ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…
ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ…
PUCCକୁ ନେଇ ହାଇକୋର୍ଟଙ୍କ ବଡ଼ ନୋଟିସ
କଟକ,୯।୧: PUCC ପ୍ରସଙ୍ଗରେ ହାଇକୋର୍ଟଙ୍କ ନୋଟିସ। ପରିବହନ ସଚିବ ଏବଂ STAକୁ ଜବାବ ତଲବ ମାଗିଲେ ହାଇକୋର୍ଟ। ଏମ୍ଭି ଆଇନ ଉଲ୍ଲଙ୍ଘନ ଅଭିଯୋଗରେ ଦାୟର ମାମଲାରେ ନୋଟିସ ଦେଲେ ହାଇକୋର୍ଟ। ୧୫ ଦିନ ମଧ୍ୟରେ ଜବାବ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।…
ଛୁଟି ବଢ଼ିଲା: ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ ସ୍କୁଲ ଆସିବେନି ଛାତ୍ରୀଛାତ୍ର
ଚଣ୍ଡିଗଡ଼,୯ା୧: ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଜାରି ରହିଛି। ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ଶାସିତ ରାଜ୍ୟ ଚଣ୍ଡିଗଡ଼ର ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ ଏବଂ ବେସରକାରୀ ସମସ୍ତ ସ୍କୁଲକୁ ବନ୍ଦ କରିଦିଆଯାଇଛି। ସ୍କୁଲଗୁଡ଼ିକର ସମୟ ଏବଂ ଶୀତକାଳୀନ ଛୁଟି…
ହିମାଚଳରେ ବଡ଼ ଧରଣର ସଡ଼କ ଦୁର୍ଘଟଣା
ନାହନ,୯।୧: ହିମାଚଳ ପ୍ରଦେଶରେ ଏକ ବସ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ ଗଭୀର ଗର୍ତ୍ତରେ ଖସିପଡ଼ିଛି। ଏପର୍ଯ୍ୟନ୍ତ ୮ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରାପ୍ତ ସୂଚନା…
IPLରୁ ବିଦା ହୋଇଥିବା ମୁସ୍ତାଫିଜୁର ରହମାନ କୋଟି କୋଟିର ମାଲିକ, ମୋଟ ସମ୍ପତ୍ତି ମୂଲ୍ୟ ଜାଣିଲେ ଉଡିଜିବ ହୋସ୍
ନୂଆଦିଲ୍ଲୀ,୯।୧: ମୁସ୍ତାଫିଜୁର ରହମାନଙ୍କୁ IPL ୨୦୨୬ରୁ ବାଦ୍ ଦିଆଯାଇଛି। BCCI ନିର୍ଦ୍ଦେଶ ପାଳନ କରି, କୋଲକାତା ନାଇଟ ରାଇଡର୍ସ ମୁସ୍ତାଫିଜୁର ରହମାନଙ୍କୁ ସେମାନଙ୍କ ଦଳରୁ ବାଦ୍ ଦେଇଛି। ଏହି ନିଷ୍ପତ୍ତି ଅତ୍ୟନ୍ତ ବିବାଦୀୟ ଥିଲା। IPL ବାଦ୍ ଦେବା ଯୋଗୁ ମୁସ୍ତାଫିଜୁର…
ପକ୍ଷୀପ୍ରେମୀଙ୍କ ପାଇଁ ଖୁସି ଖବର: ଭତ୍ରାଡ୍ୟାମରେ ପହଞ୍ଚିଲେ ବିଦେଶୀ ପକ୍ଷୀ
ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଡିସେମ୍ୱରରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁ ଆରମ୍ଭରୁ ପ୍ରାୟ ୧୨ରୁ ଅଧିକ ବିଦେଶୀ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଭତ୍ରାଡ୍ୟାମ। ଏବେ ଉକ୍ତ ଡ୍ୟାମରେ…
