Home Left

ଆଜି ରାଜ୍ୟରେ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬…

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର…

ଝାଡ଼ାବାନ୍ତିରେ ୨ମୃତ, ୨୫ ଆକ୍ରାନ୍ତ

ଖପ୍ରାଖୋଲ, ୬ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତ ଅନ୍ତର୍ଗତ ଦେଦର୍ହ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ କୁମାରୀ ମେହେର (୪୮) ଓ ତାଙ୍କ ୧୦…

ବୋଲିଂରେ ସନ୍ତୁଳନ ଉପରେ ଗୁରୁତ୍ୱ

ଦୁବାଇ, ୬।୯: ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ସୁପର ଫୋର୍‌ରେ ମଙ୍ଗଳବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ଭାରତ ନିଜର ପ୍ରଥମ ମ୍ୟାଚ ପାକିସ୍ତାନଠାରୁ ହାରି ଯାଇଛି। ତେଣୁ ଆଗାମୀ ମ୍ୟାଚରେ ଟିମ୍‌…

ମେଡ୍‌ଭେଡେଭ ବିଦା, କ୍ୱାର୍ଟରରେ ଗଫ୍‌

ନ୍ୟୁୟର୍କ, ୬।୯ :ଡିଫେଣ୍ଡିଂ ଚାମ୍ପିୟନ ତଥା ବିଶ୍ୱର ନମ୍ବର ଓ୍ବାନ୍‌ ଖେଳାଳି ଡାନିଲ ମେଡ୍‌ଭେଡେଭ ଚଳିତ ୟୁଏaସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସର ପ୍ରି-କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି। ଅନ୍ୟପକ୍ଷରେ ପ୍ରଥମଥର ପାଇଁ ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ କ୍ୱାର୍ଟର ଫାଇନାଲରେ ପ୍ରବେଶ…

ଲକ୍ଷ୍ନୌ ପହଞ୍ଚିଲେ ଡ୍ୟାନ୍ସିଂ କୁଇନ ସପନା ଚୌଧୁରୀ, କୋର୍ଟରେ କରିପାରନ୍ତି ସରେଣ୍ଡର

ଲକ୍ଷ୍ନୌ,୬ ।୯: ହରିୟାଣାର ଜଣାଶୁଣା ଡ୍ୟାନ୍ସର ତଥା ସିଙ୍ଗର ସପନା ଚୌଧୁରୀଙ୍କ ଅଡୁଆ ବେଳକୁ ବେଳ ବଢିବାରେ ଲାଗିଛି । ଏବେ କୁହାଯାଉଛି କି ସପନା ମଙ୍ଗଳବାର କୋର୍ଟରେ ସରେଣ୍ଡର କରିପାରନ୍ତି । ସେଥିପାଇଁ ସେ ମଙ୍ଗଳବାର ସକାଳୁ ଲକ୍ଷ୍ନୌ ପହଞ୍ଚି…

ସମ୍ବିତଙ୍କୁ ଦ୍ୱିତୀୟ ଆଇଏମ୍‌ ନର୍ମ

ଭୁବନେଶ୍ୱର, ୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଚେସ୍‌ ତାରକା ସମ୍ବିତ ପଣ୍ଡା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଟାଇଟଲ ହାସଲ ଦିଗରେ ଆଉ ଏକପାଦ ଆଗକୁ ବଢ଼ିଛନ୍ତି। ଅଗଷ୍ଟ ୨୭ରୁ ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଦୁବାଇ ଓପନ ଚେସ୍‌ ଟୁର୍ନାମେଣ୍ଟରେ ସେ…

୫ ହଜାର କାର୍‌ ଚୋରି କରିଛନ୍ତି ଅଟୋ ଚାଳକ

ନୂଆଦିଲ୍ଲୀ: ୨୭ ବର୍ଷ ଧରି କାର୍‌ ଚୋରି, ଦିଲ୍ଲୀ, ମୁମ୍ବାଇ ସମେତ ଭାରତର ବିଭିନ୍ନ ସ୍ଥାନରେ ସମ୍ପତ୍ତି, ୩ ସ୍ତ୍ରୀଙ୍କ ସହ ବିଳାସପୂର୍ଣ୍ଣ ଜୀବନ କାଟୁଥିବା ଜଣେ ଅଟୋ ରିକ୍ସା ଚାଳକ ଦିଲ୍ଲୀ ପୋଲିସ ହାତରେ ଧରାପଡ଼ିଛନ୍ତି। ୧୯୯୫ରୁ ଅଦ୍ୟାବଧି ୫…

ଡିଏନ୍‌ଏ ମରାମତି କରିପାରେ ଜେଲିଫିଶ୍‌

ମାଡ୍ରିଡ୍‌: ପୃଥିବୀରେ ଜନ୍ମ ମାନେ ମୃତ୍ୟୁ ସୁନିଶ୍ଚିତ। କିନ୍ତୁ ଜେଲିଫିଶ୍‌ର ଏକ ପ୍ରଜାତି ନିକଟରେ ବୁଢ଼ା ନ ହେବା ଏବଂ ଅମର ହେବା ଭଳି ବିଶେଷ ଗୁଣ ବୈଜ୍ଞାନିକଙ୍କୁ ଆଶ୍ଚର୍ଯ୍ୟ କରିଛି। ନିକଟରେ କରାଯାଇଥିବା ଏକ ଅଧ୍ୟୟନରେ ଏହି ଜେଲିଫିଶ୍‌ ନ…

ଓ୍ବିଣ୍ଡଫଲ୍‌ ଟ୍ୟାକ୍ସକୁ ଅର୍ଥମନ୍ତ୍ରୀଙ୍କ ସମର୍ଥନ

ନୂଆଦିଲ୍ଲୀ,୬।୯: ପଟ୍ରୋଲିୟମ ସାମଗ୍ରୀ ଏବଂ ଅଶୋଧିତ ତୈଳ ଉପରେ ଓ୍ବିଣ୍ଡଫଲ୍‌ ଟ୍ୟାକ୍ସ ଅତିରିକ୍ତ ନୁହେଁ, ଶିଳ୍ପସଂସ୍ଥା ସହ ନିୟମିତ ପରାମର୍ଶକ୍ରମେ ଏହି ଟିକସ ଲାଗୁ ହୋଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି, ଓ୍ବିଣ୍ଡଫଲ୍‌ ଟ୍ୟାକ୍ସକୁ ଆଡ୍‌ହକ ବା…

ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପାଇଁ ପ୍ରୟାସ

କଟକ ଅଫିସ, ୬ା୯:ଐତିହ୍ୟ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପ୍ରଦାନ ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଚଳିତ ବର୍ଷ ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବାକୁ ଯାଉଥିବାବେଳେ ଏ ନେଇ ଏକ ପ୍ରସ୍ତୁତି ବୈଠକ…

ଏମ୍‌ଜି ପକ୍ଷରୁ ‘ଆଡ୍‌ଭାନ୍ସଡ୍‌ ଗ୍ଲୋଷ୍ଟର୍‌’ ଉନ୍ମୋଚିତ

ନୂଆଦିଲ୍ଲୀ,୬ା୯: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମୋରିସ ଗ୍ୟାରେଜ (ଏମ୍‌ଜି)ର ବହୁ ପ୍ରତୀକ୍ଷିତ ଆଡ୍‌ଭାନ୍ସଡ୍‌ ଗ୍ଲୋଷ୍ଟର୍‌ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏମ୍‌ଜି ମୋଟର ପକ୍ଷରୁ ନିକଟରେ ‘ଆଡ୍‌ଭାନ୍ସଡ୍‌ ଗ୍ଲୋଷ୍ଟର୍‌’ର ସର୍ବଭାରତୀୟସ୍ତରରେ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରତର ପ୍ରଥମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri