Home Left

ଓଡ଼ିଶାର ଆମ୍ବଚାଷୀଙ୍କ ଆୟ ଦ୍ୱିଗୁଣିତ କରାଇବ କୋକା-କୋଲା

ଭୁବନେଶ୍ୱର,୧୫।୧୦:କୋକା-କୋଲା ଫାଉଣ୍ଡେଶନ ପକ୍ଷରୁ ଓଡ଼ିଶାରେ କୃଷିଭିତ୍ତିକ ପ୍ରକଳ୍ପ ‘ଉନ୍ନତି ଅମ୍ରିତ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଫାଉଣ୍ଡେଶନର ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ ଉନ୍ନତି ପ୍ରକଳ୍ପ, ଯାହାକି ଫଳ ସର୍କୁଲାର ଇକୋନୋମି ପଦକ୍ଷେପର ଏକ ପ୍ରମୁଖ ଅଂଶ। ଫାଉଣ୍ଡେଶନ ପକ୍ଷରୁ ଶୁଭାରମ୍ଭ କରାଯାଇଥିବା ଏହି…

ହିନ୍ଦୀ ସହ ଆଞ୍ଚଳିକ ଭାଷାର ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୫।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବୈଠକ ଏବଂ ରାଜଭାଷା ପଖୱାଡା-୨୦୨୨ର ପୁରସ୍କାର ବିତରଣ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏସ୍‌ବିଆଇର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତ୍ରୈମାସିକ…

କୋଟକା ନିଓ ଆପ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୧୦: କୋଟକା ସିକ୍ୟୁରିଟିଜ ଲିମିଟେଡ୍‌ ପକ୍ଷରୁ ଟ୍ରେଡିଂ ପ୍ଲାଟ୍‌ଫର୍ମ ପରିବ୍ୟବସ୍ଥା କୋଟକ ନିଓ ଆପ୍‌ର ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ଯାହା ନିବେଶକଙ୍କ ପାଇଁ ବ୍ୟବହାରକାରୀ ଅନୁଭୂତିକୁ ତ୍ୱରାନ୍ବିତ କରିବା ସହିତ ଉଚ୍ଚତର ସ୍ତରକୁ ନେଇଯିବା ସକାଶେ ନିର୍ମାଣ କରାଯାଇଛି। କୋଟକ…

ଗୋଦ୍‌ରେଜ୍‌ ଆଣ୍ଡ୍‌ ବଏସ୍‌ର ୧୨୫ତମ ପୂର୍ତ୍ତି ଉତ୍ସବ

ନୂଆଦିଲ୍ଲୀ,୧୫।୧୦: ଗୋଦ୍‌ରେଜ୍‌ ଆଣ୍ଡ୍‌ ବଏସ୍‌ ପକ୍ଷରୁ ଆକର୍ଷଣୀୟ ଅଫର ଘୋଷଣା ସହ ଚଳିତ ଉତ୍ସବ ଋତୁ ଏବଂ ୧୨୫ତମ ପୂର୍ତ୍ତି ଉତ୍ସବକୁ ପାଳନ କରାଯାଉଛି। ଏଥିରେ ଗ୍ରାହକମାନେ ଦୈନିକ ଏକ ଲକ୍ଷ ଟଙ୍କାର ନଗଦ ରାଶି ପୁରସ୍କାର ଜିତିପାରିବେ। ସେହିଭଳି ଏହାର…

ଷ୍ଟାର ପ୍ରଚାରକରୁ ବାଦ୍‌ ପଡିଲେ ବିଧାୟକ ମୋକିମ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି। ବିଜେଡି ଓ ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା…

