ଟ୍ରକ୍ ପଛରେ ପିଟିହେଲା ବସ୍, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍ ପଛପଟରେ ଯାତ୍ରୀବାହୀ ବସ୍ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା...
କ୍ରାଇମବ୍ରାଞ୍ଚ ଟିମ୍କୁ ବଡ଼ ସୁରାକ୍, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ
ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍ଏମ୍ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମ୍କୁ ଏକ ବଡ଼ ସୁରାକ୍ ମିଳିଛି। ଘଟଣା ଦିନ ପେଟ୍ରୋଲ...
ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ
ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ ଦେବଗଡ଼ ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟାକାରୀ। ରତନ ପ୍ରଧାନଙ୍କୁ ହତ୍ୟା କରିଛନ୍ତି...
ପାକିସ୍ତାନକୁ ବଡ଼ ଝଟ୍କା ଦେଲା ବନ୍ଧୁ ଚାଇନା: ସାଥ୍ ଦେବାକୁ ସିଧା ସିଧା ମନା କରିଦେଲା
ବେଜିଂ,୧୯।୭: ଚାଇନା ବିଭିନ୍ନ ଦେଶକୁ ଆଞ୍ଚଳିକ ସୁରକ୍ଷା ପାଇଁ ଆତଙ୍କବାଦ ବିରୋଧରେ ସହଯୋଗ ବୃଦ୍ଧି କରିବାକୁ ଆହ୍ବାନ କରିଛି। ଆମେରିକା ପାକିସ୍ତାନର ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର ଏକ ଛାମୁଆ ସଂଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)କୁ ଏକ ବିଶ୍ୱ ଆତଙ୍କବାଦୀ...
ରାତିରେ ଶୋଇଥିଲେ ଭାଜପା ନେତା, ସକାଳୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ
ଭୋପାଳ, ୧୯ା୭:ମଧ୍ୟପ୍ରଦେଶର ମନ୍ଦସୌର ଜିଲାରେ ଶ୍ୟାମଲାଲ ଧାକଡ଼ (୪୫) ନାମକ ଜଣେ ଭାଜପା ନେତା ନିଜ ଘରେ ଶୋଇଥିବା ସମୟରେ ତାଙ୍କୁ ଜଣେ ଅଚିହ୍ନା ଆକ୍ରମଣକାରୀ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି। ରାତିରେ ତାଙ୍କର ହତ୍ୟା ହୋଇଥିବା ବେଳେ ...
ଏଇ ଭାରତରେ
ପରିବେଶ ସ୍ବଚ୍ଛ ରଖିବା ପାଇଁ ଜୈବ ଇନ୍ଧନ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରି କେବଳ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ରାଜସ୍ଥାନସ୍ଥିତ ବ୍ରହ୍ମାକୁମାରୀର ଶାନ୍ତିବନ କମ୍ପ୍ଲେକ୍ସ। ଏଠାରେ ବିନା ଜୈବ ଇନ୍ଧନ ଓ ଜାଳେଣି...
ଆତ୍ମବିଶ୍ୱାସ
ନିଜ ମନକୁ ଜାଣିବା ପାଇଁ ଆତ୍ମବିଶ୍ୱାସର ଆବଶ୍ୟକତା ଅଛି। ଆତ୍ମବିଶ୍ୱାସ ମନର ସୀମାସରହଦର ବ୍ୟାପ୍ତକୁ ଦର୍ଶାଇଥାଏ। ଆଗକୁ ଯିବାର ଶକ୍ତି ଦିଏ। ମନର ଦୁର୍ବଳତା କ୍ରମଶଃ ଦୂରେଇଯାଏ। ମନ ଭିତରେ ନୂତନ ଶକ୍ତିର ସଂଚାର ହୁଏ। ଆତ୍ମବିଶ୍ୱାସ ମନେହେଉଥିବା କଥାଟି...
ଜଳବାୟୁ ପାଣ୍ଠିର ଭୂମିକା
ସାମ୍ପ୍ରତିକ ସମୟର ପ୍ରମୁଖ ଆହ୍ବାନକାରୀ ସମସ୍ୟା ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି ବିଶ୍ୱ ତାପମାତ୍ରା ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ। ଏସବୁ ମାନବ ସ୍ବାସ୍ଥ୍ୟ, ବିଶ୍ୱ ଅର୍ଥନୀତି ଏବଂ ପ୍ରାକୃତିକ ପରିସଂସ୍ଥା ନିମନ୍ତେ ଗମ୍ଭୀର ବିପଦର ସୂତ୍ରପାତ କରୁଛି। ଏହି ପରିବେଶୀୟ...
୩୩ ବର୍ଷ ପରେ ରାୟ ପ୍ରକାଶ: ଦୋଷୀଙ୍କ ଦଣ୍ଡବିଧାନକୁ ଦେଖିପାରିଲେନି ପୀଡ଼ିତ
ନୀଳଗିରି,୧୯ା୭(ପ୍ରଶାନ୍ତ ବିଶ୍ୱାଳ):ରାଜନୈତିକ ଆକ୍ରୋଶର ଶିକାର ହୋଇ ମରଣସହ ସଂଗ୍ରାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ୩୩ବର୍ଷ ପରେ ନ୍ୟାୟ ମିଳିଥିବା ବେଳେ ଦୋଷୀଙ୍କୁ ଦଣ୍ଡ ମିଳିଛି। ମାତ୍ର ଏହି ଖୁସିର ମୁହୂର୍ତ୍ତକୁ ଦେଖିବାକୁ ପୀଡ଼ିତ ଜଣକ ଆଉ ନାହାନ୍ତି। ଏଭଳି...
ଅସୀମ କାର୍ଯ୍ୟକାଳ
ଗୋଟିଏ ସମୟରେ ସେବା ନିବୃତ୍ତ ଅନ୍ୟ କିଛି ବିଷୟକୁ ସୂଚିତ କରୁଥିଲା। ଏବେ ଏହା କାର୍ଯ୍ୟକାଳ ବୃଦ୍ଧି କିମ୍ବା ପୁନଃ ନିଯୁକ୍ତିର ଦିନ ହୋଇଗଲାଣି । କେନ୍ଦ୍ର ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନ ଏବେ ଭାରତୀୟ କାର୍ଯ୍ୟକାଳ ବୃଦ୍ଧି କରାଯାଉଥିବା...
ସବୁଠୁ ମହଙ୍ଗା କ୍ରିକେଟ ଜର୍ସି, ଖଚିତ ହୋଇଛି ୩୦ ଗ୍ରାମ ସୁନା; ଏହି ଟିମ୍ ପିନ୍ଧି ଖେଳିବ ମ୍ୟାଚ୍
ନୂଆଦିଲ୍ଲୀ,୧୮ା୭: ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫: ୱେଷ୍ଟଇଣ୍ଡିଜ୍ ଚାମ୍ପିଅନସ୍ ପିନ୍ଧିବେ କ୍ରିକେଟ୍ ଇତିହାସର ସବୁଠୁ ମହଙ୍ଗା ଜର୍ସିୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫ ଟୁର୍ନାମେଣ୍ଟ ଶୁକ୍ରବାର, ୧୮ ଜୁଲାଇରୁ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟରେ ଇଣ୍ଡିଆ ଚାମ୍ପିଅନସ୍, ୱେଷ୍ଟଇଣ୍ଡିଜ୍ ଚାମ୍ପିଅନସ୍,...
ସ୍କିଲ ଇଣ୍ଡିଆ ମିଶନରେ ୬ କୋଟିରୁ ଅଧିକ ଯୁବକଙ୍କୁ ମିଳିବ ଟ୍ରେନିଂ, ଏଭଳି ଉଠାନ୍ତୁ ଏହି ଯୋଜନାର ଲାଭ
ନୂଆଦିଲ୍ଲୀ,୧୮ା୭: କେନ୍ଦ୍ରୀୟ କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ (MSDE)ର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ପ୍ରଭାର) ଜୟନ୍ତ ଚୌଧୁରୀ କହିଛନ୍ତି ଯେ, ସ୍କିଲ୍ ଇଣ୍ଡିଆ ମିଶନ ଅଧୀନରେ ଦେଶରେ ୬ କୋଟିରୁ ଅଧିକ ଲୋକଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ କହିଛନ୍ତି...
Archives


