Home Left

ଭୁବନେଶ୍ୱରରେ ପହଞ୍ଚିଲେ ଖାର୍ଗେ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ। ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା ଆସିଥିବା ସୂଚନା…

ସଂଘର୍ଷ ସମିତି ପକ୍ଷରୁ ଧାରଣା, ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବଲାଙ୍ଗୀର ଅଫିସ,୧୪।୧୦: ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବଲାଙ୍ଗୀର ସଂଘର୍ଷ ସମିତି ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଥିଲା। ସମିତିର ଆବାହକ ଗୋପାଳଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ସହରର ବିଭିନ୍ନ ସାମାଜିକ ସଂଗଠନ ଯୋଗ ଦେଇଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବୈମାତୃକ…

ହାଇକୋର୍ଟରେ ପହଞ୍ଚିଲା ଅର୍ଚ୍ଚନା ନାଗ ମାମଲା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା। ଘଟଣାର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ପହଞ୍ଚିଛି। ଏଥିରେ କେନ୍ଦ୍ର, ରାଜ୍ୟ ସରକାର, ଇଡି, ମୁଖ୍ୟ ସଚିବ, ଗୃହ ବିଭାଗ, ପୋଲିସ ଡିଜି, ଖଣ୍ଡଗିରି ପୋଲିସ ଅଧିକାରୀ ଏବଂ…

ପୋଖରୀ ହୁଡ଼ାରେ ବିଷ ପିଇ ଜୀବନ ହାରିଲେ ମହିଳା, ପୁରୁଷ

ଲହୁଣୀପଡ଼ା,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ବଡପୁରୁଣାପାଣି ପଞ୍ଚାୟତ ନୂଆଗାଁରେ ଥିବା ଏକ ପୋଖରୀ ହୁଡ଼ାରୁ ମହିଳା ଓ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ନୂଆଗାଁର ଯୋଗେନ୍ଦ୍ର କିଷାନ(୪୮) ଓ ଗାୟିତ୍ରୀ କିଷାନ(୪୨)। ଯୋଗେନ୍ଦ୍ର ବିବାହିତ।…

ନିକ୍‌ଙ୍କ ସହ କର୍‌ଓ୍ବାଚୌଥ୍‌ ପାଳନର ଫଟୋ ଶେୟାର କଲେ ପ୍ରିୟଙ୍କା

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କ କର୍‌ଓ୍ବାଚୌଥ ଫଟୋ ଶେୟାର କରିଛନ୍ତି। ଗୁରୁବାର ପ୍ରିୟଙ୍କା କର୍‌ଓ୍ବାଚୌଥ୍‌ ସ୍ବାମୀ ନିକ୍‌ଙ୍କ ସହ ପାଳନ କରିଥିଲେ। ତେବେ ଗତକାଲି ବଲିଉଡ୍‌ର ରବିନା ଟଣ୍ଡନ, କ୍ୟାଟ୍ରିନା କୈଫ୍‌, ମୌନୀରାୟଙ୍କ ପରି ଅନେକ ଅଭିନେତ୍ରୀ ଏହି…

ଏହି କ୍ରିକେଟର୍‌ ଥିଲେ ଧୋନୀଙ୍କ ଗୁରୁ

ଚେନ୍ନାଇ,୧୪।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିଜ ମନର କଥା ପ୍ରକାଶ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ଗୁରୁବାର ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ଧୋନୀ ସ୍ବୀକାର କରିଛନ୍ତି ଯେ, ସଚିନ ତେନ୍ଦୁଲକର କ୍ରିକେଟରେ…

ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଅବନ୍ତୀ

ଭଦ୍ରକ ଅଫିସ,୧୪।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଆଜି ଶେଷ ଦିନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ଶୁକ୍ରବାର ଏକ ବିଶାଳ ଶୋଭାଯାତ୍ରାରେ ଯାଇ…

୧୮ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆସନ୍ତା ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢିବା…

ଫୁଟ୍‌ବଲ ଲଭର୍ସ ଡେ’

କ୍ରୀଡ଼ା ମନୋରଞ୍ଜନର ଏକ ମାଧ୍ୟମ । ତେବେ ଅନେକ ସମୟରେ ଦେଖାଯାଏ ଦର୍ଶକ କ୍ରୀଡ଼ାରେ ମାତ୍ରାଧିକ ଭାବପ୍ରବଣ ହୋଇଯାଆନ୍ତି । ଦଳ ବା ଖେଳାଳିଙ୍କ ପ୍ରତି ଥିବା ଏହି ଭାବପ୍ରବଣତା ବେଳେବେଳେ ହିଂସ୍ର ରୂପ ମଧ୍ୟ ଧାରଣ କରିଥାଏ। ଏହା ପଛରେ…

ଟି୨୦ ବିଶ୍ୱକପ୍‌

ଆଇସିସି ଟି୨୦ ବିଶ୍ୱକପ୍‌ର ୮ମ ସଂସ୍କରଣ ଅଷ୍ଟ୍ରେଲିଆରେ ଚଳିତ ମାସ ୧୬ ତାରିଖରେ ଆରମ୍ଭ ହେବାକୁ ଯାଉଛି । ରୋହିତ୍‌ ଶର୍ମାଙ୍କ ନେତୃତ୍ୱରେ ଭାରତ ଏହି ମେଗା ଟୁର୍ନାମେଣ୍ଟରେ ଖେଳିବ । ଇତିମଧ୍ୟରେ ୯ ବର୍ଷ ବିତିଯାଇଛି, ତଥାପି ଟିମ୍‌ ଇଣ୍ଡିଆ…

ଦେଶରେ ୨,୬୭୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୭୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଝିଅ ଉପରେ ଚଢ଼ିଗଲା ବାପାଙ୍କ ଅଟୋ

ଛେଣ୍ଡିପଦା,୧୪ା୧୦(ସ୍ବ.ପ୍ର.): ବାପା ଚଳାଉଥିଲେ ଡାଲା ଅଟୋ। ପାଖରେ ବସିଥିଲେ ୮ ବର୍ଷର ଝିଅ। ହେଲେ ହମ୍ପ୍‌ସ୍‌ ନିକଟରେ ବାପା ବ୍ରେକ୍‌ ମାରିବାରୁ ଗାଡ଼ିରୁ ରାସ୍ତା ଉପରକୁ ଗଳିପଡ଼ିଥିଲେ ଝିଅ। ଏହି ସମୟରେ ଗାଡ଼ିଟି ତାଙ୍କ ଉପରେ ଚଢ଼ିଯାଇଥିଲା। ଗୁରୁତର ଅବସ୍ଥାରେ ଝିଅଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri