Home Left

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଭୋଗୁଥିଲେ ଜେଲ୍‌ଦଣ୍ଡ: ଜେଲ୍‌ରେ ଚାଲିଗଲା ଜୀବନ

କର୍ନଲ,୧୦।୧୦: ହରିୟାଣାର କର୍ନଲ ଜିଲାରେ ଜଣେ ଅଭିଯୁକ୍ତଙ୍କର ପୋଲିସ ହାଜତରେ ରହସ୍ୟଜନକ ଭାବେ ମୃତ୍ୟୁ ଘଟିଛି। ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ କରନ ବିହାର ଅଞ୍ଚଳର ବିକାଶ (୩୨)ଙ୍କୁ ପୋଲିସ ଗିରଫ କରିଥିଲା। ୨ ମାସ ପୂର୍ବରୁ କରନ କୋର୍ଟରେ…

ଘୂର୍ଣ୍ଣିବଳୟ: ଆଉ ୨ ଦିନ ବର୍ଷା: ଆଜିଠୁ ସାମାନ୍ୟ କମିବ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବଙ୍ଗୋପସାଗର ଓ ଏହା ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗତ ୧୫ ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଆସନ୍ତା…

ଘୃଣା ମନ୍ତବ୍ୟ ବିରୋଧରେ ମାମଲା

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ଭିଏଚ୍‌ପିର ଏକ କାର୍ଯ୍ୟକ୍ରମରେ ଘୃଣା ମନ୍ତବ୍ୟକୁ ନେଇ ପୋଲିସ ଆୟୋଜକଙ୍କ ବିରୋଧରେ ଏତଲା ଦାଏର କରିଛି। ପୋଲିସର ବିନା ଅନୁମତିରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବାରୁ ଆଇପିସିର ଧାରା ୧୮୮ରେ ମାମଲା ରୁଜୁ ହୋଇଥିବା ଡିସିପି ଆର୍‌. ସାଥିଆସୁନ୍ଦରମ୍‌ କହିଛନ୍ତି।…

ଚାକିରି ବାହାନାରେ ବ୍ରହ୍ମପୁର ନେଇ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ):  ଏକ ବଡ଼ କମ୍ପାନୀରେ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ରାଜଧାନୀ ଭୁବନେଶ୍ୱରରୁ ନେଇ ବ୍ରହ୍ମପୁରରେ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଜଣକ ଶହୀଦନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…

୧୭ରୁ ମେଡିକାଲ ନାମଲେଖା କାଉନ୍‌ସେଲିଂ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ) – ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୧୭ ତାରିଖରୁ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ କାଉନ୍‌ସେଲିଂ ଆରମ୍ଭ ହେବ। ମୋଟ ୨,୨୦୦ ସିଟ୍‌ ମଧ୍ୟରୁ ୧,୭୦୦ ସିଟ୍‌ ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ…

ଶିଶୁପୁତ୍ର ଜନ୍ମର ୭ ଦିନ ପରେ ମା’ ମୃତ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଦୁର୍ଗମ ଯାମଲିଙ୍ଗ ଗାଁରେ ଶିଶୁପୁତ୍ରକୁ ଜନ୍ମ କରିବାର ୭ଦିନ ପରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ହେଲେ ଶିଶୁର ଯତ୍ନ ଓ ଲାଳନପାଳନ କରିବା ବାପାଙ୍କ ପାଇଁ ସମ୍ଭବ ନ ଥିବା ବେଳେ…

ଅନ୍ତିମ ଦିନିକିଆ ଉପରେ ସଭିଙ୍କ ନଜର

ନୂଆଦିଲ୍ଲୀ,୧୦ା୧୦: ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଦିନିକିଆ ସିରିଜ୍‌ର ଅନ୍ତିମ ମୁକାବିଲା ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯିବ। ମଙ୍ଗଳବାର ଖେଳାଯିବାକୁ ଥିବା ସିରିଜ୍‌ ନିର୍ଣ୍ଣାୟକରେ ଭାରତୀୟ ଓପ୍‌ନରଙ୍କ ଉପରେ ସଭିଙ୍କ ନଜର ରହିବ। ସିରିଜ୍‌ ୧-୧ରେ ରହିଥିବା ବେଳେ ଉଭୟ ଖେଳାଳି…

କଦଳୀ ପତ୍ରରେ ଲକ୍ଷ୍ମୀଙ୍କ ପ୍ରତିଛବି

ଜଳେଶ୍ୱର, ୧୦ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମୁଣୁତୁଣୀ ଗାଁର ଚିତ୍ରଶିଳ୍ପୀ ଅଜୟ କୁମାର ଘୋଷ ଗଜଲକ୍ଷ୍ମୀ ପୂଜା ଅବସରରେ ଏକ କଦଳୀପତ୍ରରେ ଲକ୍ଷ୍ମୀଙ୍କର ପ୍ରତିଛବି ନିଖୁଣ ଭାବେ ଆଙ୍କିଛନ୍ତି। ସେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରଦର୍ଶନୀରେ ରଙ୍ଗୋଲି, ଝୋଟି…

ନଦୀରୁ ମିଳିଲା ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୦।୧୦: ରାଉରକେଲା ଛେଣ୍ଡ୍‌ ଥାନା ଅଧୀନ ପ୍ରଧାନପାଲି ନିକଟ କୋଏଲ ନଦୀରୁ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହକୁ ଆରଜିଏଚ୍‌ ମର୍ଗରେ ରଖି ଘଟଣାର ତଦନ୍ତ କରୁଛି। ସୋମବାର କୋଏଲ ନଦୀରେ ଜଣେ ମହିଳାଙ୍କ ମୃତଦେହ…

ବିବାହ ପୂର୍ବରୁ ଜୟାଙ୍କ ନିକଟରେ ଏଭଳି ବଡ ସର୍ତ୍ତ ରଖିଥିଲେ ଅମିତାଭ

ବମ୍ବେ: ବଲିଉଡ୍‌ର ସଫଳ ବୈବାହିକ ଜୀବନ ବିତାଇଥିବା ଦମ୍ପତିମାନଙ୍କ ମଧ୍ୟରୁ ମହାନ ଅଭିନେତା ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନ ଅନ୍ୟତମ। ଏକ ସମୟରେ ଅନେକ ନାୟିକାଙ୍କ ସହ ନାଁ ଯୋଡା ହୋଇଥିଲେ ହେଁ ଅମିତାଭ ଜୟାଙ୍କ ହାତ ସବୁଦିନ ଲାଗି…

କୁମାରପୂର୍ଣ୍ଣିମାରେ ୩୨ ଗିରଫ, ୭୧ହଜାର ଟଙ୍କା ଜବତ

ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳରେ କୁମାରପୂର୍ଣ୍ଣିମା ରାତିରେ ବିଭିନ୍ନ ସ୍ଥାନରେ ଜୁଆ ଖେଳ ହେଉଥିବା ଅଭିଯୋଗ ପାଇ ପୋଲିସ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସ ଜୁଆଖେଳରେ ସମ୍ପୃକ୍ତ ଥିବା ୩୨ଜଣଙ୍କୁ ଗିରଫ କରିଛି। ଏପରି କି ପୋଲିସ…

ଟଙ୍କା ଭାଗ ବଣ୍ଟାକୁ କେନ୍ଦ୍ରକରି ହତ୍ୟାକାଣ୍ଡ

ଯୋଡ଼ା,୧୦ା୧୦(ଡି.ଏନ.ଏ): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବଳଦା କଚା ସାହିଠାରେ ଟଙ୍କା ଭାଗ ବଣ୍ଟାକୁ କେନ୍ଦ୍ରକରି ଏକ ହତ୍ୟାକାଣ୍ଡ ଘଟିଛି। ଠେଙ୍ଗା ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ରମେଶଚନ୍ଦ୍ର ପାତ୍ର। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri