ଡଙ୍ଗା ଓଲଟି ୭୬ ଜଣଙ୍କ ମୃତ୍ୟୁ…
ଆବୁଜା,୧୦।୧୦ : ନାଇଜେରିଆର ଆନମ୍ବ୍ରା ସହରରେ ଏକ ଡଙ୍ଗା ବୁଡ଼ି ଘଟଣାରେ ୭୬ ଜଣଙ୍କର ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଡଙ୍ଗାରେ ସମୁଦାୟ ୮୫ ଜଣ ଥିଲେ। ବନ୍ୟା ଜଳ ସ୍ରୋତ ନିୟନ୍ତ୍ରଣ ହରାଇ ଡଙ୍ଗାଟି ଓଲଟି ପଡ଼ିଥିଲା। ନାଇଜେରିଆ ରାଷ୍ଟ୍ରପତି…
ବିବାହିତା ମହିଳାଙ୍କ ପ୍ରେମରେ ପଡିଥିଲେ ରାଜାମୌଲି
‘ଆର୍ଆର୍ଆର୍’ ଏବଂ ‘ବାହୁବଲୀ’ ଭଳି ସୁପରହିଟ୍ ଫିଲ୍ମର ନିର୍ଦ୍ଦେଶନା ଦେଇଥିବା ଏସ୍. ରାଜାମୌଲିଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ତେଲୁଗୁ ଜଗତର ଜଣାଶୁଣା ନିର୍ଦ୍ଦେଶକ ରାଜମୌଲି ଆଜି ସମଗ୍ର ଭାରତୀୟ ସିନେମାରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଆଜି ଯଦିଓ ସେ ସବୁଠାରୁ…
୭ ହାଇୱେ ଲୁଟେରା ଗିରଫ
ଖୋର୍ଦ୍ଧା ଅଫିସ,୧୦ା୧୦: ଦୀର୍ଘଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ୧୬ନମ୍ବର ଜାତୀୟ ରାଜପଥରେ ଲୁଟପାଟ ଓ ଡକାୟତି କରୁଥିବା ଏକ ହାଇୱେ ଲୁଟେରା ଗ୍ୟାଙ୍ଗ ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି। ଶନିବାର ବିଳମ୍ବିତ ରାତିରେ ତୋଟାପଡ଼ା ଖୋର୍ଦ୍ଧା ଟାଉନ ଷ୍ଟେଶନ…
ଫାଇଲ ଖୋଲିବାକୁ ଅଧିକାରୀ ଅନିଚ୍ଛୁକ
ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଆଦର୍ଶ (ଟାଉନ) ଥାନା ଅଧୀନ ଗୁରୁଜଙ୍ଗରେ ୨୦୨୧ ଅକ୍ଟୋବର ୯ ତାରିଖ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ସ୍ବାମୀ ଫେରାର ହୋଇଯାଇଥିଲେ। ଏହି…
ହଜିଯାଉଛି ଶୈଶବ
ଖୋର୍ଦ୍ଧା ଅଫିସ,୧୦ା୧୦: ଶିଶୁଙ୍କ ବିକାଶରେ ଶିଶୁ ଶ୍ରମିକ ପ୍ରଥା ଏକ ବଡ ବାଧକ। ଯଦି ଶିଶୁ ଶିକ୍ଷାଲାଭ ସମୟରେ କୌଣସି କାର୍ଯ୍ୟରେ ନିଯୁକ୍ତ ରହିଥାଏ, ତାହାକୁ ଏକ ଅପରାଧ ଭାବେ ଧରି ନିଆଯିବ। ତେଣୁ ଶିଶୁ ଶ୍ରମିକ ପ୍ରଥାକୁ ବିଲୋପ ପାଇଁ…
ରାଜ୍ୟରୁ ଆଜି ୭୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୭୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୯୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୬ ଜଣ ଚିହ୍ନଟ ହୋଇଥିବା…
ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ରାସ୍ତା ଶୋଚନୀୟ
ନାଉଗାଁ,୧୦ା୧୦ (ସ୍ବ.ପ୍ର): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକର ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ଦ୍ୱାରା ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଏଲ୍ ଆଣ୍ଡ ଟି…
ଏହି ସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସୋମବାର ମଧ୍ୟ କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…
ପିପିଏ ଅଧ୍ୟକ୍ଷ ପି.ଏଲ.ହାରାନ୍ଧଙ୍କୁ କୋଲକାତା ପୋର୍ଟର ଅତିରିକ୍ତ ଦାୟିତ୍ୱ
ପାରାଦୀପ,୧୦।୧୦(ସ୍ବ.ପ୍ର.): କେନ୍ଦ୍ର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ପାରାଦୀପ ବନ୍ଦର ଅଥରିଟି(ପିପିଏ) ଅଧ୍ୟକ୍ଷ ପି.ଏଲ୍. ହାରାନ୍ଧଙ୍କୁ ରବିବାର କୋଲକାତାର ଶ୍ୟାମାପ୍ରସାଦ ମୁଖାର୍ଜୀ ପୋର୍ଟ ଅଥରିଟି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ…
୩୧ ମାସ ପରେ ବନ୍ଦର ଟ୍ରଷ୍ଟି ନିର୍ବାଚନ ଘୋଷଣା
ପାରାଦୀପ,୧୦।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଥରିଟିର ଲେବର ଟ୍ରଷ୍ଟି (ପରିବର୍ତ୍ତିତ ନାମ ବୋର୍ଡ ସଦସ୍ୟ) ପାଇଁ ୩୧ ମାସ ପରେ ୨୮ ତାରିଖରେ ନିର୍ବାଚନ ହେବ। ଏହି ନିର୍ବାଚନ ବାଲଟ୍ ପେପର ଜରିଆରେ ହେବ। ଉକ୍ତ ଦିନ ଫଳାଫଳ ପ୍ରକାଶ ପାଇବ। ଏ…
ଉଦ୍ଘାଟନକୁ ମାସେ ନ ପୂରୁଣୁ ସ୍ମାର୍ଟ ପାର୍କରେ ଅବ୍ୟବସ୍ଥା
ପଟ୍ଟାମୁଣ୍ଡାଇ,୧୦ା୧୦(ସ୍ବ.ପ୍ର.): ସହରୀ ଜୀବନରେ ବିନୋଦନ ପାଇଁ ସର୍ବାଧିକ ପସନ୍ଦର ସ୍ଥାନ ହେଉଛି ପାର୍କ। ବର୍ତ୍ତମାନର ଟେକ୍ନୋଲୋଜି ଯୁଗରେ ପାର୍କର ଚାହିଦା ଆଦୌ କମିନାହିଁ। ସକାଳେ ମର୍ନିଂ ୱାକ୍ ହେଉ କି ଅପରାହ୍ନରେ ହାଲ୍କା ପବନରେ କିଛି ସମୟ ନିରୋଳାରେ କାଟିବା ପାଇଁ…
ମହିଳା ବିଚ୍ ଭଲିବଲ ଦଳକୁ ପ୍ରଥମ ପଦକ
ଭୁବନେଶ୍ୱର, ୧୦।୧୦ (କ୍ରୀଡ଼ା ପ୍ରତିନିଧି): ସୁରଟର ଡୁମାସ୍ ବିଚ୍ରେ ଅନୁଷ୍ଠିତ ୩୬ତମ ଜାତୀୟ କ୍ରୀଡ଼ା ବିଚ୍ ଭଲିବଲ୍ (ପୁରୁଷ ଏବଂ ମହିଳା) ଇଭେଣ୍ଟରେ ଓଡ଼ିଶା ମହିଳା ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଓଡ଼ିଶା ଭଲିବଲ ଇତିହାସରେ ପ୍ରଥମଥର ପାଇଁ ମହିଳା…
Archives


