Home Left

ପୁରୀରେ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲ୍‌ ପକ୍ଷରୁ ପୁରୀରେ ଏୟାରଟେଲ ୫ଜି ପ୍ଲସ୍‌ ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପୁରୀରେ ଅଲ୍‌ଟ୍ରାଫାଷ୍ଟ୍‌ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବା ଉପଲବ୍ଧ ବୋଲି ଏୟାରଟେଲ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି…

ଜମିପଟ୍ଟା ଦିଅ, ନଚେତ୍‌ ବିସ୍ଥାପନ କର

ବରଗଡ଼ ଅଫିସ୍‌,୨୧।୧: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କର୍ଲା ପଞ୍ଚାୟତ ଅନ୍ତର୍ଗତ ଦେଚୁଆଁ ଗ୍ରାମବାସୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି। ଏପର୍ଯ୍ୟନ୍ତ ସେମାନଙ୍କ ପାଖକୁ ମୌଳିକ ସୁବିଧା ସୁଯୋଗ ମିଳିନାହିଁ। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଗ୍ରାମବାସୀ ବରଗଡ଼…

ଓଡ଼ିଶା ଦେଶର ଖଣି ରାଜଧାନୀ

ଭୁବନେଶ୍ୱର,୨୧।୧: ଦେଶର ଭୌଗୋଳିକ ମାନଚିତ୍ରକୁ ଭଲ ଭାବେ ଅଧ୍ୟୟନ କଲେ ସ୍ପଷ୍ଟ ଭାବେ ଭାରତର ଖଣିଜ ସମ୍ପଦର ବିସ୍ତୃତ ମାନଚିତ୍ର ଦେଖାଯାଉଛି। ଏପରିକି ଖଣିଜ ସମ୍ପଦର କଥା ପଡ଼ିଲେ ଓଡ଼ିଶାର କଥା ଆଗ ଉଠିଥାଏ। କାରଣ ଓଡ଼ିଶା ଦେଶର ଖଣି ରାଜଧାନୀ…

ଜିଲାପାଳ ସ୍ବାଗତ କଲେନି ବୋଲି ରାଗିଗଲେ ଏମ୍‌ପି

ବଲାଙ୍ଗୀର ଅଫିସ,୨୧।୧: ଜିଲାପାଳ ସ୍ବାଗତ କଲେନି ବୋଲି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ରାଗିଯିବା ଏବଂ ଦିଶା କମିଟି ବୈଠକ ସ୍ଥାନ ପରିବର୍ତ୍ତନ କରିବା ଚର୍ଚ୍ଚାର ବିଷୟ ହୋଇଛି। ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ…

୨୪ ପାଇଁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ପାଟଣା,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ମଲାରପଦା ପଞ୍ଚାୟତର ଖୁଣ୍ଟାପିଙ୍ଗୁଠାରେ ଭାଜପାର ବୁଥ୍‌ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ବୁଥ୍‌ର ଏକ ହଜାରରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଆଦିବାସୀ କଲ୍ୟାଣ…

ତୀରନ୍ଦାଜୀରେ ଯୁଯୁମୁରାର ଭଉଣୀଭାଇଙ୍କ ସଫଳତା

ସମ୍ବଲପୁର,୨୧। ୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ବିଶାଖାପଟନମଠାରେ ଆୟୋଜିତ ବାଳିକା ଓ ବାଳକ ତୀରନ୍ଦାଜୀ ପ୍ରତିଯୋଗିତାରେ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଭଉଣୀଭାଇଙ୍କ ସମେତ ୩ଜଣ ସଫଳତା ହାସଲ କରିଛନ୍ତି। ସେମାନେ ହେଲେ ରିକର୍ଭ ରାଉଣ୍ଡରେ ୭୨୦ ପଏଣ୍ଟରୁ ୬୭୭ ହାସଲ କରିଥିବା ଅର୍ଣବ…

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ…

ସରକାର ଲୋକଙ୍କ ଧ୍ୟାନ ହଟାଇ ଲୁଟ୍‌ କରୁଛନ୍ତି: ରାହୁଲ

ଲଖନପୁର,୨୧।୧: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରରେ ପ୍ରବେଶ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଏଠାରେ ଏକ ସଭାକୁ ସମ୍ବୋଧନ କରିବା ଅବସରରେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାରକୁ ସେ ଗଣଲୁଟେରା କରିଛନ୍ତି।…

ଖାଇକୁ ଖସିଲା ବସ୍‌: ୫ ମୃତ,୧୫ ଆହତ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀରରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଖାଇକୁ ଖସିପଡିଛି। ଫଳରେ ଜଣେ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାଠୁଆ ଜିଲାର ବିଲ୍ଲାଓ୍ବାର…

ପଶ୍ଚିମବଙ୍ଗରେ ପୁଣିଥରେ ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥରମାଡ

କୋଲକାତା,୨୧ ।୧: ପଶ୍ଚିମବଙ୍ଗରେ ବନ୍ଦେ ଭାରତ ଟ୍ରେନ୍ ଉପରେ ପୁଣିଥରେ ପଥରମାଡ ହୋଇଛି । ଘଟଣା ଦାଲକୋଲା ଷ୍ଟେଶନରେ ଶୁକ୍ରବାର ଯେତେବେଳେ ନୂଆ ହାୱଡା-ନ୍ୟୁ ଜଲପାଇଗୁଡି ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥରମାଡ ହୋଇଥିଲା । ଟ୍ରେନ୍ ଦାଲକୋତ ଷ୍ଟେଶନ ଛାଡୁଥିବା…

ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ

ଦେବଗଡ଼, ୨୧।୧(ଡି.ଏନ୍‌.ଏ.): ପ୍ରଧାନପାଟସ୍ଥିତ ବଡ଼ବଗିଚାଠାରେ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଉତ୍ସବ ପ୍ରଧାନପାଟ ଅନୁଷ୍ଠିତ ହେଉଛି। ତେବେ ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି।…

ଅଗ୍ନିକାଣ୍ଡରେ ୨ ପରିବାର ସର୍ବସ୍ବାନ୍ତ

ରାସୋଳ, ୨୧।୧(ଡି.ଏନ୍‌.ଏ.): ହିନ୍ଦୋଳ ବ୍ଲକ ରାସୋଳ ଥାନା ବୁହାଳିପାଳ ଗ୍ରାମ ବାଲିପଶି ସାହିରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଛି। ଏହାର କାରଣ ଜଣାପଡ଼ିନାହିଁ। ରସାନନ୍ଦ ପ୍ରଧାନ (୮୦) ଏବଂ ସଂଯୁକ୍ତା ପ୍ରଧାନ (୪୫)ଙ୍କ ଘର ସମ୍ପୂର୍ଣ୍ଣ ଛାରଖାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?