ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ର ମୃତ୍ୟୁ
ଥିରୁଭାନନ୍ତପୁରମ,୧୦।୧୦: କେରଳର ଶ୍ରୀ ଅନନ୍ତପଦ୍ମନାବା ସ୍ବାମୀ ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ ଦେହାନ୍ତ ହୋଇଛି। ‘ବାବିଆ’ ଭାବରେ ଜଣାଶୁଣା ଏହି କୁମ୍ଭୀରଟି ଗତ ୭୦ ବର୍ଷ ଧରି ମନ୍ଦିରର ହ୍ରଦରେ ରହୁଥିଲା। ଏହି କୁମ୍ଭୀର ବିଷୟରେ ସବୁଠାରୁ ବିଶେଷ କଥା ହେଲା…
ପରମ୍ପରା, ଭାଇଚାରା ବଜାୟ ରଖିବାକୁ ଗୁରୁତ୍ୱ
ସୋନପୁର,୧୧।୧୦(ନି.ପ୍ର): ସୁବର୍ଣ୍ଣପୁର ଜିଲା କୈବର୍ତ୍ତ ସମାଜ ପକ୍ଷରୁ କାର୍ତ୍ତିକ କୃଷ୍ଣପକ୍ଷ ପ୍ରତିପଦା ଅବସରରେ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ବାର୍ଷିକ ମହାପୂଜା ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଜୁଗାର ଯାତ୍ରା ଆୟୋଜିତ ହୋଇଥିଲା। ଶତାଧିକ ମହିଳା ଓ ପୁରୁଷ ଏଥିରେ…
ଚାଲିଗଲେ ଶିଶୁ କଳାକାର ରାହୁଲ କୋଲି
ଗୁଜରାଟୀ ଫିଲ୍ମ ‘ଛେଲୋ ଶୋ’ର ଶିଶୁ କଳାକାର ରାହୁଲ କୋଲିଙ୍କ କ୍ୟାନସର୍ରେ ଦେହାନ୍ତ ହୋଇଛି। ଚଳିତ ବର୍ଷର ଓସ୍କାରରେ ‘ଛେଲୋ ଶୋ’ ପ୍ରବେଶ କରିଛି। ଏହି ଫିଲ୍ମଟି ଅକ୍ଟୋବର ୧୪ରେ ରିଲିଜ ହେବାକୁ ଯାଉଛି। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ…
ଚମକ ଭରିଛି ଚାନ୍ଦିମେଢ଼
ଢେଙ୍କାନାଳ ଅଫିସ, ୧୧।୧୦ (ରତନ ନାୟାର): ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ପବିତ୍ର କୁମାରପୂର୍ଣ୍ଣିମା ରାତିରେ ଧରାବତରଣ କରିଛନ୍ତି ଧନଦାତ୍ରୀ। ବେଦମନ୍ତ୍ର ଧ୍ୱନିରେ ମଣ୍ଡପରେ ପାରମ୍ପରିକ ନୀତିକାନ୍ତି ଅନୁଯାୟୀ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବାବେଳେ ଆକର୍ଷଣ ସାଜିଛି ମା’ଙ୍କ ସୁବର୍ଣ୍ଣ ଆଭୂଷଣ।…
ଅମିତାଭଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୧।୧୦: ବଲିଉଡ ମହାନାୟକ ଅମିତାଭ ବଚ୍ଚନ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ମହାନାୟକଙ୍କ ଲମ୍ବା ଏବଂ ସୁସ୍ଥ ଜୀବନ ପ୍ରାର୍ଥନା କରିଛନ୍ତି। ସେ ଟୁଇଟ୍ ଯୋଗେ ଲେଖିଛନ୍ତି,…
ମେଶିନ କରିବ ସହର ସଫେଇ
ଅନୁଗୋଳ ଅଫିସ, ୧୧ା୧୦: ଅନୁଗୋଳ ସହର ପ୍ରଦୂଷଣ ବଳୟ ଭିତରେ ରହୁଛି। ବିଭିନ୍ନ ସମୟରେ ଏହି ପ୍ରଦୂଷଣ ପାଇଁ ସହରୀ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ତେଣୁ ଅନୁଗୋଳ ସହର ସଫେଇ ପାଇଁ ଝାଡ଼ୁ ମାରୁଥିବା ଗାଡ଼ି ଅଣାଯାଇଛି। ସୋମବାର ପୂର୍ବାହ୍ନରେ ଗାଡ଼ିର…
କୋଭିଡ୍ ପରେ ମାନସିକ ସମସ୍ୟା ବଢ଼ିଛି
ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ସମନ୍ବିତ ମାନସିକ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଓ ନିଶା ନିବାରଣ କେନ୍ଦ୍ର, ଗଞ୍ଜାମ ଆନୁକୂଲ୍ୟରେ ସୋମବାର ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇଛି। ଏହି ଅବସରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲ ପରିସରରେ ଡାକ୍ତର…
ଅପହରଣର ୨୪ଘଣ୍ଟା ପରେ ନାବାଳିକା ଉଦ୍ଧାର
ତୁମୁଡିବନ୍ଧ,୧୧ା୧୦(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ ବର୍ଷିିୟା ନାବାଳିକାଙ୍କୁ ରବିବାର ଅପହରଣ କରାଯାଇଥିଲା। ଏହାର ୨୪ଘଣ୍ଟା ପରେ ଅର୍ଥାତ୍ ସୋମବାର ମାଲିପଡା ରାସ୍ତାରେ ନାବାଳିକା ଜଣକ ଏକା ଚାଲି ଚାଲି ଯାଉଥିବା ବେଳେ ତୁମୁଡିବନ୍ଧ ପୋଲିସ ଉଦ୍ଧାର…
ମୁଖ୍ୟମନ୍ତ୍ରୀଙ୍କ ନିକଟତମ ଅଧିକାରୀଙ୍କ ଘରେ ଇଡି ଚଢାଉ
ରାୟପୁର,୧୧।୧୦: ଛତିଶଗଡରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମଙ୍ଗଳବାର ସକାଳ ୭ଟାରୁ କାର୍ଯ୍ୟାନୁଷ୍ଠାନ ଚାଲିଛି। ୧୨ରୁ ଅଧିକ ସ୍ଥାନରେ ଇଡି ଦଳ ଉପସ୍ଥିତ ଅଛନ୍ତି। ସୂଚନାନୁସାରେ, ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ନିକଟତମ ଅଧିକାରୀ ସୌମ୍ୟା ଚୌରସିଆଙ୍କ ଘରେ…
ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ପରିବାର
କେନ୍ଦୁଝର,୧୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଝୁମ୍ପୁରା ଗ୍ରାମରେ ଶ୍ୱଶୁର ଘରେ ଲୋକେ ନିର୍ଯାତନ ଦେଇ ବୋହୂଙ୍କୁ ପୋଡ଼ି ମାରି ଦେଇଥିଲେ। ବାପଘର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସ୍ବାମୀଙ୍କୁ ଗିରଫ କରିଛି। ମାତ୍ର ପୋଲିସ ତଦନ୍ତରେ ଅବହେଳା କରି…
ରୁଷିଆକୁ ଝଟ୍କା ଦେଲା ଭାରତ
ନ୍ୟୁୟର୍କ,୧୧।୧୦: ୟୁକ୍ରେନ ସଙ୍କଟ ମାମଲାରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନଙ୍କ ଗୁପ୍ତ ମତଦାନ ପାଇଁ ଦାବିକୁ ଭାରତ ପୁଣି ଥରେ ପ୍ରତ୍ୟାଖ୍ୟାନ କରିଛି। ୟୁକ୍ରେନର ଚାରୋଟି ଅଞ୍ଚଳକୁ ବେଆଇନ ଦଖଲ ପାଇଁ ରୁଷିଆ ବିରୋଧରେ ମିଳିତ ଜାତିସଂଘର ସାଧାରଣ ସଭାରେ ଏକ…
୧୩୪ ବୁଥ୍ର ନାମ ପରିବର୍ତ୍ତନ
ଭଦ୍ରକ ଅଫିସ, ୧୧ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜାତୀୟ ସ୍ତରର…
Archives