‘ଜୟ ଶାହ କେବେ ବ୍ୟାଟ ଧରି ନଥିଲେ’, ପୂର୍ବତନ ବିସିବି ସଦସ୍ୟଙ୍କ ବୟାନ ସାରା ବିଶ୍ୱକୁ ଚକିତ କରିଦେଲା, ଭାରତ ସହ ପାକିସ୍ତାନକୁ ମଧ୍ୟ…
ନୂଆଦିଲ୍ଲୀ,୯।୧: ବିଶ୍ୱ କ୍ରିକେଟରେ ବାଂଲାଦେଶ ଏବଂ ଭାରତ ମଧ୍ୟରେ ସମ୍ପର୍କ ବର୍ତ୍ତମାନ ତିକ୍ତ। ବିସିସିଆଇ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ଆଇପିଏଲରୁ ବହିଷ୍କାର କରିଥିଲା, ଯାହା ଫଳରେ ଏକ ବଡ଼ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ବାଂଲାଦେଶ ବିସିସିଆଇ ବିରୋଧରେ ପ୍ରତିବାଦ…
ପୋଲିସ ଗାଡ଼ିରେ ନାହିଁ ପିୟୁସି
କାକଟପୁର/ଅସ୍ତରଙ୍ଗ,୮ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପ୍ରଦୂଷଣ ସାର୍ଟିଫିକେଟ ପାଇଁ ସାଧାରଣ ଲୋକେ ହଇରାଣ ହେଉଛନ୍ତି। ଧାଡ଼ିରେ ଛିଡା ହୋଇ ସମୟ ବରବାଦ କରୁଛନ୍ତି। ଏପରିକି ଗାଡ଼ି ଉପରେ ରହିଥିବା ଜରିମାନା ଭରୁଛନ୍ତି। ଏପରିସ୍ଥଳେ ସାଧାରଣ ଲୋକଙ୍କ ପାଇଁ ଗୋଟିଏ ଓ ସରକାରୀ…
ଅପମିଶ୍ରିତ, ଭେଜାଲ ଖାଦ୍ୟ ହେଉଛି ପ୍ରସ୍ତୁତ, ଅଭିଯୋଗ କଲେ ଦୋକାନୀ ଦେଉଛନ୍ତି ଏଭଳି ଧମକ
ଗଞ୍ଜାମ,୯।୧(ବିଦ୍ୟାଧର ସାହୁ ): ଖାଦ୍ୟର ମାନ ଯାଞ୍ଚ ହେଉନଥିବାରୁ ଗଞ୍ଜାମ ସହରରେ ଅପମଶ୍ରିତ, ଭେଜାଲ ଖାଦ୍ୟ ପ୍ରସ୍ତୁତ ହେଉଥିବା ଅଭିଯୋଗ ହୋଇଛି । ଗଞ୍ଜାମ ସହର ବଡ଼ ବଜାର ଠାରୁ ଆରମ୍ଭ କରି ସାନ ବଜାର ଓ ଆଖ ପାଖ ଅଞ୍ଚଳରେ…
କମିବନି ଭକ୍ତନିବାସ ପାର୍କିଂ ଫି: ୪ ଚକିଆ ଗାଡି ପାର୍କିଂ କଲେ ଦେବାକୁ ପଡିବ ଏତିକି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କଲେ ସ୍ପଷ୍ଟ
ପୁରୀ,୯।୧: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି, ଭକ୍ତ ନିବାସରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆଯାଉଛି। ବାହାରୁ ଆସୁଥିବା ଅନେକ…
ସୁଧୁରୁନି ବାଂଲାଦେଶ: ପୁଣି ICC ନିକଟରେ କଲା ଗୁହାରି
ନୂଆଦିଲ୍ଲୀ,୯।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହେବାକୁ ଥିବା ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଏହାର ଖେଳାଳିମାନଙ୍କୁ ଭାରତ ପଠାଇବାକୁ ଚାହୁଁନାହିଁ। BCB ଏହି ମର୍ମରେ ପୁଣି ଥରେ ICCକୁ ଇମେଲ କରିଛି।…
କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି
କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାରୁ…
Archives


