Home Left

ଦୁର୍ଘଟଣା ପାଇଁ ଏନ୍‌ଏଚ୍‌ଏଆଇ ଉପରେ ଦୋଷ

ଢେଙ୍କାନାଳ ଅଫିସ, ୨୪ା୧: ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ଥାନା ପଞ୍ଚୁପଟି ବ୍ରିଜ୍‌ଠାରେ ସୋମବାର ଭୋର ୪ଟାରେ ଘଟିଥିବା ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ପାଇଁ ଏନ୍‌ଏଚ୍‌ଏଆଇକୁ ଦୋଷ ଦେଇଛନ୍ତି ଜନସାଧାରଣ। ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟରେ…

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ : ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ,୨୪।୧: ରାଜଧାନୀ ଦିଲ୍ଲୀରେ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ଗତ ସପ୍ତାହରେ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ…

ସ୍ବତନ୍ତ୍ର ଡାକ ଲଫାପା ଉନ୍ମୋଚିତ

ଛେଣ୍ଡିପଦା,୨୪ା୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡିଆ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ ଜୁବିଲି ପାଳନ ହେଉଛି। ସୋମବାର ଦ୍ୱିତୀୟ ଦିବସରେ ଡାକ ଲଫାପା ଉନ୍ମୋଚିତ ହୋଇଛି। ଜୁବିଲି କମିଟି ସଭାପତି ତଥା ପୁରାତନ ଛାତ୍ର ପ୍ରାଧ୍ୟାପକ ପ୍ରଦୀପ କୁମାର କରଙ୍କ ତତ୍ତ୍ୱାବଧାନରେ…

ଘରେ ପଶି ୨ ମହିଳାଙ୍କୁ ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨୪ା୧: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ ରଘୁପତିନଗରରେ ଚାଲିଥିବା ଏକ ଟିୟୁସନ ଶିକ୍ଷକଙ୍କ ଘରେ ପଶି ସୋମବାର ଦୁଇ ଜଣ ମହିଳାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏହି ଘଟଣାରେ ମାଧୁରୀ ପଣ୍ଡା(୩୭) ଗୁରୁତର ହୋଇଥିବା ବେଳେ ଟିଉସନ ଶିକ୍ଷକଙ୍କ…

ଇତିହାସ ରଚିଲେ ଏହି କ୍ରିକେଟର୍‌: ମାତ୍ର ୨୪ ବର୍ଷ ବୟସରେ…

ନୂଆଦିଲ୍ଲୀ,୨୪।୧: ଆଫଗାନିସ୍ତାନ ସ୍ପିନର ରଶିଦ ଖାନ ନିଜ ବୋଲିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷ କରିଛନ୍ତି। ବିଶ୍ୱର ଅନେକ ଫ୍ରାଞ୍ଚାଇଜ ତାଙ୍କୁ ଟି-୨୦ ଲିଗରେ ନିଜ ଦଳରେ ସାମିଲ କରିବାକୁ ଏକପ୍ରକାର ପ୍ରତିଯୋଗିତା କରନ୍ତି। ଏସଏସ୍‌ ଟି-୩୦ ଲିଗରେ ଏମ୍‌ଏଇ କେପଟାଉନ…

୪ହତ୍ୟା ଉଦ୍ୟମ ମାମଲା ରୁଜୁ

ଗୋପାଳପୁର,୨୪ା୧(ଡି.ଏନ.ଏ.): ଦୀର୍ଘବର୍ଷ ହେଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତା ଓ ରାଜନୈତିକ କାରଣକୁ କେନ୍ଦ୍ରକରି ଗୋଷ୍ଠୀବିବାଦ ଥମିବାର ନାଁ ନେଉନି। ଗତ ୨୦ ଦିନ ମଧ୍ୟରେ ଦୁଇ ଦୁଇ ଥର ଉଭୟ ଗୋଷ୍ଠୀ…

କୋର୍ଟରେ ହାଜର ହେବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ ଚାନ୍ଦ ମଙ୍ଗଳବାର ଖୋର୍ଦ୍ଧା ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟରେ ହାଜର ହେବେ। ଏଥିସହିତ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଖଗେଶ୍ୱରଙ୍କୁ କୋର୍ଟରେ ହାଜର ହେବାକୁ ସମନ…

ଭାଜପାର ଦୋମୁହାଁ ନୀତିକୁ ନେଇ ଚର୍ଚ୍ଚା

କେନ୍ଦୁଝର,୨୪ା୧(ସ୍ବ.ପ୍ର.): ସମାଜିକକର୍ମୀ ନୈନା ସାହୁ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନମୋଡ଼ ନେଉଛି। ପ୍ରଥମେ ଦୁର୍ଘଟଣା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ଏନେଇ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରି ନ୍ୟାୟ ଭିକ୍ଷା କରିବା ସହ ଅଭିଯୁକ୍ତଙ୍କୁ ଧରିବାକୁ ଦାବି…

ଡେପୁଟେଶନରେ ଡାକ୍ତର, ମିଳୁନି ସ୍ବାସ୍ଥ୍ୟସେବା

ଧାମନଗର,୨୪।୧(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ସ୍ବାସ୍ଥ୍ୟସେବା। ୧୧ଜଣ ଡାକ୍ତର ଆବଶ୍ୟକ ଥିବାବେଳେ ମାତ୍ର ୪ଜଣ ଅଛନ୍ତି। ଶିଶୁ ବିଭାଗ ଓ ମେଡିସିନ ବିଭାଗରେ ଡାକ୍ତର ନ ଥିବାବେଳେ ୫ ମହିଳା ସ୍ବାସ୍ଥ୍ୟକର୍ମୀ, ୯ ପୁରୁଷ ସ୍ବାସ୍ଥ୍ୟକର୍ମୀ,…

ସଜେଇ ହେଲାଣି ସରମରା

ଭଦ୍ରକ ଅଫିସ, ୨୪।୧: ସରସ୍ବତୀ ପୂଜା ପାଇଁ ଭଦ୍ରକ ଜିଲାରେ ପ୍ରସିଦ୍ଧିଲାଭ କରିଥିବା ବନ୍ତ ବ୍ଲକର ସରମରା ଗାଁ ସଜେଇ ହେଲାଣି। କୋଭିଡ୍‌ ଯୋଗୁ ଦୁଇବର୍ଷର କଟକଣା ପରେ ଏଥର ପୂଜାକୁ ନେଇ ଗାଁରେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।…

ନିଜ ବ୍ୟାଟିଂକୁ ନେଇ ପ୍ରଶ୍ନ ଉଠାଇଲେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୨୪।୧: ଆଇସିସି ୨୦୨୨ ବର୍ଷ ପାଇଁ ପୁରୁଷ ଟି-୨୦ ଦଳ ଘୋଷଣା କରିଛି। ପାକିସ୍ତାନର ଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ମଧ୍ୟ ଏଥିରେ ସ୍ଥାନ ପାଇଛନ୍ତି। ତେବେ ରିଜୱାନଙ୍କ ସମୟ ଏବେ ଭଲ ଚାଲିନାହିଁ। ସେ ସବୁ ଦିଗରୁ…

ସାବାଲେଙ୍କା, ଶେଲ୍‌ଟନ କ୍ୱାର୍ଟରଫାଇନାଲରେ

ମେଲବୋର୍ନ, ୨୪ା୧ : ପଞ୍ଚମ ସିଡ୍‌ ଆରିନା ସାବାଲେଙ୍କା ପ୍ରଥମ ଥର ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ସେ ବେଲିଣ୍ଡା ବେନ୍‌ସିକ୍‌ଙ୍କୁ ୭-୫, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ପୁରୁଷ ସିଙ୍ଗଲ୍ସରେ ଅଷ୍ଟ୍ରେଲିଆନ ଓପନରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?