ରାସ୍ତା କର୍ଦ୍ଦମାକ୍ତ, ଯାତାୟାତରେ ସମସ୍ୟା
ଦାରିଙ୍ଗବାଡ଼ି,୧୦ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ଏକାଧିକ ସ୍ଥାନରେ କଲଭର୍ଟ କାର୍ଯ୍ୟ ଚାଲିଛି। ଫଳରେ ଡାଇଇଭର୍ସନ ରାସ୍ତା କରାଯାଇଛି ଏବଂ ସେଗୁଡିକ…
ଦନ୍ତାହାତୀର ମୃତଦେହ ଠାବ
ଠାକୁରମୁଣ୍ଡା,୧୦ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମ ମଙ୍ଗଲକଚା ଜଙ୍ଗଲ କଡ଼ରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଖବର ପାଇ ଠାକୁରମୁଣ୍ଡା ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତ…
ବୃଦ୍ଧି ପାଉଛି ମାନସିକ ରୋଗ
ଆମ ଶରୀରରେ ‘ମନ’ ବୋଲି କୌଣସି ନିର୍ଦ୍ଦିଷ୍ଟ ଜିନିଷ ନାହିଁ। ଯାହାକୁ ମନ ବୋଲି କୁହାଯାଏ ତାହା ହେଉଛି ଭାବନା (thinking), ଅନୁଭବ (feeling) ଓ କାର୍ଯ୍ୟ ସଞ୍ଚାଳନ (volition)ର ସମାହାର। ମଣିଷ ଚିନ୍ତା କରିବା ଏବଂ ଅନୁଭବ କରିବା ସହିତ…
ନାଗସାପ ମୁଣ୍ଡରେ ଚୁମ୍ବନ ଦେଉଥିଲେ ଯୁବକ, ଘଟିଲା ଏମିତି
ବେଙ୍ଗାଲୁରୁ,୧୦।୧୦: କର୍ନାଟକର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଜଣେ ଯୁବକ ନାଗସାପକୁ ଉଦ୍ଧାର କରିବା ପରେ ତା’ ମୁଣ୍ଡରେ ଚୁମ୍ବନ ଦେବାକୁ ଚେଷ୍ଟା କରୁଥିଲେ। ତେବେ ସାପ ସେହି ଯୁବକଙ୍କ ଓଠକୁ କାମୁଡ଼ି ଦେଇଥିଲା। ଏହି ଘଟଣା…
ଟସ୍ ଜିତିଲା ଟିମ୍ ଇଣ୍ଡିଆ, ବୋଲିଂ ନିଷ୍ପତ୍ତି…
ସିଲହଟ,୧୦।୧୦ : ମହିଳା ଏସିଆ କପ ୨୦୨୨ ରେ ଆଜି ଭାରତୀୟ ମହିଳା ଦଳ ଏବଂ ଥାଇଲାଣ୍ଡ ମଧ୍ୟରେ ମ୍ୟାଚ୍ ହେଉଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତୀୟ ଦଳ ଟସ ଜିତ ବୋଲିଂ କରିବାକୁ…
ମାନବ ବିବର୍ତ୍ତନ ବୀକ୍ଷଣ
କିଏ ପାଇଛନ୍ତି: ସୁଇଡେନ୍ର ଷ୍ଟକ୍ହୋମ୍ରେ ଜନ୍ମିତ ଏବଂ ୬୭ ବର୍ଷ ବୟସ୍କ ସ୍ବାଣ୍ଟେ ପାବୋ ଚଳିତ ବର୍ଷ ଲାଗି ଶରୀର ବିଜ୍ଞାନ ବା ଭେଷଜ ବିଜ୍ଞାନରେ ସମ୍ମାନଜନକ ନୋବେଲ ପୁରସ୍କାର ପାଇବାର ଗୌରବ ଅର୍ଜନ କରିଛନ୍ତି। ସେ ଜଣେ ଜୀବ ରସାୟନ…
ମହିଳା ଏସିଆ କପ୍: ଆଜି ଥାଇଲାଣ୍ଡକୁ ଭେଟିବ ଟିମ୍ ଇଣ୍ଡିଆ…
ସିଲହଟ,୧୦।୧୦ : ମହିଳା ଏସିଆ କପ ୨୦୨୨ ରେ ଆଜି ଭାରତୀୟ ମହିଳା ଦଳ ଥାଇଲାଣ୍ଡକୁ ଭେଟିବ।ଏହି ମ୍ୟାଚ ବାଂଲାଦେଶର ସିଲହେଟ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅପରାହ୍ନ ୧ ଟାରୁ ଖେଳାଯିବ। ଭାରତ ମହିଳା ଦଳ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ କରୁଛି…
ଦେଢ଼ ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ନାହିଁ
ଲାଞ୍ଜିଗଡ,୧୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତରେ ଗତ ଅଗଷ୍ଟ ୧୮ ତାରିଖ ରାତି ୧୧ଟାରେ ପିଡିଏସ ଚାଉଳ ଚୋରାଚାଲାଣ ଘଟଣାର ଢେଡ଼ ମାସ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତଦନ୍ତ ବାଟମାରଣା ହେଉଥିବା ନେଇ…
ହଠାତ୍ କୋମାରୁ ଉଠି ମହିଳା କହିଲେ, ମୁଁ ଭଗବାନଙ୍କୁ ଭେଟିଲି: ଆଉ ତା’ପରେ…
ଯେତେ ପ୍ରକାର ରୋଗ ବଢୁଛି, ଚିକିତ୍ସା ବିଜ୍ଞାନରେ ସେତେ ଅଧିକ ଅଗ୍ରଗତି ହୋଇଛି। ପ୍ରାୟ ସମସ୍ତ ରୋଗର ଚିକିତ୍ସା ବର୍ତ୍ତମାନ ସମ୍ଭବ ହୋଇଛି। କିନ୍ତୁ ବେଳେବେଳେ ଏପରି କିଛି ଚମତ୍କାର ଘଟେ, ଯାହା ପ୍ରକୃତି ଏବଂ ଭଗବାନଙ୍କ ଉପରେ ଲୋକଙ୍କ ବିଶ୍ୱାସ…
କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି: ମୁତୟନ ହେବେ ୧୫ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୧୭ ବର୍ଷରୁ କମ୍ ବିଶ୍ୱକପ୍ ଫୁଟ୍ବଲ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୋମବାର ପୋଲିସ କମିଶନର ଏବଂ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। ତେବେ ଡିସିପିିଙ୍କ ତତ୍ତ୍ବାବଧାନରେ ୬ ଅତିରିକ୍ତ ଡିସିପି,…
କେଶବଙ୍କ ଚିକିତ୍ସାରେ ଅର୍ଥ ବାଧକ, ସରକାରୀ ସହାୟତା ଦାବି
ତେନ୍ତୁଳିଖୁଣ୍ଟି, ୧୦।୧୦(ଡି.ଏନ୍.ଏ.): ଖେଳିବା ଦୌଡ଼ିବା ବୟସରେ କଥା କହି ପାରୁନାହାନ୍ତି କି ଠିକ୍ଭାବେ ଠିଆ ହୋଇ ପାରୁ ନାହାନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବାରିଆଘାଟ ଗ୍ରାମର ଦୈତାରି ମୁଦୁଲିଙ୍କ ପୁଅ କେଶବ ରୋଗ କାରଣରୁ ଏଭଳି କଷ୍ଟ…
ଧରାକୋଟର ଐତିହ୍ୟ ଜଗନ୍ନାଥ ମନ୍ଦିର
ଧରାକୋଟ,୧୦ା୧୦: ସମଗ୍ର ଭାରତବର୍ଷର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ରହିଛି। ସେହି ମନ୍ଦିରଗୁଡ଼ିକ ମଧ୍ୟରୁ ମାତ୍ର ୯ଟି ହେଉଛି ବିମାନ ମନ୍ଦିର। ସେଥି ମଧ୍ୟରୁ ଗଞ୍ଜାମ ଜିଲା ଧରାକୋଟ ଜଗନ୍ନାଥ ମନ୍ଦିର ଗୋଟିଏ। ଷୋଡ଼ଶ ଶତାବ୍ଦୀରେ ସ୍ବର୍ଗତ ରାଜା ରାଜେନ୍ଦ୍ର ସିଂହ…
Archives


