ବର୍ଜ୍ୟ ଜଳ ଜଣାଇବ ଏସବୁ ରୋଗର ସ୍ଥିତି
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ବର୍ଜ୍ୟ ଜଳରୁ କୋଭିଡ୍ ସ୍ଥିତି ଜାଣି ହେବ । ବର୍ଜ୍ୟ ଜଳର କ’ଣ ରହିଛି ସ୍ଥିତି ଏବଂ ସଂକ୍ରମଣ ବଢିବାର ଆଶଙ୍କା ରହିଛି କି ନାହିଁ ସେ ବାବଦରେ ମଧ୍ୟ ଜାଣିହେବ ବୋଲି ମଙ୍ଗଳବାର ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର…
ଟସ୍ ଜିତିଲା ଭାରତ
ନୂଆଦିଲ୍ଲୀ,୧୧।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍ ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି।…
ବର୍ଷକରେ ଲଣ୍ଡା ପାହାଡ଼ ହେଲା ସବୁଜ ବନାନୀ
ସମ୍ବଲପୁର,୧୧ା୧୦(ବ୍ୟୁରୋ): ପତରା ଜଙ୍ଗଲ କିସମ ହୋଇଥିଲେ ସୁଦ୍ଧା ଲଣ୍ଡା ହୋଇ ପଡ଼ିରହିଥିଲା। ବନ ବିଭାଗ ପ୍ରଚେଷ୍ଟାରେ ଏକବର୍ଷ ଭିତରେ ଏବେ ସବୁଜ ବନାନୀରେ ପରିଣତ ହୋଇଛି। ବନ ବିଭାଗ ପକ୍ଷରୁ ଆଗକୁ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା କରାଯିବ। ପ୍ରାୟ ୭୨…
ଏତଲା ପରେ ରାସ୍ତା ମରାମତି କାମ
ଦେବଗଡ଼,୧୧।୧୦(ଡି.ଏନ୍.ଏ.):ପୂର୍ତ୍ତ ବିଭାଗ (ରାସ୍ତା ଓ ସୌଧ) କର୍ତ୍ତୃପକ୍ଷଙ୍କ ଚରମ ଅବହେଳା ଓ ଅଦୂରଦର୍ଶୀତା ଯୋଗୁ ଦେବଗଡ ଜିଲା ଦେଇ ଯାଇଥିବା ରାଞ୍ଚି-ବିଜୟୱାଡା କରିଡର ରାସ୍ତାର ବିଭିନ୍ନ ସ୍ଥାନରେ ବଡବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ରାସ୍ତା ମରଣଯନ୍ତା ସାଜିଛି। ବିଶେଷ ଭାବେ…
ମୁଣ୍ଡ ନୁଆଁଇ ଠାକୁରଙ୍କ ଆଶୀର୍ବାଦ ନେଉଛି ବୋଦା, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ସୋସିଆଲ ମିଡିଆରେ ଏକ ନିଆରା ଭିଡିଓ ଭାଇରାଲ ହେଉଛି। ଏହି ଭାଇରାଲ ଭିଡିଓରେ ଗୋଟିଏ ବୋଦା ମନ୍ଦିର ସମ୍ମୁଖରେ ଆଣ୍ଠୁମାଡି ବସି ମୁଣ୍ଡ ନୁଆଁଇ ଆଶୀର୍ବାଦ ନେଉଥିବାର ଦେଖିବାକୁ ମିଳିଛି। ଏହି ଭିଡିଓଟି କାନପୁରର ପାରାମତ ମନ୍ଦିରର ଅଟେ। ବାବା ଆନନ୍ଦଦେବଙ୍କ…
ନିରାଡ଼ମ୍ବରରେ ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ
ଭଦ୍ରକ ଅଫିସ,୧୧।୧୦: ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ମଙ୍ଗଳବାର ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂର୍ଯ୍ୟବଂଶୀ ସୂରଜ ବାପା ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନିରାଡ଼ମ୍ବର ଭାବେ ନାମାଙ୍କନ ଭରିଥିବା ଦେଖିବାକୁ ମିଳିଛି।…
ସମାଜସେବାରେ ବ୍ରତୀ ଅଙ୍କିତା
ଢେଙ୍କାନାଳ ଜିଲା କାବେରା ପଞ୍ଚାୟତ ଦଧିସିଂଗା ଗ୍ରାମର ରଞ୍ଜିତା ଏବଂ ବିଷ୍ଣୁ ଚରଣ ସାହୁଙ୍କ ଜ୍ୟେଷ୍ଠା କନ୍ୟା ଅଙ୍କିତା। ଯେଉଁ ବୟସରେ ପିଲାମାନେ ରଙ୍ଗିନ ସ୍ବପ୍ନ ଦେଖିବାରେ ବିଭୋର ସେହି ବୟସରେ ଅଙ୍କିତା, ସମସ୍ତ ସାମାଜିକ ପ୍ରତିବନ୍ଧକ ଓ ପ୍ରତିକୂଳ ପରିସ୍ଥିତିକୁ…
ପୁଇଁତୋଳାରେ ଲକ୍ଷ୍ମୀପୂଜା: ବୁଧବାର ମା’ଙ୍କ ଭସାଣି
ଗଞ୍ଜାମ,୧୧।୧୦(ଡି.ଏନ୍.ଏ.): ଚଳିତବର୍ଷ ପ୍ରଥମ ଥର ପାଇଁ ପୁଇଁତୋଳା ସାନସାହିରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମା’ଲକ୍ଷ୍ମୀଙ୍କ ପୂଜା ଧୁମ୍ଧାମରେ ପାଳିତ ହେଉଛି। ଏଥିପାଇଁ ରବିବାର କଳସ ଯାତ୍ରା ହୋଇଥିଲା । ସାହିର ୫୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ କଳସ ଯାତ୍ରାରେ ସାମିଲ ହୋଇଥିଲେ…
ଦେଶରେ ୧,୯୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୫୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୮ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ନୂତନ ମାମଲା…
ବର୍ଷାରେ ଭୁଶୁଡ଼ିଲା କାନ୍ଥ
ପାରଳାଖେମୁଣ୍ଡି,୧୧ା୧୦(ଡି.ଏନ୍.ଏ.): ଗଜପତି ଜିଲା ମୋହନା ଅଞ୍ଚଳରେ ଲଗାଣ ବର୍ଷାରେ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କୁସୁମପଲ୍ଲୀ ଗାଁର ଲିଙ୍ଗରାଜ ନାୟକ ତାଙ୍କ ପରିବାର ସହ ଘରେ ଶୋଇଥିବା…
ରାଜପଥରେ ଗାଡ଼ି ଧକ୍କାରେ ୨ଗାଈ ମୃତ, ୫ ଗୁରୁତର
ଗଞ୍ଜାମ,୧୧।୧୦: ଗଞ୍ଜାମ ଏନ୍ଏସି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ୨ଟି ଗାଈର ମୃତ୍ୟୁ ଘଟିଥିବା ବେଳେ ୫ଟି ଗାଈ ଗୁରୁତର ଆହତ ହୋଇଛନ୍ତି। ମଙ୍ଗଳବାର ଭୋରୁ ଗାଈଗୁଡ଼ିକ ଗୁରୁତର…
ଚିକିତ୍ସାରେ ଅବହେଳାରୁ ଶିଶୁଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା
ଗଜପତି,୧୧।୧୦: ଗଜପତି ଜିଲା ପାରଳାଖେମୁଣ୍ଡି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏନେଇ ହସ୍ପିଟାଲରେ ପରିସରରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଛି। ଡାକ୍ତର ନ ଥିବାରୁ ନର୍ସଙ୍କ ଦ୍ବାରା ଶିଶୁଙ୍କୁ ଚିକିତ୍ସା କରାଯାଇଥିଲା। ଫଳରେ…
Archives


