Home Left

ଫମ୍ପା ପ୍ରତିଶ୍ରୁତି ପାଲଟିଛି ପିଏମ୍‌ଏଓ୍ବାଇ

ସମ୍ବଲପୁର,୧୭ା୧୦(ବ୍ୟୁରୋ): କଚ୍ଚାଘର ସବୁ ପକ୍କା ହୋଇଯିବ। ସମସ୍ତଙ୍କ ଘରେ କଂକ୍ରିଟ ଛାତ ରହିବ। ୨୦୨୨ ମସିହା ସୁଦ୍ଧା ଆଉ କେହି ବାସହରା ହୋଇ ରହିବେ ନାହିଁ। କେନ୍ଦ୍ର ସରକାର ୫ ବର୍ଷିଆ ଦୀର୍ଘମିଆଦୀ ଯୋଜନା କରିଛନ୍ତି। ଏଭଳି ନାରାବାଜି ଓ ନିର୍ବାଚନୀ…

ଅଭ୍ୟାସ ମ୍ୟାଚ୍‌ରେ ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବୋଲିଂ ନିଷ୍ପତ୍ତି…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା…

ଅଜଣା ରୋଗପୋକରୁ ଉଜୁଡ଼ିବ ଫସଲ

ସମ୍ବଲପୁର,୧୭ା୧୦(ବ୍ୟୁରୋ): ଧାନକେଣ୍ଡା ବାହାରି କ୍ଷୀର ଢୋକିବା ସମୟ ଚାଷୀଙ୍କୁ ବେଶ୍‌ ଖୁସି ଆଣିଦେଇଥାଏ। ବିଲରେ ଧାନ କେଣ୍ଡା ବାହାରୁଥିବା ଫସଲକୁ ଦେଖି ସେ ତା’ର ସବୁ ଦୁଃଖକଷ୍ଟ ଭୁଲି ଯାଇଥାଏ। ହେଲେ କିଛିବର୍ଷ ହେଲା କେତେକ ଅଜଣା ରୋଗ ପୋକକୁ ନେଇ…

ପରିତ୍ୟକ୍ତ ଖଣିରୁ ଖଣିଜ ଚୋରି

ଯୋଡ଼ା,୧୭ା୧୦(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଜଜାଙ୍ଗଠାରେ ଥିବା ଏକ ପରିତ୍ୟକ୍ତ ଖଣିରୁ ବିପୁଳ ପରିମାଣର ଲୁହାପଥର ଚୋରି ହୋଇଛି। ମେଶିନ ଯୋଗେ ହଜାର ହଜାର ମେଟ୍ରିକ୍‌ ଟନ୍‌ ଖଣିଜ ଖୋଳି ଚୋରି ହୋଇଥିଲେ ସୁଦ୍ଧା ଖଣି ବିଭାଗ ନିକଟରେ…

ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳଷ୍ଟେଶନର ୬ନମ୍ବର ପ୍ଲାଟଫର୍ମଠାରେ ଏହି ରେଳ ରେକ୍‌କୁ ଉଦ୍‌ଘାଟନ…

୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା

ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି ସେବା ଉପଲବ୍ଧ ହେବ। ଏଥିମଧ୍ୟରେ ଓଡ଼ିଶାର ୮ଟି ସହରକୁ ସାମିଲ କରାଯାଇଛି। ତେବେ…

ଚଣ୍ଡିଗଡ଼କୁ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୧୭।୧୦ (କ୍ରୀଡ଼ା ପ୍ରତିନିଧି): ଲକ୍ଷ୍ନୌଠାରେ ଚାଲିଥିବା ସୟଦ ମୁସ୍ତାକ ଅଲୀ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରବିବାର ଚଣ୍ଡିଗଡ଼କୁ ରୋମାଞ୍ଚକଭାବେ ୧ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଚଣ୍ଡିଗଡ଼ ୨୦ ଓଭରରେ ୬ ଉଇକେଟ ହରାଇ ୧୭୯ ରନ…

ରେଗାସା, ଚେପ୍‌ଟାଇ ଜିତିଲେ ଦିଲ୍ଲୀ ହାଫ୍‌ ମାରାଥନ

ନୂଆଦିଲ୍ଲୀ, ୧୭ା୧୦(ପି.ଟି.): ଇଥିଓପିଆର ଚାଲା ରେଗାସା ଏବଂ କେନିଆର ଇରିନେ ଚେପ୍‌ଟାଇ ଯଥାକ୍ରମେ ବେଦାନ୍ତ ଦିଲ୍ଲୀ ହାଫ୍‌ ମାରାଥନ ପୁରୁଷ ଓ ମହିଳା ଟାଇଟଲ ହାସଲ କରିଛନ୍ତି। ରେଗାସା ୧ ଘଣ୍ଟା ୩୦ ସେକେଣ୍ଡ ଟାଇମିଂରେ ରେସ୍‌ ଜିତିଥିବାବେଳ ଚେପ୍‌ଟାଇ ବ୍ୟକ୍ତିଗତ…

‘ଓଡ଼ିଶା ଦେଶର ଟେକ୍ନୋଲୋଜି ରିସୋର୍ସ ହବ୍‌’

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳର ଇନ୍‌ଫୋସିଟି ନିକଟ ଓ-ହବ୍‌ଠାରେ ଆଇବିଏମ୍‌ର କ୍ଲାଏଣ୍ଟ ଇନୋଭେଶନ୍‌ ସେଣ୍ଟର(ସିଆଇସି)କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ପୂର୍ବ ଭାରତରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମ୍‌ର ଏହା…

ଶ୍ରାବଣୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୭।୧୦ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଚାଲିଥିବା ୧୬ତମ ଜାତୀୟ ଓପନ ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରାବଣୀ ନନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମହିଳା ୧୦୦ ମିଟର ରେସ୍‌ରେ ସେ ୧୧.୫୫ ସେକେଣ୍ଡ ସମୟ ନେଇ…

ପଡ଼ିଆରେ ତ୍ୱରିତ ନିଷ୍ପତ୍ତି ଉପରେ ଡେନର୍ବିଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି): ପ୍ରଥମଥର ପାଇଁ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଖେଳିବାକୁ ସୁଯୋଗ ପାଇଥିବା ଭାରତୀୟ ଦଳ ସୋମବାର ଏହାର ଶେଷ ମ୍ୟାଚ୍‌ ଶକ୍ତିଶାଳୀ ବ୍ରାଜିଲ ବିପକ୍ଷରେ ଖେଳିବ। ଗ୍ରୁପ୍‌ ଏ’ରେ କ୍ରମାଗତ ୨ଟି ମ୍ୟାଚ୍‌ ହାରି…

ମେକଅପ ମ୍ୟାନଙ୍କୁ ଏମିତି ଡିମାଣ୍ଡ କରିଥିଲେ ସ୍ମିତା ଯାହା ମୃତ୍ୟୁ ପରେ ହୋଇଥିଲା ପୂରଣ!

ମୁମ୍ବାଇ: ବଲିଉଡରେ ୮୦ ଦଶକରେ ରାଜ କରୁଥିଲେ ଅଭିନେତ୍ରୀ ସ୍ମିତା ପାଟିଲ । ସେ ସମୟରେ ସେ ବଲିଉଡର ଆଗଧାଡିର ନାୟିକାଙ୍କ ମଧ୍ୟରୁ ଜଣେ ଥିଲେ । ତାଙ୍କ ସମ୍ପର୍କରେ ଏମିତି ଏକ କଥା ଶୁଣାଯାଏ ଯାହା ହୁଏତ ଅନେକଙ୍କୁ ଜଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri