବିରୋଧ: ଭାଜପା କର୍ମୀ ଅଟକ
ଦେବଗଡ଼,୨୪।୧(ଡି.ଏନ୍.ଏ.): ବିଜେଡିକୁ କଳାପତାକା ଦେଖାଇ ବିରୋଧ ବେଳେ ଭାଜପା କର୍ମୀ ଅଟକ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା ଶାସନସାହି ଛକରେ । ବିଜେଡ ପ୍ରତିଷ୍ଠା ଦିବସ ପାଳନ ଅବସରରେ ବିଜେଡି ଶୋଭାଯାତ୍ରାକୁ ବିରୋଧ କରାଯାଇଥିଲା। ଏହି ଘଟଣାରେ ଜିଲା ଭାଜପା…
ଗୁଗୁଲ୍ ନିଷ୍ପତ୍ତି ଉପରେ ସିଇଓଙ୍କ ସ୍ପଷ୍ଟୀକରଣ: ସ୍ଥିତି ଖରାପ ନ ହେଉ ବୋଲି…
ନୂଆଦିଲ୍ଲୀ,୨୪।୧: ଗୁଗୁଲ୍ରୁ ୧୨ ହଜାର କର୍ମଚାରୀଙ୍କୁ ଛଟେଇ ନିଷ୍ପତ୍ତି ଉପରେ କମ୍ପାନୀର ସିଇଓ ସୁନ୍ଦର ପିଚାଇ ସ୍ପଷ୍ଟୀକରଣ ଦେଇଛନ୍ତି। ବାଧ୍ୟତାମୂଳକ ଭାବେ କମ୍ପାନୀକୁ ଏହି ନିଷ୍ପତ୍ତି ନେବାକୁ ପଡ଼ିଛି। ଯଦି ସେ ତାହା କରି ନ ଥାନ୍ତେ, ଖରାପ ସମୟ ଆସିଥାନ୍ତା।…
ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲାରେ ୬ହଜାରରୁ ଉର୍ଦ୍ଧ୍ୱ ଚାର୍ଜଶିଟ୍ ଦାଖଲ କଲା ପୋଲିସ: ଅଫତାବ କହିଲେ…
ନୂଆଦିଲ୍ଲୀ,୨୪।୧: ଦିଲ୍ଲୀର ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲାରେ ପୋଲିସ ପକ୍ଷରୁ ଚାର୍ଜଶିଟ୍ ଦାଖଲ କରାଯାଇଛି। ମଙ୍ଗଳବାର ଦିଲ୍ଲୀ ପୋଲିସ ୬ହଜାର ୬୨୯ ପୃଷ୍ଠାର ଏକ ଚାର୍ଜଶିଟ୍ ଦାଖଲ କରିଛି। ଏହି ମାମଲାରେ ଦିଲ୍ଲୀ ପୋଲିସ ୭୫ଦିନ ପରେ ଏହି ଚାର୍ଜଶିଟ୍ ଦାଖଲ କରିଥିବା…
ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ: କରିବେ ଜଗା ଦର୍ଶନ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱର ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିବାହ ପୂର୍ବରୁ ଅନନ୍ତ ଜଗା ଦର୍ଶନ କରିବା ପାଇଁ ଓଡ଼ିଶା ଆସିଥିବା ଜଣାପଡ଼ିଛି। ସେ ଭୁବନେଶର ପହଞ୍ଚିବା ପରେ ପୁରୀ ଯାଇ…
ଜାମିନ ଆବେଦନ କଲେ ଖଗେଶ୍ୱର
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲାରେ ତଦନ୍ତ ଜାରି ରହିଛି। ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ମଙ୍ଗଳବାର ଜିଲା ଜଜ୍ଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଅନ୍ୟପଟେ, ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ ଚାନ୍ଦ…

