Home Left

ସନ୍ତାନର ଜନକ ହେଲେ ଓ୍ବିଲେନ

କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ରେ ଜର୍ମାନୀ-ବେଲ୍‌ଜିୟମ ମ୍ୟାଚ ୨-୨ ଗୋଲରେ ଡ୍ର ରହିଛି। ଏକଦା ପଛୁଆ ସ୍ଥିତିରେ ରହି ଜର୍ମାନୀ ସଫଳ ପ୍ରତ୍ୟାବର୍ତ୍ତନ କରିଥିବାବେଳେ ପରେ ବେଲ୍‌ଜିୟମ ମ୍ୟାଚକୁ ବରାବର ସ୍ଥିତିକୁ ଆଣିବାରେ ସକ୍ଷମ ହୋଇଥିଲା। ମ୍ୟାଚର ଏହି ଫଳାଫଳ…

ଖତ ଖାଉଛି ସ୍ବଚ୍ଛ ସବାରି, ହୋଇପାରୁନାହିଁ ମରାମତି

ନବରଙ୍ଗପୁର,୧୮।୧(ବି.ପ୍ର.): ପରିବେଶକୁ ପ୍ରଦୂଷଣମୁକ୍ତ କରିବା ଲକ୍ଷ୍ୟରେ ପ୍ରାୟ ୨ ବର୍ଷ ତଳେ ବ୍ୟାଟେରିଚାଳିତ ସ୍ବଚ୍ଛ ସବାରିର ବ୍ୟବସ୍ଥା କରାଯାଇଥିଲା। କେବଳ ପରିବେଶ ପ୍ରଦୂଷଣମୁକ୍ତ ନୁହେଁ, ମହିଳାଙ୍କୁ ସଶକ୍ତୀକରଣ କରିବା ନିମନ୍ତେ ଏହି ଗାଡ଼ିର ବ୍ୟବହାର ଅନ୍ୟ ଏକ ପ୍ରମୁଖ କାରଣ ରହିଥିଲା।…

କିଟ୍‌ ଓ କିସ୍‌ ପରିଦର୍ଶନ କଲେ ୱେଲ୍ସ ହକି ଦଳ

ଭୁବନେଶ୍ୱର,୧୮।୧(ସ୍ପୋଟ୍ସ ର୍‌ ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ରେ ଭାଗ ନେବାକୁ ଆସିଥିବା ୱେଲ୍ସ ହକି ଦଳ ମଙ୍ଗଳବାର କିଟ୍‌ ଓ କିସ୍‌ ପରିଦର୍ଶନ କରିଥିଲେ। କିସ୍‌ରେ ପାଠ ପଢୁଥିବା ୩୦ ହଜାର ଛାତ୍ରୀଛାତ୍ରଙ୍କୁ ଦେଖି ୱେଲ୍ସ ହକି ଦଳର ଖେଳାଳି ଓ…

ଉତ୍ତେଜନା ବଢ଼ାଇଲା ପିଏମ୍‌-ଆବାସ

ଛେଣ୍ଡିପଦା, ୧୮।୧(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରକାଶିତ ତାଲିକାକୁ ନେଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ବହୁ ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ୍‌ ପଡ଼ିଥିବା ଅଭିଯୋଗ କରିଛନ୍ତି। ଏହାକୁ ନେଇ କୋଡ଼ାସାହି ବାସୀ ତେଣ୍ଟୁଲୋଇ ପଞ୍ଚାୟତ…

ଆଜିଠାରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୮।୧: ଝୁମାଇବେ ବଲିଉଡ୍‌, ଓଲିଉଡ୍‌ କଳାକାର। ଶୀତୁଆ ସନ୍ଧ୍ୟାକୁ ରୋମାଞ୍ଚତ୍ତ କରିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଦୁଲୁକିବ ମଞ୍ଚ। ବୁଧବାର ଉଦ୍‌ଘାଟନୀ ସନ୍ଧ୍ୟାରୁ ୨୨ ତାରିଖ ଉଦ୍‌ଯାପନୀ ଦିବସ ଯାଏ ଦର୍ଶକଙ୍କ ଅସମ୍ଭାଳ ଭିଡ଼ର ସାକ୍ଷୀ ରହିବ ଅନୁଗୋଳ ଷ୍ଟାଡିୟମ୍‌।…

ଜାପାନ ଦଳରୁ ଖେଳିଲେ ୧୨ ଜଣ

ଭୁବନେଶ୍ୱର,୧୮।୧ (କ୍ରୀଡ଼ା ପ୍ରତିନିଧି): ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଜାପାନ ବନାମ ଦକ୍ଷିଣ କୋରିଆ ହକି ବିଶ୍ୱକପ୍‌ ମ୍ୟାଚରେ ଏକ ବିରଳ ଘଟଣା ଦେଖିବାକୁ ମିଳିଥିଲା। ଜାପାନ ୧-୨ ଗୋଲରେ ପଛୁଆ ରହିଥିବାରୁ ମ୍ୟାଚର ଶେଷ ୩ ମିନିଟ ଅଲ୍‌ଆଉଟ ଖେଳିଥିଲା।…

ଭାରତୀୟ ଦଳର ଜୋରଦାର ଅଭ୍ୟାସ

ଭୁବନେଶ୍ୱର, ୧୮।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ରେ ନିଜର ପ୍ରଥମ ୨ଟି ମ୍ୟାଚ ରାଉରକେଲାର ବିର୍ସା ମୁୁଣ୍ଡା ଷ୍ଟାଡିୟମରେ ଖେଳିଥିବା ଭାରତୀୟ ଦଳ ସୋମବାର ଭୁବନେଶ୍ୱରରେ ପହଞ୍ଚତ୍ଥିବାବେଳେ ମଙ୍ଗଳବାର ଜୋରଦାର ଅଭ୍ୟାସ କରିଛି। ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚରେ…

ଟିଭିରେ ପ୍ରସାରିତ ହେବ ସୁପରହିଟ୍‌ ଫିଲ୍ମ ‘କାନ୍ତାରା’

ମୁମ୍ବାଇ: ଅଭିନେତା ଋଷବ ଶେଟ୍ଟୀଙ୍କ ଫିଲ୍ମ ‘କାନ୍ତାରା’ ୨୦୨୨ର ସବୁଠାରୁ ବଡ ବ୍ଲକବଷ୍ଟର ମଧ୍ୟରୁ ଅନ୍ୟତମ। ଏହି ଫିଲ୍ମଟି କେବଳ କନ୍ନଡ଼ରେ ନୁହେଁ ହିନ୍ଦୀରେ ଏବଂ ଅନ୍ୟ ଭାଷାରେ ମଧ୍ୟ ହିଟ୍‌ ମଧ୍ୟ ହୋଇଥିଲା। ପ୍ରେକ୍ଷାଳୟ ପରେ ଫିଲ୍ମଟି ଓଟିଟିରେ ମଧ୍ୟ…

ବନ୍ଧୁକ ଦେଖାଇ ୮୦,୦୦୦ ଲୁଟ୍‌

କାମାକ୍ଷାନଗର, ୧୮।୧(ଡି.ଏନ୍‌.ଏ.): ବାଇକ୍‌ରେ ଆସିଲେ। ବନ୍ଧୁକ ମୁନରେ ଭୟଭୀତ କରାଇ ଆଖି ପିଛୁଳାକେ ଛଡ଼ାଇନେଲେ ୮୦,୦୦୦ ଟଙ୍କା। ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଧୋବାବାହାଳି ଛକ ନିକଟରେ ମଙ୍ଗଳବାର ଏଭଳି ଫିଲ୍ମ ଷ୍ଟାଇଲ୍‌ରେ ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର…

ଆମ୍ରି ହସ୍ପପିଟାଲରେ ବିରଳ ଅସ୍ତ୍ରୋପ୍ରଚାର

ଭୁବନେଶ୍ୱର,୧୮।୧: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆମ୍ରି ହସ୍ପିଟାଲ ଭୁବନେଶ୍ୱରରେ ଏକ ବିରଳ ରୋଗର ସଫଳ ଅସ୍ତ୍ରୋପ୍ରଚାର କରାଯାଇଛି। ଏପରିକି ଆମ୍ରି ହସ୍ପପିଟାଲର ହୃଦରୋଗ ବିଶେଷଜ୍ଞ ଡା. ଦିବ୍ୟାରଞ୍ଜନ ବେହେରାଙ୍କ ନେତୃତ୍ୱରେ ଉକ୍ତ ରୋଗୀ ଓ ରୋଗର ସଫଳ ଅସ୍ତ୍ରୋପ୍ରଚାର କରାଯାଇଥିଲା।…

ସ୍ପାଇସ୍‌ମନିର ଉଦ୍ୟମ ସେବା

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରମୁଖ ଘରୋଇ ଆଇଟି ସଂସ୍ଥା ଡିଜିସ୍ପେସ୍‌ ଟେକ୍ନୋଲୋଜିସ୍‌ର ସହାୟକ କମ୍ପାନୀ ସ୍ପାଇସ୍‌ମନିର ଉଦ୍ୟମ ସେବାର ଶୁଭାରମ୍ଭ କରାଯାଇଛି। ଏହା ଜରିଆରେ ଗ୍ରାମୀଣ ଭାରତରେ ବାସ କରୁଥିବା ଲୋକମାନଙ୍କ ପାଖରେ ସରକାରୀ ସେବାଗୁଡ଼ିକୁ ପହଞ୍ଚାଇବାର ଉଦ୍ୟମ ଜାରି ରଖାଯାଇଛି। ଏପରିକି…

ରୟାଲ ଏନ୍‌ଫିଲ୍ଡର ନୂଆ ସୁପର ମିଟିଅର ୬୫୦ ଉନ୍ମୋଚିତ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରମୁଖ ପ୍ରିମିୟମ ବାଇକ୍‌ ବ୍ରାଣ୍ଡ୍‌ ରୟାଲ ଏନ୍‌ଫିଲ୍ଡର ନୂଆ ସୁପର ମିଟିଅର ୬୫୦ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏ ସମ୍ପର୍କରେ ରୟାଲ ଏନ୍‌ଫିଲ୍ଡର ସିଇଓ ବି. ଗୋବିନ୍ଦରାଜନ୍‌ କହିଛନ୍ତି,ଆମ ପୋର୍ଟଫୋଲିଓରେ ଥଣ୍ଡର ବାର୍ଡକୁ ରିପ୍ଲେସ୍‌ କରିଥିବା ରୟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?