ଟସ୍ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ
ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮ ବର୍ଷ ପରେ ଏକ ଟେଷ୍ଟ ମ୍ୟାଚ ରେ ପରସ୍ପରର ମୁହାଁମୁହିଁ ହେଉଛନ୍ତି। ଭ୍ରମଣକାରୀ…
ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…
ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି ଲୋକ ଭାରତରେ ଗଣତାନ୍ତ୍ରିକ ପରିବେଶ ଏବଂ କଥିତ ରୂପେ ଅସହମତିର ସ୍ବରକୁ ଚପାଇ…
ଇସ୍କନ୍ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା
ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍ରେ ଅଟଳ ରହିଛି ଇସ୍କନ୍। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା ଏବଂ ସ୍ନାନଯାତ୍ରା ଆୟୋଜନ କରୁଛି। ଏହା ଶାସ୍ତ୍ର ଓ ପରମ୍ପରାର ସମ୍ପୂର୍ଣ୍ଣ ବିରୋଧ…
ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି
କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି ଯାଉଛନ୍ତି। ଶୁକ୍ରବାର (ଜୁନ ୫) କୁଚବିହାର ଜିଲାର ମେଖଲିଗଞ୍ଜ ପୌରପାଳିକାର ଅଧ୍ୟକ୍ଷ ଏବଂ…
ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…
ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ ମିଳିତ ଭାବେ ଉତ୍ପାଦନ କରିବାକୁ ପୁଟିନ୍ ପ୍ରସ୍ତାବ ଦେଇଛନ୍ତି। ୨ ଦେଶ ମଧ୍ୟରେ…
ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ
ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଥିବା ଶୁକ୍ରବାର ଘୋଷଣା କରିଛନ୍ତି। ନେତାମାନେ…
ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ
ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ସେ ଶେଷନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି। ନିଜ ପରିବାର…
ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ
ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ କୌଣସି ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଯୋଗୁ ଏଥିରେ ପ୍ରଭାବିତ ଲୋକଙ୍କ…
ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ
ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସମସ୍ୟା ଅସମାହିତ ହୋଇ ରହିଛି। ଜିଲାର ଅନେକ ଚାଷୀଙ୍କ କ୍ଷେତ୍ରରେ ଟୋକନ ପ୍ରମୁଖ…
ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…
ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ କିନ୍ତୁ ଗୋଟିଏ ଦନ୍ତା ଫେରି ତାଣ୍ଡବ ରଚିଥିବା ଜଣାପଡିଛି l ଆଜି ସକାଳେ…
ଜେଲ୍ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ
ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ ସୁରକ୍ଷା ସମିତି’ ଏବଂ ‘ମା’, ମାଟି, ମାଳି ସୁରକ୍ଷା ମଞ୍ଚ’ ପକ୍ଷରୁ ଏକ…
ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ
ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି କରି ପାରି ନଥିଲେ । ଏଭଳିକି ଚିନ୍ତାରେ ପଡ଼ି ତାଲମେଣ୍ଡା ଗ୍ରାମର ଜଣେ…

