Home Left

୮୦ ବର୍ଷୀୟା ବୃଦ୍ଧାଙ୍କ ପାରାଗ୍ଲାଇଡିଂ, ଭିଡିଓ ଦେଖିଲେ…

ବୟସ କେବଳ ଏକ ସଂଖ୍ୟା। ଇଚ୍ଛାଶକ୍ତି ଥିଲେ ପରିଣତ ବୟସରେ ମଧ୍ୟ ଲୋକେ ସଫଳତା ହାସଲ କରିଥାନ୍ତି। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ୮୦ ବର୍ଷୀୟା ବୃଦ୍ଧା ପରିଣତ ବୟସରେ ମଧ୍ୟ ପାରାଗ୍ଲାଇଡିଂ…

ଯୁକ୍ତ୨ ପ୍ରାକ୍ଟିକାଲ: ୨୯ ସୁଦ୍ଧା କେନ୍ଦ୍ରରେ ପହଞ୍ଚତ୍ବ ପରୀକ୍ଷା ଉପକରଣ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ ଚାଲିବ।…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ/ନୟାଗଡ଼ ଅଫିସ/ ଦଶପଲ୍ଲା,୨୨।୧(ଡି.ଏନ.ଏ.): ବିଶ୍ୱନିୟନ୍ତା ଦାରୁବିଗ୍ରହଙ୍କ ଚଳିତବର୍ଷ ରଥଯାତ୍ରା ଜୁନ୍‌ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀପଞ୍ଚମୀ ତିଥି ସରସ୍ବତୀ ପୂଜା ଅବସରରେ ରଥଖଳାରେ ରଥକାଠ ଅନୁକୂଳ ବା ପୂଜାର୍ଚ୍ଚନା ହେବ। ତେବେ ଶ୍ରୀପଞ୍ଚମୀ ୨୬ ତାରିଖ ଗୁରୁବାର ପଡୁଥିବାବେଳେ…

ବାଛୁରୀ ନାମ ‘କ୍ରିଷ୍ଣା’ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଜାମୁକୋଳି ଗୋଶାଳା ପରିଦର୍ଶନ କରିଥିଲେ। ସେଠାରେ ଗୋରୁଙ୍କ ରକ୍ଷଣାବେକ୍ଷଣ, ଯତ୍ନ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ଗୋରୁମାନଙ୍କୁ କ’ଣ…

‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’

ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

କ୍ୟାବିନେଟ୍‌ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ…

ହସ୍ତଶିଳ୍ପ ଦୈନନ୍ଦିନ ଜୀବନର ଅଙ୍ଗ: ଅନୁପମ ଖେର୍‌

କଳିଙ୍ଗନଗର,୨୨।୧(ଡି.ଏନ୍‌.ଏ.): ଭାରତ ତଥା ଓଡ଼ିଶାର ବିଭିନ୍ନ ବୟନ ଗ୍ରାମରେ ମହିଳାଙ୍କୁ ହସ୍ତଶିଳ୍ପ ସ୍ବାବଲମ୍ବୀ କରିଛି। ଏହାରି ଉପରେ ଅନେକ ପରିବାର ପ୍ରତିପୋଷଣ ହେଉଥିବା ବେଳେ କଞ୍ଚାମାଲର ଅଭାବ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ଦିଗରେ ମୁଦ୍ରିତ ଗଣମାଧ୍ୟମ…

୨୮ରେ ଅଭିଭାବକ-ଶିକ୍ଷକ ବୈଠକ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ତାରିଖରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହେବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ୱଥୀ ଏସ୍‌. ଶନିବାର ସମସ୍ତ…

ଇଟାଭାଟିରେ ନାବାଳକଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର : ହତ୍ୟା ଅଭିଯୋଗ ଆଣିଲେ ମା’ବାପା

ଜଳେଶ୍ୱର, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ଗଢି ଉଠିଥିବା ବେଆଇନ ଇଟାଭାଟି ଅଞ୍ଚଳରେ ଶନିବାର ଖେଳୁଥିବା ବେଳେ ଏକ ୮ବର୍ଷର ବାଳକଙ୍କ ଉପରେ ଟ୍ରାକ୍ଟର ମାଡ଼ିଯାଇଥିଲା। ଏହି ଘଟଣାକୁ ନାବାଳକଙ୍କ ମା’ ବାପା ସହଜରେ ଗ୍ରହଣ କରିପାରି ନ…

ବୁଝାମଣା ପାଇଁ ରାଜି ଅଛୁ: ଶ୍ରୀୟା

କଟକ ଅଫିସ,୨୨।୧: ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ତାଙ୍କ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କ ଘରୋଇ କଳି ପ୍ରସଙ୍ଗ ପୁଣିଥରେ ରୋଚକ ହୋଇଛି। ଶୁକ୍ରବାର ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ଗଣମାଧ୍ୟମରେ ବୟାନ ଦେଇ ଶ୍ରୀୟାଙ୍କୁ ଫେରାଇ ଆଣିବାକୁ…

ଜରୁରୀ ନୁହେଁ ଲୋକେ ମୋର ସମସ୍ତ ଟୁଇଟ ଉପରେ ଭରସା କରିବେ: ମସ୍କ

ୱାଶିଂଟନ,୨୨ ।୧: ଅରବପତି ଉଦ୍ଦ୍ୟୋଗପତି ଏଲନ ମସ୍କଙ୍କ ବିରୋଧରେ ଟେଲସା ଟୁଇଟ ବିବାଦ ମାମଲାର ଶୁଣାଣି ଆରମ୍ଭ ହୋଇସାରିଛି । ସାନ ଫ୍ରାନସିସକୋରେ ଜୁରୀଙ୍କ ସମ୍ମୁଖରେ ମସ୍କ କହିଛନ୍ତି, ସେ ମାନିବାକୁ ପ୍ରସ୍ତୁତ ନୁହେଁ ଯେ ତାଙ୍କ ଟୁଇଟ ଯୋଗୁ ଟେଲସାର…

ଆଜି ଭାରତ-ନ୍ୟୁଜିଲାଣ୍ଡ କ୍ରସ୍‌ ଓଭର

ଭୁବନେଶ୍ୱର, ୨୨।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଛି। ୪ଟି ଗ୍ରୁପ୍‌ରେ ଶୀର୍ଷସ୍ଥାନରେ ରହି ଅଷ୍ଟ୍ରେଲିଆ, ବେଲ୍‌ଜିୟମ, ନେଦରଲାଣ୍ଡ୍ସ ଓ ଇଂଲଣ୍ଡ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ନିୟମ ଅନୁସାରେ ଅନ୍ୟ ୪ଟି ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?