Home Left

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି ମାନ୍ୟବର କୋର୍ଟ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡ଼ିଛନ୍ତି ଜିଲାପାଳ।…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଛନ୍ତି। ଏହି ଅବସରରେ ସେ ହାଇକୋର୍ଟଙ୍କୁ ପୂର୍ବ ନିର୍ଦ୍ଦେଶ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ ବଗାଡ଼ ୱାର୍ଡ ନଂ ୧ରେ ନକଲି ମଦ ପ୍ରସ୍ତୁତି ହେଉଥିଲା। କୌଣସି ସୂତ୍ରରୁ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା ଆହତ ହୋଇଛନ୍ତି। ସେମାନଙ୍କୁ ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପାଚିକା ୨ ଜଣ…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ, ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାକକ୍ଷରେ ପଞ୍ଜିକା ସମୀକରଣ ବୈଠକ…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା। ଏନେଇ ସମସ୍ତ ଜିଲାପାଳଙ୍କୁ ପର୍ଯ୍ୟଟନ ବିଭାଗର…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ ମିଳୁ ନ ଥିବା ପ୍ରତିବାଦରେ ଶୁକ୍ରବାର ସକାଳୁ ଉତ୍ତେଜିତ ଗ୍ରାମବାସୀ ମୁଖ୍ୟରାସ୍ତାରେ ନିଆଁ…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ ଦେବତା ଜଣେ ବ୍ୟକ୍ତିର ଆତ୍ମବିଶ୍ୱାସ, ସମ୍ମାନ, ନେତୃତ୍ୱ, ସ୍ବାସ୍ଥ୍ୟ, ପିତାଙ୍କ ସହିତ ସମ୍ପର୍କ,…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ ପରିମାଣର କାଠ ଗଣ୍ଡିି ଜବତ କରିଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ସୂଚନା…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ, ମୋତେ ଶଙ୍କରାଚାର୍ଯ୍ୟ ପଦବୀର ପ୍ରମାଣ ମଗାଯାଇଥିଲା ଏବଂ ୨୪ ଘଣ୍ଟା ମଧ୍ୟରେ ତାହା…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି।…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ, ଯଦି ଆପଣଙ୍କର IRCTC ଆକାଉଣ୍ଟ ସମ୍ପୂର୍ଣ୍ଣ ଭାବରେ ଯାଞ୍ଚ ହୋଇଛି ଏବଂ ଆଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri