ଯୁବପିଢ଼ିଙ୍କ ମୁଣ୍ଡ ଖରାପ କରୁଛନ୍ତି ଏକତା
ନୂଆଦିଲ୍ଲୀ,୧୫।୧୦: ପ୍ରଯୋଜିକା ଏକତା କପୁରଙ୍କ ଓ୍ବେବ୍ ସିରିଜ୍ ‘XXX’ ରେ ଆପତ୍ତିଜନକ କଣ୍ଟେଣ୍ଟକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି। ଏକତା ଭାରତର ଯୁବପିଢ଼ିଙ୍କ ମସ୍ତିଷ୍କକୁ ପ୍ରଦୂଷିତ କରୁଥିବା ଶୀର୍ଷ ଅଦାଲତ କହିଛନ୍ତି। ଏକତାଙ୍କ ଓଭର୍ ଦି ଟପ୍ (ଓଟିଟି)…
ଚାନ୍ଦିମେଢ଼, ଦହିପଖାଳ ଆକର୍ଷଣ
ଢେଙ୍କାନାଳ ଅଫିସ, ୧୫ା୧୦: ଲକ୍ଷ୍ମୀବଜାର ପୂଜା ପ୍ରତିଷ୍ଠାନର ପ୍ଲାଟିନମ୍ ଜୁବିଲି ସମାରୋହର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ କହିଲେ, ଘାତ ପ୍ରତିଘାତ ମଧ୍ୟରେ ଏକ…
ଶୋଭା ବଢ଼ାଉଛି ସମୁଦ୍ର ମନ୍ଥନ
ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍ ଅଞ୍ଚଳରେ ଥିବା କାଳିକାନଗର ପୂଜା ପ୍ରତିଷ୍ଠାନ ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ପାଳନ କରୁଛି ସୁବର୍ଣ୍ଣ ଜୟନ୍ତୀ ସମାରୋହ। ପୌରାଣିକ କାହାଣୀ ଆଧାରରେ ମୃଣ୍ମୟୀ ପ୍ରତିମା ନିର୍ମାଣ ଏବଂ ନିଆରା ସାଜସଜ୍ଜା କରି…
ଗିରଫର ୮ ବର୍ଷ ପରେ ସାଇବାବା ଦୋଷମୁକ୍ତ
ନାଗପୁର/ନୂଆଦିଲ୍ଲୀ,୧୫।୧୦: ମାଓବାଦୀଙ୍କ ସହ ସମ୍ପର୍କ ଅଭିଯୋଗରେ ଗିରଫ ହେବାର ୮ ବର୍ଷ ପରେ ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍. ସାଇବାବାଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଛନ୍ତି। ୫୨ ବର୍ଷୀୟ ସାଇବାବାଙ୍କୁ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ…
ଯୁବତୀଙ୍କୁ କମେଣ୍ଟ ମାରିବା ପରେ ହାତଧରି ଅଟୋ ଭିତରକୁ ଟାଣି ନେବାକୁ ଉଦ୍ୟମ, ସିସିଟିଭିରେ ରେକର୍ଡ ହେଲା ସମସ୍ତ ଘଟଣା
ମୁମ୍ବାଇ,୧୫ ।୧୦: ମହାରାଷ୍ଟ୍ରର ପୁଣେରେ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି । ଜଣେ ଅଟୋ ଚଳାକ ୨୨ ବର୍ଷିୟା ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ ମାରିବା ପରେ ଜୋର ଜବରଦସ୍ତ ଅଟୋ ମଧ୍ୟକୁ ଘୋଷାଡି ନେବାକୁ ଚେଷ୍ଟା କରି ବିଫଳ…
ବିଦେଶରେ ପ୍ରସ୍ତୁତ ହେବ ମାଣ୍ଡିଆ ଖାଦ୍ୟ
ପୋଲସରା,୧୫ା୧୦(ଡି.ଏନ.ଏ.): ଓଡ଼ିଶାର ମିଲେଟ ଖାଦ୍ୟ ପ୍ୟାରିସରେ ବିଦେଶୀମାନଙ୍କ ମନ ମୋହିବ। ଓଡିଶା ମିଲେଟ ମିଶନର ସହଯୋଗରେ ପୋଲସରା ବ୍ଲକ ଚିରିକିପଡା ଶାସନ ଗ୍ରାମର ରାଇମାଳି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଏହି ସୁଯୋଗ ମିଳିଛି। ଓଡିଶା ସରକାର ପୃଷ୍ଟିସାର ଯୁକ୍ତ ମିଲେଟ…
ପାରଳା ସହରର ରାସ୍ତା ବିପର୍ଯ୍ୟସ୍ତ, ନୀରବ ପ୍ରଶାସନ
ପାରଳାଖେମୁଣ୍ଡି,୧୫ା୧୦(ଡି.ଏନ୍.ଏ.): ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ପ୍ରଶାସନିକ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଲୋକେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ରାଣୀପେଣ୍ଠରୁ ସହରରେ ପ୍ରବେଶ କଲା ମାତ୍ରେ ଖାଲଖମା ସ୍ବାଗତ କରୁଥିବା ବେଳେ ସହରର ମଧ୍ୟରେ…
ଦେଶରେ ମିଳିଲା ଓମିକ୍ରନର ଏକ୍ସବିବି ଭାରିଏଣ୍ଟ, ୫୯ ଜିନୋମ ସିକ୍ୱିଏନ୍ସିଂ ପରେ ଆସିଲା ସାମ୍ନାକୁ
ନୂଆଦିଲ୍ଲୀ,୧୫ ।୧୦: ଦେଶରେ ମିଳିଛି ଓମିକ୍ରନର ଆଉ ଏକ ସବ ଭାରିଏଣ୍ଟ । ବେଜ୍ଞାନିକମାନେ ଏହାର ନାମ ଏକ୍ସବିବି ରଖିଛନ୍ତି । ଏହା ଓମିକ୍ରନ ସହ ଜଡିତ ସମସ୍ତ ସବ ଭାରିଏଣ୍ଟଠାରୁ ସବୁଠାରୁ ଅଧିକ ଘାତକ ବୋଲି କୁହାଯାଉଛି । ଏବେ…
ଛତିଶଗଡ଼ର ୨୧ ଜଣିଆ ସିଡିପିଓ ଟିମ୍ଙ୍କ ଗଞ୍ଜାମ ପରିଦର୍ଶନ
ଗଞ୍ଜାମ,୧୫ା୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଗ୍ରାମକୁ ଛତିଶଗଡର ୨୧ ଜଣିଆ ସିଡିପିଓ ଟିମ ପରିଦର୍ଶନରେ ଆସି ଗଞ୍ଜାମ ବ୍ଲକରେ ସମନିତ୍ୱ ଶିଶୁ ବିକାଶ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ। ମୋ ଗେହ୍ଲାଝିଅ, ଅଦ୍ୱିକା, ବାଲ୍ୟବିବାହ ମୁକ୍ତ, କନ୍ୟା…
ଏସ୍ପିଙ୍କୁ ଭେଟିଲା ଭାଜପା ଟିମ୍
କେନ୍ଦୁଝର,୧୫ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ କହି ପଞ୍ଚାୟତ କାର୍ଯ୍ୟାଳୟରେ ଅସଦାଚରଣ ଅଭିଯୋଗ ହୋଇଥିଲା। ଘଟଣାକୁ ନେଇ ଭାଜପା ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ)ପକ୍ଷରୁ ରାଜ୍ୟ…
ବିସିସି ବ୍ୟାଙ୍କର ୧୦ଜୋନ୍ରେ ନିର୍ଦ୍ଦେଶକ ନିର୍ବାଚନ
ବ୍ରହ୍ମପୁର ଅଫିସ,୧୫ା୧୦: ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପରିଚାଳନା ପରିଷଦ ନିର୍ଦ୍ଦେଶକ ନିର୍ବାଚନ ପାଇଁ ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନ, ପ୍ରାର୍ଥିପତ୍ର ଯାଞ୍ଚ ଓ ପ୍ରତ୍ୟାହାର ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ଲଢ଼େଇରେ ରହିଥିବା ୧୦ ଜୋନ୍ର…
ପ୍ରାଥମିକ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟାରେ ତ୍ରୁଟି
ବାରିପଦା ଅଫିସ,୧୫ା୧୦: ମୟୂରଭଞ୍ଜ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତା ହେଉଥିବା ନେଇ ଅଭିଯୋଗ ହୋଇଛି। ଜିଲାସ୍ତରୀୟ ପଦୋନ୍ନତି କମିଟି ପକ୍ଷରୁ ଠିକ୍ ଭାବେ ଯାଞ୍ଚ କରା ନ ଯାଇ ତ୍ରୁଟିପୂର୍ଣ୍ଣ ତାଲିକା ଦିଆଯାଇଥିବା ବେଳେ…
Archives


