Home Left

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର ଚଳିତ ବର୍ଷ ପ୍ରକୃତି ବନ୍ଧୁ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିଶ୍ୱ ପରିବେଶ ଦିବସ…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି, ଯଦିଓ ଏହା ଏକ ଅତ୍ୟନ୍ତ ଲାଭଦାୟକ ସ୍କିମ। ଯଦି ଆପଣଙ୍କର ପ୍ରୋଭିଡେଣ୍ଟ ଫଣ୍ଡ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ। ଦିନବେଳେ ତାପମାତ୍ରା ଅଧିକ ଥିବା ବେଳେ ଅନ୍ୟପଟେ ନିର୍ଦ୍ଧାରିତ ସମୟରୁ ଅଧିକ ସମୟ…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ ପୂର୍ୱରୁ ଦଳ ପାଇଁ ତିନି ଜଣ ସରକାରୀ ମୁଖପାତ୍ରଙ୍କ ନିଯୁକ୍ତି ଘୋଷଣା କରାଯାଇଛି।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଫିରହାଦ ହାକିମ ଶୁକ୍ରବାର କୋଲକାତାର ମେୟର…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ ଟାଟା ପାଓ୍ବାର ଅଫିସ ଘେରାଉ କରିଥିଲେ। ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତକୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଭାରତ ବିଶ୍ୱର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ ପେତପଡ଼ା ନ ମାଣିଆ ଭେଡ଼ାରେ ଗୌରାଙ୍ଗଙ୍କ ମୃତଦେହ ପଡ଼ିଥିବା ନେଇ ଜଣାପଡ଼ିବା ପରେ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା କରିଥିଲେ ଯେ ତାଙ୍କ ସଂଗଠନ ପରବର୍ତ୍ତୀ ତାମିଲନାଡୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏହା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା ବିଧାୟକଙ୍କୁ ସ୍ବାଗତ କରିଥିବା ୨ ନେତାଙ୍କ ନିଲମ୍ବନକୁ ତୀବ୍ର…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା ଗ୍ରହଣ କରିଛି। ଏହି ଘଟଣା ଉପରେ ପ୍ରତିକ୍ରିୟା ଦେଇ ତାମିଲନାଡୁ ଭାଜପା ସଭାପତି…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ ଓରଫ ମୁନା। ଅଭିଯୋଗ ମୁତାବକ, ମହିଳା ଜଣକ ସ୍ବାମୀଙ୍କ ମଦ ନିଶା ଛଡ଼ାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?