ଦୋଷୀଙ୍କ ମୁକ୍ତି ସପକ୍ଷରେ ଷ୍ଟାଲିନ୍
ଚେନ୍ନାଇ, ୧୪ା୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡାଦେଶ ଭୋଗୁଥିବା ୨ ଜଣ ବନ୍ଦୀଙ୍କ ପିଟିଶନକୁ ତାମିଲନାଡ଼ୁର ଡିଏମ୍କେ ସରକାର ସମର୍ଥନ କରିଛନ୍ତି। ଦୋଷୀ ଏସ୍. ନଳିନୀ ଏବଂ ଆର୍. ପି. ରାମଚନ୍ଦ୍ରନ୍ଙ୍କ…
ପତିତପାବନଙ୍କୁ ଏନ୍ଆଇଏଲ୍ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ
କଣ୍ଟାପଡ଼ା, ୧୪ା୧୦(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍ଭି ନିର୍ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା. ପତିତପାବନ ମହାନ୍ତିଙ୍କୁ କୋଲକାତାସ୍ଥିତ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଫର୍ ଲୋକୋମୋଟର ଡିଜାବିଲିଟିଜ୍ (ଏନ୍ଆଇଏଲ୍ଡି)ର କାର୍ଯ୍ୟକାରୀ ନିର୍ଦ୍ଦେଶକ…
ଆଜି ଓଡ଼ିଶା ଆସୁଛନ୍ତି ଖାର୍ଗେ
ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଯାଉଥିବା ମଲିକାର୍ଜୁନ ଖାର୍ଗେ ଶୁକ୍ରବାର ଓଡିଶା ଗସ୍ତରେ ଆସୁଛନ୍ତି। ଖାର୍ଗେ ନିର୍ବାଚନ ପୂର୍ବରୁ ତାଙ୍କୁ ସମର୍ଥନ ଲୋଡିବା ଲାଗି ଓଡିଶା ଆସୁତିବା ଜଣାପଡିଛି। ଖାର୍ଗେ ଓଡିଶାର ବହୁ କଂଗ୍ରେସ…
ଶିକ୍ଷକଙ୍କ ମାଡ଼ରେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୪।୧୦ (ଆଇଏଏନ୍ଏସ୍):ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ଜଣେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି। ଉକ୍ତ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ବେଡ୍ ନ ମିଳିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇବାରେ ବିଳମ୍ବ ହୋଇଥିଲା। ଫଳରେ ତାଙ୍କର…
ହିଜାବ ମାମଲାରେ ବିଭାଜିତ ରାୟ
ନୂଆଦିଲ୍ଲୀ,୧୪।୧୦(ପି.ଟି.):କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ନିଷେଧ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ବିଭାଜିତ ରାୟ ପ୍ରଦାନ କରିଛନ୍ତି। ଫଳରେ ଏକ ବୃହତ୍ତର ପୀଠରେ ମାମଲାର ବିଚାର ଲାଗି ଏହାକୁ ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ପାଖକୁ ପଠାଯାଇଛି। ବୃହତ୍ତର ପୀଠରେ ବିଚାର ଶେଷ ନ ହେବା…
କୁକୁର କାମୁଡ଼ାରେ ଶିଶୁକନ୍ୟା ମୃତ, ୧୨ ଗୁରୁତର
ବଲାଙ୍ଗୀର ଅଫିସ, ୧୪ା୧୦: ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବାଲିପଟା ଓ ସାନକଲଙ୍ଗାପାଲି ଗଁାରେ ଗୁରୁବାର ବୁଲା କୁକୁର ଆତଙ୍କରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଲା କୁକୁର ଉଭୟ ଗଁାର ୧୩ ଜଣଙ୍କୁ କାମୁଡ଼ି ଗୁରୁତର କରିଦେଇଥିଲା। ସବୁଠୁ…
ଭିତ୍ତିଭୂମି ଉପରେ ଭବିଷ୍ୟତ
ଅନୁଗୋଳ ଅଫିସ, ୧୪ା୧୦:ମଣିଷ ମାରିଲା ବାନ୍ଧବଗଡ଼ରୁ ଆସିଥିବା ବାଘୁଣୀ ସୁନ୍ଦରୀ। ମରଣ ମୁହଁରେ ପଡ଼ିଲା ମହାବଳ ବାଘ ମହାବୀର। ବନ ବିଭାଗର ଚରମ ବିଫଳତା ପାଇଁ ବେଶ୍ ବଦନାମ ହୋଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ। ମହାବୀର ମରିବା ପରଠାରୁ ୨୦୧୮ ନଭେମ୍ବର…
ଆଶ୍ଚର୍ଯ୍ୟଜନକ ମତଦାତା ସୂଚୀ, ୧୦୦ ଭୋଟର ଆଇଡିରେ ଜଣେ ମହିଳାଙ୍କ ଫଟୋ, ସାତ ବର୍ଷ ହେଲା ଠିକ କରିବାକୁ ଚାଲିଛି ପ୍ରୟାସ
ଅମ୍ବାଲା,୧୪ ।୧୦: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଅମ୍ବାଲାର ଢକୌଲା ଗାଁରେ ୱାର୍ଡ ନମ୍ବର ୬ର ମତଦାତା ସୂଚୀରେ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି । ଏଠାରେ ଚରଣଜିତ କୌର ନାମକ ଜଣେ ୭୫ ବର୍ଷୀୟା ମହିଳାଙ୍କର ଫଟୋ ୧୦୦ ଭୋଟର ଆଇଡିରେ…
ଘଉଡାଇବା ପାଇଁ ବାଟୁଳି, ଟେକା ପଥର ମାଡ଼: ବିପଦରେ ହାତୀଙ୍କ ଜୀବନ
ବଣାଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଉଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି…
ପରୀକ୍ଷାରେ ଫେଲ୍ ହେବାରୁ ଶିକ୍ଷକଙ୍କ ମାଡ଼ରେ ଚାଲିଗଲା ଛାତ୍ରଙ୍କ ଜୀବନ
ନୂଆଦିଲ୍ଲୀ,୧୩।୧୦: ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ହୋଇଥିବା ଜଣେ ୧୨ ବର୍ଷ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ହସ୍ପିଟାଲରେ ବେଡ୍ ନ ମିଳିବାରୁ ଚିକିତ୍ସାରେ ବିଳମ୍ବ ହୋଇଥିଲା। ଫଳରେ ନାବାଳକଙ୍କ ମୃତ୍ୟୁ…
ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ୬ ଘଣ୍ଟା ଜେରା କଲା ଇଡି
ନୂଆଦିଲ୍ଲୀ,୧୩।୧୦: ନାଗାଲାଣ୍ଡର ରାଜଧାନୀ କୋହିମାରେ ହାଇକୋର୍ଟ ବିଲ୍ଡିଂ ନିର୍ମାଣ ଲାଗି ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଉଠାଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ବିଲ୍ଡିଂ ନିର୍ମାଣ ହୋଇପାରି ନାହିଁ। ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ନିଫିଉ ରିଓଙ୍କୁ ଗୁରୁବାର ୬ ଘଣ୍ଟା ଜେରା…
ଇରାକକୁ ମିଳିଲା ନୂଆ ରାଷ୍ଟ୍ରପତି
ବାଗଦାଦ,୧୩।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍ ରଶିଦ୍ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ ଅଚଳାବସ୍ଥା ଦୂର ହୋଇ ନୂଆ ସରକାର ଗଠନ ଲାଗି ପଥ ପରିଷ୍କାର ହୋଇଯାଇଛି।…
Archives