‘ଖୁସିର ପର୍ବ’ ବିଜେତାଙ୍କୁ ସମ୍ବର୍ଦ୍ଧନା ଦେଲା ଟ୍ରେଣ୍ଡ୍‌ସ

ଭୁବନେଶ୍ୱର,୧୫।୧୦: ରିଲାଏନ୍ସ ରିଟେଲର ପ୍ରମୁଖ ୟୁନିଟ୍‌ ‘ଟ୍ରେଣ୍ଡ୍‌ସ’ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ ‘ଖୁସିର ପର୍ବ’ ପ୍ରତିଯୋଗିତାର ବିଜେତା ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଏପରିକି ଟ୍ରେଣ୍ଡ୍‌ସ ଖୁସିର ପର୍ବ ମାଇଁ ପୂଜା ମାଇଁ ଲୁକ୍‌ସ ପ୍ରତିଯୋଗିତାରେ କଟକର…

ଓଭୋ ଫାର୍ମ ପକ୍ଷରୁ ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୫।୧୦: ରାଜ୍ୟର ପ୍ରମୁଖ ଅଣ୍ଡା ଉତ୍ପାଦନକାରୀ ସଂସ୍ଥା ‘ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌’ ପକ୍ଷରୁ ଶୁକ୍ରବାର ଏକ ନୂଆ ବ୍ରାଣ୍ଡ୍‌ ‘କେନ୍‌କୋ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଶ୍ୱ ଅଣ୍ଡା ଦିବସ ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ନୂତନ ଉତ୍ପାଦଗୁଡିକୁ ମଧ୍ୟ ଉନ୍ମୋଚନ…

୧୬ରେ ଡିବିୟୁର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୧୫।୧୦: ଦେଶର ଆର୍ଥିକ ଅନ୍ତର୍ଭୁକ୍ତିକୁ ଅଧିକ ବ୍ୟାପକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୧୬ ଅକ୍ଟୋବର) ଦେଶର ୭୫ଟି ଜିଲାକୁ ୭୫ଟି ଡିଜିଟାଲ ବ୍ୟାଙ୍କ ୟୁନିଟ୍‌ (ଡିବିୟୁ) ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ବୋଲି ଜଣାପଡ଼ିଛି। ଏ ନେଇ…

ଖସିଲା ପାଇକାରୀ ମୁଦ୍ରାସ୍ଫୀତି ହାର

ନୂଆଦିଲ୍ଲୀ,୧୫।୧୦: ହୋଲ୍‌ସେଲ ପ୍ରାଇସ ଇଣ୍ଡେକ୍ସ (ଡବ୍ଲ୍ୟୁପିଇ) ଆଧାରିତ ମୁଦ୍ରାସ୍ଫୀତି ଚଳିତ ବର୍ଷ ସେପ୍ଟେମ୍ବରରେ ୧୦.୭୦% କୁ ହ୍ରାସ ପାଇଛି। ଏପରିକି ଚଳିତ ବର୍ଷ ଅଗଷ୍ଟ ମାସରେ ପାଇକାରୀ ଆଧାରିତ ମୁଦ୍ରାସ୍ଫୀତି ୧୨.୪୧%ରେ ପହଞ୍ଚତ୍ଛି ବୋଲି ଶୁକ୍ରବାର ସରକାରୀ ସୂତ୍ରରୁ ଜଣାପଡ଼ିଛି। ବିଶେଷକରି…

ସରିଲା ନାମାଙ୍କନ, ଆଜି ପ୍ରାର୍ଥିପତ୍ର ଯାଞ୍ଚ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି ସାରିଥିବାବେଳେ…

ସୂର୍ଯ୍ୟବଂଶୀଙ୍କ ପ୍ରଚାରରେ ମନମୋହନ

ଧାମନଗର,୧୫।୧୦(ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷଦିନ ସୁଦ୍ଧା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, କଂଗ୍ରେସ ପକ୍ଷରୁ ହରେକୃଷ୍ଣ ସେଠୀ, ବିଜେଡିରୁ ଅବନ୍ତୀ ଦାସ, ସ୍ବାଧୀନ ଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ…

ରାଜ୍ୟରୁ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୮ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri