Home Left

ପୋଲିସ-ନକ୍ସଲ ଗୁଳିବିନିମୟ, ଏଏସ୍‌ଆଇ ଆହତ

ମାଲକାନଗିରି,୧୭ା୧୦(ଡି.ଏନ୍‌.ଏ.): ପୋଲିସ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଏଏସ୍‌ଆଇ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ତେରମ ଥାନା ଅଞ୍ଚଳରେ ଯବାନମାନେ କମ୍ବିଂ ଅପରେଶନ ସାରି ବେସ୍‌ କ୍ୟାମ୍ପକୁ ଫେରୁଥିବା ସମୟରେ ପୂର୍ବରୁ…

ମୁହଁ ଖୋଲିଲେ ବ୍ୟବସାୟୀ, ଫସାଉଥିଲେ ଅର୍ଚ୍ଚନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବେ ଜେଲରେ ଅଛନ୍ତି। ତାଙ୍କୁ ନେଇ ଏବେ ବି ଚାରିଆଡ଼େ ଚର୍ଚ୍ଚା ଲାଗି ରହିଛି। ଏପରିସ୍ଥିତିରେ…

କର୍ମଚାରୀଙ୍କୁ ଦୀପାବଳିରେ କାର୍‌ ଉପହାର ଦେଲେ ଜୁଏଲର୍ସ ମାଲିକ

ଚେନ୍ନାଇ,୧୭।୧୦: ଚେନ୍ନାଇର ଏକ ଜୁଏଲର୍ସ ଦୋକାନର ମାଲିକ ଏହାର କର୍ମଚାରୀମାନଙ୍କୁ ଦୀପାବଳି ଉପହାର ଭାବରେ କାର ଏବଂ ବାଇକ ଦେଇଛନ୍ତି। ଚଲାନି ଜୁଏଲର୍ସ ଜୁଏଲର୍ସ ପକ୍ଷରୁ ଏହାର ୧୦ ଜଣ କର୍ମଚାରୀଙ୍କୁ କାର୍‌ ଏବଂ ୨୦ ଜଣ କର୍ମଚାରୀଙ୍କୁ ମୋଟର ସାଇକେଲ…

ବିଡିଏ ପାଇଁ ଭୁବନେଶ୍ବର ବିଶ୍ବସ୍ତରରେ ପ୍ରଶଂସିତ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବିଡିଏ ପାଇଁ ଭୁବନେଶ୍ବର ବିଶ୍ବସ୍ତରରେ ପ୍ରଶଂସିତ। ପ୍ରବଳ ବର୍ଷାରେ ମୁମ୍ବାଇ, ଚେନ୍ନାଇରେ ଯେଉଁ ପରିସ୍ଥିତି ଉପୁଜୁଛି ସେଭଳି ପରିସ୍ଥିତି ଭୁବନେଶ୍ବରରେ ହେଉନାହିଁ। ଏହା ବିଡିଏର ଅବଦାନ। କର୍ମଚାରୀଙ୍କ ଦକ୍ଷତା, ମନୋବଳ ଓ ଅକ୍ଳାନ୍ତ ପରିଶ୍ରମ ବଳରେ ଏସବୁ ସମ୍ଭବ ହୋଇ…

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା…

ଭାରତୀୟ ଦଳକୁ ଚେତାବନୀ ଦେଲେ ଗମ୍ଭୀର

ନୂଆଦିଲ୍ଲୀ,୧୭।୧୦: ଟି-୨୦ ବିଶ୍ୱକପ୍‌ ୨୦୨୨ ଆରମ୍ଭ ହୋଇଛି। ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଏକ ବଡ଼ ଅସନ୍ତୋଷ ଦେଖାଦେଇଥିଲା। ନାମିବ୍ୟା ଦଳ ଶ୍ରୀଲଙ୍କାକୁ ୫୫ ରନ ବ୍ୟବଧାନରେ ପରାସ୍ତ କରିଛି। ଯଦିଓ ଭାରତର ପ୍ରଥମ ମ୍ୟାଚ…

ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ଘଟଣା: କୁଶୁପୁରରେ ଖନନ କାର୍ଯ୍ୟ ଆରମ୍ଭ

ଗୋପ,୧୭ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅନ୍ତର୍ଗତ କୁଶୁପୁର ଠାରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ପରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ରବିବାର ଠାରୁ ପ୍ରାଥମିକ ଭାବେ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ୪ ଇଞ୍ଚର ବୋରିଂ…

କ୍ଲୋକ୍‌ ରୁମ୍‌ ସଙ୍କୁଚିତ: ଶ୍ରଦ୍ଧାଳୁ ହନ୍ତସନ୍ତ

ପୁରୀ ଅଫିସ,୧୭ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସ୍ବେରେଜ୍‌ ଲାଇନ୍‌ ସମେତ ଅନ୍ୟ ଭୂତଳ ସୁବିଧା ପାଇଁ ସମ୍ପ୍ରତି କାର୍ଯ୍ୟକ୍ଷମ ଥିବା କ୍ଲୋକ୍‌ ରୁମ୍‌ ଓ ଜୋତାଷ୍ଟାଣ୍ଡକୁ ସଙ୍କୁଚିତ କରିଦିଆଯାଇଛି। କ୍ଲୋକ୍‌ ରୁମ୍‌ ପଛ ପଟେ ଜମି ଅଧିଗ୍ରହଣ ପରେ ପୁରୁଣା କ୍ଲକ୍‌…

ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ଯାଁଳା,୧୭ା୧୦(ଡି.ଏନ୍‌.ଏ.): ସରକାର ଶିକ୍ଷାର ବିକାଶ ସହ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରିବାରେ ଲାଗିପଡିଛନ୍ତି। ବିଦ୍ୟାଳୟକୁ ସ୍ମାର୍ଟରେ ରୂପାନ୍ତରଣ କରି ପିଲାଙ୍କ ପାଠପଢା ସ୍ମାର୍ଟ କରାଉଛନ୍ତି। ହେଲେ ଜଟଣୀ ବ୍ଲକ ମୁଣ୍ଡମୁହାଣ କୃଷ୍ଣ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଏହାର ବାସ୍ତବ ରୂପ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯ ଜଣ ଚିହ୍ନଟ ହୋଇଥିବା…

ଧାମନଗର ଉପନିର୍ବାଚନ: ଆଜି ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ

ଭଦ୍ରକ ଅଫିସ,୧୭ା୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ। ତେବେ ଆଜି ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଏହାପରେ କେଉଁ ପ୍ରାର୍ଥୀ ରହିବେ, କାହା କାହା ମଧ୍ୟରେ ନିର୍ବାଚନ ମଇଦାନରେ କଡ଼ା ମୁକାବିଲା…

୧୮ କୁକୁରଙ୍କୁ ଜହର ଦେଇ ହତ୍ୟା, ସାଧାରଣରେ ଉତ୍ତେଜନା ବୃଦ୍ଧି…

ହାଇଦ୍ରାବାଦ,୧୭।୧୦ : ଆନ୍ଧ୍ରପ୍ରଦେଶର ଏଲୁରୁ ଜିଲାରେ ଏକାସାଙ୍ଗରେ ୧୮ କୁକୁରଙ୍କୁ ଜହର ଦେଇ ହତ୍ୟା କରାଯାଇଛି। ଏହା ପରେ ପୋଲିସ ଅଭିଯୁକ୍ତ ବୀରବାବୁଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ କହିଛି, ପଚରାଉଚରା ବେଳେ ବୀରବାବୁ କହିଛନ୍ତି ଯେ ତାଙ୍କୁ ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri