ସୋସିଆଲ ମିଡିଆରେ ଅର୍ଶଦୀପଙ୍କୁ ଆକ୍ଷେପ
ନୂଆଦିଲ୍ଲୀ, ୬ା୯ (ପି.ଟି.):୩୬ବର୍ଷ ପୂର୍ବେ ଚେତନ ଶର୍ମାଙ୍କର ଯାହା ଘଟିଥିଲା ଏବେ ଅର୍ଶଦୀପ ସିଂଙ୍କ କ୍ଷେତ୍ରରେ ତାହା ଦେଖିବାକୁ ମିଳିଛି। ସମାନ ଦଳ ପାକିସ୍ତାନ ବିପକ୍ଷରେ ପୁଣି ତାହା ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ। ଅବଶ୍ୟ ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମର ରୂପରେଖ…
ଦିଲ୍ଲୀ ମଦ ଦୁର୍ନୀତି ମାମଲା: ୩୦ରୁ ଅଧିକ ସ୍ଥାନରେ ଇଡି ଚଢାଉ
ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବେ ଆକ୍ସନ ମୋଡ୍ରେ ଅଛି। ମଙ୍ଗଳବାର ଏକାସାଙ୍ଗରେ ୩୦ରୁ ଅଧିକ ସ୍ଥାନରେ ଚଢାଉ କରାଯାଉଛି। ସୂଚନା ଅନୁଯାୟୀ, ଦିଲ୍ଲୀ, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ତେଲେଙ୍ଗାନା ସମେତ ମହାରାଷ୍ଟ୍ରରେ ଇଡି ଅଧିକାରୀଙ୍କ…
ଗୁରୁଙ୍କ ଆଶୀର୍ବାଦ ନେଲେ ଏମ୍ପି
ନୀଳଗିରି, ୬।୯(ସ୍ବ.ପ୍ର.)-ପବିତ୍ର ଗୁରୁଦିବସ ଅବସରରେ ସୋମବାର ବାଲେଶ୍ୱର ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ତାଙ୍କ ଶିକ୍ଷକ ତ୍ରିଲୋଚନ ସାହୁଙ୍କ ଘରକୁ ଯାଇ ଆଶୀର୍ବାଦ ନେଇଛନ୍ତି। ନୀଳଗିରି ଏନ୍ଏସି ଅଧୀନ ବାଲିଗୋହିରୀସ୍ଥିତ ବାସଭବନକୁ ଯାଇ ଏମ୍ପି ଗୁରୁଙ୍କ ସ୍ବାସ୍ଥ୍ୟବସ୍ଥା…
ପ୍ରକାଶ ପାଇଲା ପିଜି ନାମଲେଖା ପାଇଁ ମେଧା ତାଲିକା
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ସେପ୍ଟେମ୍ବର ୧୬ ଓ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ତେବେ ଛାତ୍ରୀଛାତ୍ର ୧୯ ତାରିଖ ପର୍ଯ୍ୟନ୍ତ ସ୍ଲାଇଡ ଅପ୍…
‘ବ୍ରହ୍ମାସ୍ତ୍ର’ ଫିଲ୍ମ ପାଇଁ ରଣବୀର-ଆଲିଆ ନେଇଛନ୍ତି ଏତିକି ଫିସ୍
ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଆଗାମୀ ଫିଲ୍ମ ବ୍ରହ୍ମାସ୍ତ୍ର ଏବେ ଚର୍ଚ୍ଚାରେ ଅଛି। ଏହି ଫିଲ୍ମ ୯ ସେପ୍ଟେମ୍ବରରେ ପ୍ରେକ୍ଷାଳୟକୁ ଆସିବାକୁ ଯାଉଛି। ବ୍ରହ୍ମାସ୍ତ୍ରରେ ପ୍ରଥମ ଥର ପାଇଁ ରିଅଲ ଲାଇଫ ଦମ୍ପତି ଆଲିଆ ଏବଂ ରଣବୀର…
ଭାଜପାର କୋର କମିଟି ବୈଠକ ଆରମ୍ଭ
ଭୁବନେଶ୍ୱର,୬।୯(ବ୍ୟୁରୋ): ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟରେ ଭାଜପାର କୋର କମିଟି ବୈଠକ ଆରମ୍ଭ ହୋଇଯାଇଛି। ଏହି ବୈଠକରେ ଭାଜପା ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, କେନ୍ଦ୍ର ମନ୍ତ୍ରୀ…
ପିଏମ୍-ଶ୍ରୀ ଯୋଜନା: ୧୪,୫୦୦ ସ୍କୁଲ୍ର ଉନ୍ନତୀକରଣ ହେବ
ନୂଆଦିଲ୍ଲୀ,୬।୯: ଭାରତର ୧୪,୫୦୦ ସ୍କୁଲ୍ର ବିକାଶ ତଥା ଉନ୍ନତୀକରଣ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପିଏମ୍-ଶ୍ରୀ (ପ୍ରଧାନମନ୍ତ୍ରୀ ସ୍କୁଲ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନା ଘୋଷଣା କରିଛନ୍ତି। ଗୁରୁ ଦିବସ ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ପିଏମ୍-ଶ୍ରୀ ସ୍କୁଲ୍…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୪୧୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…
ବିଦ୍ୟୁତ୍ ଆଘାତ, ଦୁର୍ଘଟଣାଗ୍ରସ୍ତଙ୍କୁ ମିଳୁନି କ୍ଷତିପୂରଣ
ଛତ୍ରପୁର,୬ା୯(ଡି.ଏନ.ଏ.): ଛତ୍ରପୁର ସ୍ଥିତ ଡିଆର୍ଡିଏ ଜଉଗଡ଼ ସମ୍ମିଳନୀ କକ୍ଷରେ ଦିବ୍ୟାଙ୍ଗଜନ ସମାଧାନ ଜଣଶୁଣାଣୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳରୁ ଜନସାଧାରଣମାନେ ସେମାନଙ୍କ ଅଭିଯୋଗ କରିଥିଲେ। ଏହି ଅବସରରେ ଗଞ୍ଜାମ ବ୍ଲକ ବୋରିଗାଁର ଭ୍ରମର ପଲାଇଙ୍କ ୮ବର୍ଷର ପୁଅ ରୁଦ୍ର…
ହୃଦଘାତରେ ବିଧାୟକଙ୍କ ପରଲୋକ
ଲକ୍ଷ୍ନୌ,୬।୯: ଉତ୍ତରପ୍ରଦେଶର ଗୋଲା ବିଧାନସଭାର ପାଞ୍ଚ ଥରର ବିଧାୟକ ଅରବିନ୍ଦ ଗିରିଙ୍କ ହୃଦଘାତରେ ମଙ୍ଗଳବାର ସକାଳୁ ପରଲୋକ ଘଟିଛି। ଅରବିନ୍ଦ ବର୍ତ୍ତମାନ ଭାଜପାର ବିଧାୟକ ଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ମୃତ୍ୟୁରେ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ ଗିରି ଗତ…
ପାଣି ଘେରରେ ବେଙ୍ଗାଲୁରୁ
ବେଙ୍ଗାଲୁରୁ,୬ା୯: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ରବିବାର ସନ୍ଧ୍ୟାରୁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ସୂଚନା ଅନୁସାରେ ୧୩୧.୬ ମି.ମି. ବର୍ଷା ହୋଇଛି, ଯାହା କି ଗତ ୮ ବର୍ଷର ରେକର୍ଡ ଭାଙ୍ଗିଛି।…
ଆଜି ଭାରତ ପାଇଁ ‘କର ବା ମର’ ମ୍ୟାଚ୍: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ
ଦୁବାଇ,୬।୯: ଏସିଆ କପ ୨୦୨୨ରେ ଆଜି ଭାରତୀୟ ଦଳ ସୁପର-୪ ରାଉଣ୍ଡରେ ଦ୍ୱିତୀୟ ମ୍ୟାଚ ଖେଳିବ। ପ୍ରଥମ ମ୍ୟାଚ ପାକିସ୍ତାନଠାରୁ ହାରିବା ପରେ ଭାରତ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ। ଏହି ମ୍ୟାଚ ଜିତିବା ପରେ ହିଁ ଭାରତୀୟ…
Archives


