Home Left

କ୍ଷମତାକୁ ଆସିଲେ ପୁରୁଣା ପେନ୍‌ସନ ଯୋଜନା ଲାଗୁ କରିବୁ: ପ୍ରିୟଙ୍କା

ସିମଲା,୧୫।୧୦(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଫେରିଲେ ସରକାରୀ କର୍ମଚାରୀମାନଙ୍କ ପାଇଁ ପୁରୁଣା ପେନ୍‌ସନ ଯୋଜନା ଲାଗୁ ହେବ ବୋଲି ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ସୋଲାନ ଜିଲାର ଥୋଡୋ ମଇଦାନରେ ‘ପରିବର୍ତ୍ତନ…

ଲୋପ ପାଇଯାଉଥିବା ବାଉଁଶର ଅଭିବୃଦ୍ଧି ଉପରେ ଗୁରୁତ୍ୱ

ମାଲକାନଗିର,୧୬।୧୦ (ଡି.ଏନ୍‌.ଏ.): ଅବକ୍ଷୟମୁଖୀ ବାଉଁଶ ଜଙ୍ଗଲର ପୁନରୁଦ୍ଧାର, ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟାରେ ବାଉଁଶ ଚାଷ, ବାଉଁଶର ଉପଯୁକ୍ତ ବ୍ୟବହାର ସହ ବିକ୍ରି ସମ୍ପର୍କରେ ଏକ କର୍ମଶାଳା ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସମନ୍ବିତ…

ବିଦ୍ୟାଳୟରୁ ଚାବି ଖୋଲିଲା, ଧାରଣା ପ୍ରତ୍ୟାହୃତ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ବ୍ଲକ ଉମୁରି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦ୍ୱାରା ବେଆଇନ ଭାବେ ଛାତ୍ରୀଛାତ୍ରଙ୍କଠାରୁ ଟଙ୍କା ଆଦାୟ ଘଟଣା ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନଚେତ ତାଙ୍କ ବଦଳି ଦାବି ନେଇ ଗତ ୧୨…

ଫେକ୍‌ ନ୍ୟୁଜ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୫।୧୦: ନଭେମ୍ବର ୧୨ରେ ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ବେଳେ ଫେକ୍‌ ନ୍ୟୁଜ୍‌ ରୋକିବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କ ଟିମ୍‌ ସୋସିଆଲ ମିଡିଆ ଉପରେ କଡ଼ା ନଜର ରଖିବ। ଆବଶ୍ୟକ ସ୍ଥଳେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା…

ଆଇଏନ୍‌ଏସ୍‌ ଅରିହନ୍ତରୁ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୫।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତର ଆଣବିକ ଶକ୍ତି ଚାଳିତ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିହନ୍ତରୁ ଶୁକ୍ରବାର ଏକ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷା କରାଯାଇଛି। ବଙ୍ଗୋପସାଗରରେ ଏକ ନିର୍ଦ୍ଧାରିତ ଲକ୍ଷ୍ୟସ୍ଥଳକୁ ଏହି ମିସାଇଲ ସଠିକ୍‌ ଟାର୍ଗେଟ କରିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ…

ଧାମନଗର ଉପନିର୍ବାଚନ: ୩ ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ…

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି,୧୬।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି। ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ…

ଭାରତ ଯୋଡୋ ଯାତ୍ରାରେ କର୍ନାଟକର ବେଲ୍ଲୋରିରେ ରାହୁଲ ଗାନ୍ଧୀଙ୍କ ବିଶାଳ ରାଲି

ନୂଆଦିଲ୍ଲୀ,୧୫ ।୧୦: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଜାରି ରହିଛି । ଇତିମଧ୍ୟରେ ଶନିବାର କର୍ନାଟକର ବେଲ୍ଲୋରିରେ କଂଗ୍ରେସର ବିଶାଳ ରାଲି ହେବାକୁ ଯାଉଛି । କଂଗ୍ରେସର ଏହି ଭାରତ ଯୋଡୋ ଯାତ୍ରା ୧୦୦୦ କିଲୋମିଟର ଅତିକ୍ରମ କରି ସାରିଲାଣି ।…

ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧକରି ବେଜିଂରେ ବିକ୍ଷୋଭ

ବାରାଣସୀ,୧୫।୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ସର୍ବସାଧାରଣରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଚାଇନାର ‘ଜିରୋ କୋଭିଡ୍‌’ ନୀତିକୁ ସମାଲୋଚନା କରାଯାଇ ରାଜଧାନୀ ବେଜିଂର ବିଭିନ୍ନ ବ୍ୟସ୍ତବହୁଳ ଛକ ସ୍ଥାନରେ ବ୍ୟାନର ଲଗାଯାଇଛି। ଗୁରୁବାର ଲାଗିଥିବା ଏହି ବ୍ୟାନରଗୁଡ଼ିକରେ ରାଷ୍ଟ୍ରପତି…

ପୂଜା-ପଲ୍ଲିଶ୍ରୀ ମେଳା ସଂଯୋଗ ପ୍ରଶଂସନୀୟ

ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ମହିଷାପାଟ ପଡ଼ିଆରେ ଚାଲିଥିବା ପଲ୍ଲିଶ୍ରୀ ମେଳାର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳାଇ କହିଲେ, ସଂସ୍କୃତି, ପରମ୍ପରା ଓ ଐତିହ୍ୟରେ ପରିପୂର୍ଣ୍ଣ…

ଯୁବପିଢ଼ିଙ୍କ ମୁଣ୍ଡ ଖରାପ କରୁଛନ୍ତି ଏକତା

ନୂଆଦିଲ୍ଲୀ,୧୫।୧୦: ପ୍ରଯୋଜିକା ଏକତା କପୁରଙ୍କ ଓ୍ବେବ୍‌ ସିରିଜ୍‌ ‘XXX’ ରେ ଆପତ୍ତିଜନକ କଣ୍ଟେଣ୍ଟକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି। ଏକତା ଭାରତର ଯୁବପିଢ଼ିଙ୍କ ମସ୍ତିଷ୍କକୁ ପ୍ରଦୂଷିତ କରୁଥିବା ଶୀର୍ଷ ଅଦାଲତ କହିଛନ୍ତି। ଏକତାଙ୍କ ଓଭର୍‌ ଦି ଟପ୍‌ (ଓଟିଟି)…

ଚାନ୍ଦିମେଢ଼, ଦହିପଖାଳ ଆକର୍ଷଣ

ଢେଙ୍କାନାଳ ଅଫିସ, ୧୫ା୧୦: ଲକ୍ଷ୍ମୀବଜାର ପୂଜା ପ୍ରତିଷ୍ଠାନର ପ୍ଲାଟିନମ୍‌ ଜୁବିଲି ସମାରୋହର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ କହିଲେ, ଘାତ ପ୍ରତିଘାତ ମଧ୍ୟରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri