ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା ରୁପେ ନେଟୱର୍କ ଉପରେ ଆଧାରିତ ଏବଂ ସମ୍ପୂର୍ଣ୍ଣ ରୂପେ ଗୁଗଲ ପେ’ ଆପ ଭିତରେ…
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ କରିଛନ୍ତି। ମନ୍ତ୍ରୀ ପୂଜାରୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ ଯୋଗଦେଇ କୋଟିଆ ଓଡ଼ିଶାର…
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା ଅଣ୍ଡର-୧୯ ଏସିଆ କପ୍ ୨୦୨୫ରେ ଭାରତୀୟ ଦଳ ଫାଇନାଲ୍ରେ ସ୍ଥାନ ପାଇଛି। ଆୟୁଷ ମାହାତ୍ରେଙ୍କ…
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା…
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଆଲୋଚନା ସଭା…
ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ ଅନେକ ଗ୍ରହ ପରସ୍ପର ସହ ଯୁତି ବନେଇବାକୁ ଯାଉଛନ୍ତି । ତେବେ ଏହାର ସିଧା…
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ସେମାନଙ୍କୁ ସଶକ୍ତ ଓ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ଏହି…
ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…
ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି ଜବତ ହୋଇଛି। ସେହିପରି ଉର୍ବଶୀ ରୌତେଲାଙ୍କ…
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ ଓ ସଞ୍ଜୟ ସ୍ବାଇଁ ଦୁଇ ଯୁବକ ଆହତ ହୋଇଛନ୍ତି। ଆହତ ଦ୍ବୟଙ୍କୁ ଚିକିତ୍ସା ପାଇଁ…
୬ ଫୁଟ୍ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼
ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ ଫାର୍ମ ହାଉସ ନିକଟରୁ ଏହି ଅଜଗର ସାପଟିକୁ କିଛି ଲୋକେ ଦେଖିବାକୁ ପାଇଥିଲେ। ପରେ…
ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!
ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଅଛି। କିଛି ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କାର୍ଯ୍ୟ ଅଛି…
ପୁରୁଷୋତ୍ତମପୁର ସବ୍-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି ନିଜକୁ ଜମିମାଲିକ ଦର୍ଶାଇ ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜମିକୁ ବିକ୍ରି କରିଦେଇଛନ୍ତି। ଏହି…
Archives


