Home Left

ଆଉଟସୋର୍ସିଂ କର୍ମଚାରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପ୍ରଶାସନିକ କୋଠା ସମ୍ମୁଖରେ ମଙ୍ଗଳବାର ୩୭ ଜଣ ଆଉଟସୋର୍ସିଂ କର୍ମଚାରୀ ମିଳିତ ଭାବେ ଗଣଧାରଣା ଦେଇଥିଲେ। କର୍ମଚାରୀମାନେ ବଦଳି ବନ୍ଦ କରିବା ଦାବିରେ ଦିନତମାମ ଧାରଣା ଦେବା ଫଳରେ ଭଞ୍ଜବିହାର ପରିସରରେ ଉତ୍ତେଜନା ବୃଦ୍ଧି ପାଇଥିଲା।…

ଆଜିଠୁ ଖୋଲିବ ଓଟି କମ୍ପ୍ଲେକ୍ସ

ବ୍ରହ୍ମପୁର ଅଫିସ,୧୨।୧୦: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ ଅଧୀକ୍ଷକଙ୍କ ଚାମ୍ବରରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏମକେସିଜି ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଓ ଡ଼ିନ ଡା. ଅବନୀକାନ୍ତ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସେହିପରି…

ନାଁକୁ ଚାଲିଛି ଜଗତ୍‌ସିଂହପୁର ଡିଷ୍ଟ୍ରିକ୍ଟ ପୋର୍ଟାଲ

ଜଗତ୍‌ସିଂହପୁର ଅଫିସ, ୧୨।୧୦: ଲୋକଙ୍କ ପାଖରେ ସହଜରେ ସୂଚନା ପହଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ପ୍ରତି ଜିଲାରେ ପୋର୍ଟାଲ ରହିଛି। ନ୍ୟାଶନାଲ ଇନ୍‌ଫର୍ମେଟିଭ୍‌ ସେଣ୍ଟର (ଏନ୍‌ଆଇସି) ଏହାକୁ ପରିଚାଳନା କରୁଛି। ଲୋକେ ନେଟ୍‌ ଖୋଲି ପୋର୍ଟାଲ…

ଫିଫା ମହାସଚିବଙ୍କୁ ଏଆଇଏଫ୍‌ଏଫ୍‌ର ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୨।୧୦(ସ୍ପୋର୍ଟସ ବ୍ୟୁରୋ): ଓଡ଼ିଶା ସମେତ ଦେଶର ୩ଟି ଭେନ୍ୟୁରେ ଆୟୋଜିତ ହେବାକୁ ଯାଉଛି ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ୍‌। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଆୟୋଜନ ହୋଇଛି। ଏହି ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବା…

ଭାରତ ବିପକ୍ଷରେ ଗୋଲ୍‌ ଦେଲେ ଭାରତୀୟ ବଂଶୋଦ୍ଭବ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପରେ ଆମେରିିକା ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି ଭାରତୀୟ ବଂଶୋଦ୍ଭବ ମିଆ ଭୁତା। ତାଙ୍କ ବାପା ଗୁଜରାଟର ରାଜକୋଟର ଜନ୍ମଗ୍ରହଣ କରିଥିଲେ। ଟେନିସ ପ୍ରତି ଆଗ୍ରହ ଏବଂ ଉଚ୍ଚଶିକ୍ଷା କରିବା ପାଇଁ ମିଆଙ୍କ…

ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ ଖସିଲା ସିଲିଂ

ବାରିପଦା ଅଫିସ,୧୨।୧୦:  ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲିଟେସନ ସମ୍ମିଳନୀ କକ୍ଷର ସିଲିଂ ଖସିପଡ଼ିଛି ା ସୋମବାର ସନ୍ଧ୍ୟାରେ ସିଲିଂର ଅର୍ଦ୍ଧାଧିକ ଅଂଶ ଖସି ପଡ଼ିଥିବା ବେଳେ ଦାମୀ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଗୁଡ଼ିକ ଭାଙ୍ଗିରୁଜି ଯାଇଛି। ନିମ୍ନମାନର…

ନ୍ୟୁଜିଲାଣ୍ଡକୁ ହରାଇଲା ଚିଲି

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଭୁବନେଶ୍ୱର ସମେତ ଗୋଆର ମାର୍ଗାଓରେ ମଧ୍ୟ ଆରମ୍ଭ ହୋଇଛି। ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ବି’ ମ୍ୟାଚରେ ଚିଲି ୩-୧ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି।…

ବାଇକ୍‌ରେ ଆସି ଝାମ୍ପିନେଲେ ୧୧ଲକ୍ଷ

ସମ୍ବଲପୁର,୧୨।୧୦(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହସ୍ପିଟାଲ ରୋଡ୍‌ର ଏକ ଏସି ମରାମତି ଦୋକାନ ମାଲିକ ମହମ୍ମଦ ଜିସାମଙ୍କଠାରୁ ମଙ୍ଗଳବାର ଲୁଟ୍‌ ହୋଇଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ଏକ ପଲସର ବାଇକ୍‌ରେ ଆସି ତାଙ୍କଠାରୁ ୧୧ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ସିସିଟିଭିକୁ ଆଧାରକରି…

ଓଡ଼ିଶାକୁ ଆଉ ୩ ରୌପ୍ୟ

ଭୁବନେଶ୍ୱର, ୧୨।୧୦(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଚାଲିଥିବା ୩୬ତମ ନ୍ୟାଶନାଲ ଗେମ୍ସରେ ଓଡ଼ିଶା ମଙ୍ଗଳବାର ୩ଟି ପଦକ ଜିତିବାରେ ସମର୍ଥ ହୋଇଛି। କାୟାକିଂ ମହିଳା କେ-୧ ୨୦୦ମିଟରରେ ଓଇନାମ ବିଦ୍ୟା ଦେବୀ ଓ ପୁରୁଷ କେ-୧, ୨୦୦ ମିଟରରେ ଟମ୍‌ଥିଲ୍‌ଙ୍ଗାବା ଟମ୍‌ଥିଲ୍‌ଙ୍ଗାବା ଏଙ୍ଗାସେପମା…

୩,୪୬୫ ବିଦ୍ୟାଳୟରେ ନୂଆ ପ୍ରକଳ୍ପ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ‘ମୋ ସ୍କୁଲ୍‌ ଅଭିଯାନ’ ଆସନ୍ତା ନଭେମ୍ବର ୧୪ ତାରିଖରେ ୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରିବ। ଏହି ଅବସରରେ ରାଜ୍ୟ ଓ ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ଅଭିଯାନର ୩୬ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।…

ବିନ୍ନି ବିସିସିଆଇ ସଭାପତି ହେବା ସମ୍ଭାବନା

ନୂଆଦିଲ୍ଲୀ, ୧୨।୧୦(ପି.ଟି.): ସୌରଭ ଗାଙ୍ଗୁଲିଙ୍କ ସ୍ଥାନରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ହୋଇପାରନ୍ତି ୧୯୮୩ ବିଶ୍ୱକପ୍‌ ବିଜୟୀ ହିରୋ ରୋଜର ବିନ୍ନି। ଏପରି କି ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇପାରନ୍ତି ବୋଲି ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳା ସୂଚନା…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨,୧୯୪ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ଶିକ୍ଷାରେ ନାମଲେଖା ପାଇଁ ରାଜ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri