Home Left

ଅଭିଯୁକ୍ତ ସ୍ବାମୀ ଜେଲ ଗଲେ

କଟକ ଅଫିସ,୧୮ା୧: କଟକ ମଧୁପାଟଣା ଥାନା ଅଧୀନ ଶ୍ରୀରାମ ନଗର ଅଞ୍ଚଳରେ ସୋମବାର ଘଟିଥିବା ମାଆ-ପୁଅ ମୃତ୍ୟୁ ଘଟଣାରେ ପୋଲିସ ମୃତା ମହିଳାଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ମୃତା ମହିଳା ଶିଳ୍ପୀ ଖୁଣ୍ଟିଆଙ୍କ…

ଫର୍ମ ପୂରଣ ପାଇଁ ବୋର୍ଡ ଅଫିସରେ ଭିଡ଼

କଟକ ଅଫିସ, ୧୮ା୧: କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଆସନ୍ତା ୩୧ରେ ପୁଣି ସ୍ବତନ୍ତ୍ର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ହେବ। ଏଥିପାଇଁ ଫର୍ମପୂରଣ କରିବାକୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶିକ୍ଷୟିତ୍ରୀ…

ଶିକ୍ଷା ମାଧ୍ୟମରେ ସାମଗ୍ରିକ ଓଡ଼ିଶା ଗଠନକୁ ଗୁରୁତ୍ୱ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବ୍ରହ୍ମପୁର ଜୋନ୍‌ରେ ଥିବା ୮ ଜିଲାର ଜିଲା ଶିକ୍ଷାଧିକାରୀ(ଡିଇଓ) ଓ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ କୃଷିଭବନ ଅଡିଟୋରିଅମରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ…

ରାଜ୍ୟରେ ହେବ ‘ଶାଶୁ-ବୋହୂ’ ସମ୍ମିଳନୀ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): ଜନସଂଖ୍ୟା ନିୟନ୍ତ୍ରଣ ଓ ପରିବାର ନିୟୋଜନ ଲକ୍ଷ୍ୟ ହାସଲ ପାଇଁ ରାଜ୍ୟ ସରକାର ଖୁବ୍‌ଶୀଘ୍ର ‘ଶାଶୁ-ବୋହୂ’ ସମ୍ମିଳନୀ ଆୟୋଜନ କରିବେ। ଏହା ବର୍ଷକୁ ଦୁଇଥର ହେବ। ଏହି ସମ୍ମିଳନୀ ଆୟୋଜନ ଦାୟିତ୍ୱ ଆଶାକର୍ମୀଙ୍କ ଉପରେ ନ୍ୟସ୍ତ କରାଯାଇଛି। ସମ୍ମିଳନୀରେ…

ଆଜି ହିମାଚଳ ପ୍ରଦେଶରେ ପ୍ରବେଶ କରିବ ଭାରତ ଯୋଡୋ ଯାତ୍ରା

ସିକିମ,୧୮।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବୁଧବାର ହିମାଚଳ ପ୍ରଦେଶରେ ପ୍ରବେଶ କରିବ। ଏହାପୂର୍ବରୁ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ମଙ୍ଗଳବାର ଇନ୍ଦୋରା ନିକଟସ୍ଥ ମାନସେର ଟୋଲ ପ୍ଲାଜାରେ ବ୍ୟବସ୍ଥାର ସମୀକ୍ଷା କରିଥିବା ସରକାରୀ…

ପ୍ରତ୍ୟେକ ଚଳଚ୍ଚିତ୍ର ଉପରେ ବିବୃତ୍ତି ଦେବାର କ’ଣ ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୮।୧: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ଶେଷ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଲ୍ମ ଉପରେ ବିବୃତ୍ତି ନ ଦେବାକୁ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଜଣେ ନେତା ଅଛନ୍ତି ଯିଏ ଚଳଚ୍ଚିତ୍ର ଉପରେ ବିବୃତ୍ତି ଜାରି ରଖିଛନ୍ତି,…

ବିବାହ ପ୍ରସ୍ତୁତି ଆରମ୍ଭ କରିଦେଲେଣି ଆଥିଆ-ରାହୁଲ

ମୁମ୍ବାଇ: ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କେ.ଏଲ ରାହୁଲଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଛି। ଦୁହେଁ ଜାନୁୟାରୀ ୨୩ରେ ବିବାହ କରିବେ ବୋଲି କୁହାଯାଉଥିବା ବେଳେ ବର୍ତ୍ତମାନ ବିବାହ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ଜଣାପଡିଛି। ରାହୁଲଙ୍କ ଘରର କିଛି ଫଟୋ…

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ୍‌

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ୧୮ ଜାନୁଆରୀ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯିବ। ୧୬ ଜାନୁଆରୀରେ ନ୍ୟୁଜିଲାଣ୍ଡ ଦଳ ହାଇଦ୍ରାବାଦରେ ପହଞ୍ଚିଛି। ଏହି ସିରିଜ୍‌ ରୋମାଞ୍ଚକର…

ଶୀତଦିନେ ଏସବୁ ଖାଇଲେ ନିୟନ୍ତ୍ରଣ ହୁଏ ମଧୁମେହ

ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ କଟକଣା ତ କେତେବେଳେ ଇନ୍‌ସୁଲିନ ନେବାକୁ ପଡ଼ିଥାଏ। ତେବେ ଶୀତଦିନେ ଏପରି କିଛି ଜିନିଷ ମିଳିଥାଏ…

ଲକରରୁ ମିଳିଲା ୧୭ କେଜି ସୁନା, ୧.୫୭ କୋଟି ଟଙ୍କା

ଭୁବନେଶ୍ୱର, ୧୮।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତଟ ରେଳପଥର ଅବସରପ୍ରାପ୍ତ ପ୍ରିନ୍ସିପାଲ ଚିଫ୍‌ ଅପରେଶନ୍‌ ମ୍ୟାନେଜର ପ୍ରମୋଦ କୁମାର ଜେନାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ଚଢ଼ାଉ କରି ବିପୁଳ ସମ୍ପତ୍ତି…

ତେଜସ୍ବୀ ସୂର୍ଯ୍ୟା ବିମାନ ଏମର୍ଜେନ୍ସି ଡୋର୍‌ ଖୋଲିଥିବା ଅଭିଯୋଗ

ନୂଆଦିଲ୍ଲୀ,୧୮ା୧: ଭାଜପା ନେତା ତେଜସ୍ବୀ ସୂର୍ଯ୍ୟା ଚେନ୍ନାଇ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀ ପ୍ରସ୍ଥାନ ଦ୍ୱାର ଖୋଲିଦେଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ବିମାନ ଉଡ଼ାଣ ଦୁଇଘଣ୍ଟା ବିଳମ୍ବ ହେବା ସହ ଯାତ୍ରୀମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥିଲା। ଗତ ଡିସେମ୍ବର…

ଦୁଇ ନାବାଳିକାଙ୍କୁ ବାନ୍ଧି ଗଣବଳାତ୍କାର

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସୋମବାର ଭୁବନେଶ୍ୱର ପଟିଆ ରେଳ ଷ୍ଟେଶନ ନିକଟରେ ଦୁଇ ନାବାଳିକାଙ୍କ ହାତଗୋଡ଼ ବାନ୍ଧି ରାତିସାରା ଗଣ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ବଳତ୍କାରର ଶିକାର ହୋଇଥିବା ପୀଡ଼ିତା ମଧ୍ୟରୁ ଜଣଙ୍କ ବୟସ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?