ସ୍ବପ୍ନ, ପରିଶ୍ରମ ଆଣିଛି ସଫଳତା
ବରଗଡ଼ ଅଫିସ୍,୯।୧୦ : ଓଡ଼ିଶା ସିଭିଲ ସେବା ପରୀକ୍ଷା-୨୦୨୦ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲାର ପରୀକ୍ଷାର୍ଥୀ ମଧ୍ୟ ସଫଳତା ଅର୍ଜନ କରିଛନ୍ତି। ସଫଳତା ପରେ ପରିବାର ଏବଂ ଆତ୍ମୀୟସ୍ବଜନଙ୍କ ମଧ୍ୟରେ ଖୁସି ଦେଖାଯାଇଛି। କିଛି ସଫଳ ପରୀକ୍ଷାର୍ଥୀଙ୍କୁ…
ଅଧ୍ୟବସାୟ ଆଗରେ ହାରିଲା ଅନଟନ
ପରଜଙ୍ଗ, ୯।୧୦(ଡି.ଏନ୍.ଏ.): ବାପା ଦିନ ମଜୁରିଆ। ସାରା ଦିନ କଟେ ହାଡ଼ଭଙ୍ଗା ପରିଶ୍ରମରେ। ସଂସାର ରଥକୁ ଚଳାଇ ନେବାକୁ ମା’ଙ୍କର ଅବଦାନ ବି କମ୍ ନୁହେଁ। ରାତି ପାହିଲେ ସଫା କରନ୍ତି ଗଁା ଲୋକଙ୍କ କୁଢ଼କୁଢ଼ ମଇଳା ଲୁଗାପଟା। ଅଭାବୀ ଜୀବନକୁ…
ଆଜି ଧନଦାତ୍ରୀଙ୍କ ଧରାବତରଣ
ଢେଙ୍କାନାଳ ଅଫିସ, ୯।୧୦: ମଣ୍ଡପରେ ସରିଛି ସାଜସଜ୍ଜା। ଶେଷସ୍ପର୍ଶ ପରେ ଦାଉଦାଉ ହୋଇ ଝଟକୁଛନ୍ତି ମା’ ପଦ୍ମାଳୟାଙ୍କ ମୃଣ୍ମୟୀ ପ୍ରତିମା। ପାରମ୍ପରିକ ନୀତି ଅନୁଯାୟୀ ଜୀବନ୍ୟାସ ପରେ ଧରାବତରଣ କରିବେ ଧନଦାତ୍ରୀ। ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା କୁ ଆଉ ମାତ୍ର କେଇଘଣ୍ଟା…
ଜରିପାଲ ଭରସାରେ ଗରିବ ପରିବାର
ଯାଜପୁର ଅଫିସ/କାଏମା (ଡି.ଏନ.ଏ.), ୯।୧୦:ଯାଜପୁର ଜିଲା ଧର୍ମଶାଳା ବ୍ଲକ ମିର୍ଜାପୁର ଗ୍ରାମପଞ୍ଚାୟତ କଣ୍ଣାବଣିଆ ଗ୍ରାମର ଅସହାୟ ପରିବାର ମିନତି ମଳିକଙ୍କୁ ପ୍ରଶାସନିକ ପ୍ରତିଶ୍ରୁତି ମିଳିଛି। ଧରିତ୍ରୀରେ ୨୫ା୯ା୨୦୨୨ରେ ‘ଅବହେଳାର ଶିକାର ୨ ଅସହାୟ ପରିବାର’ ଶୀର୍ଷକ ଖବର ପ୍ରକାଶ ପାଇବା ପରେ…
ଅପେକ୍ଷାରେ ୨ ଦଶନ୍ଧି
ଯାଜପୁର ଅଫିସ,୯।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଏହି…
ହାତୀ ମୃତ୍ୟୁ ରୋକିବ ସୌର ତାରବାଡ଼
ଯୋଡ଼ା,୯।୧୦(ଡି.ଏନ୍.ଏ.):କେନ୍ଦୁଝର ବନଖଣ୍ଡର ଚମ୍ପୁଆ ରେଞ୍ଜ ଅଧୀନ ତଥା ଯୋଡ଼ା ବନପାଳ ଅନ୍ତର୍ଗତ ଯୁରୁଡ଼ି କ୍ରେଚ୍ ହଟିଂ ରେଲ୍ୱେ କ୍ରସିଂ ନିକଟରେ ହାତୀଙ୍କୁ ସୁରକ୍ଷା ଉଦ୍ଦେଶ୍ୟରେ ଏକ ଝୁଲନ୍ତା ସୌର ତାରବାଡ଼ (ହ୍ୟାଙ୍ଗି ସୋଲାର ଫେନ୍ସିଂ) ବ୍ୟବସ୍ଥା କରାଯାଇଛି। ଏହାକୁ…
ଧାମନଗର:ଛିଡୁନି ଅଙ୍କକଷା
ଭଦ୍ରକ ଅଫିସ/ ଧାମନଗର,୯।୧୦ (ଡି.ଏନ.ଏ): ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜନୈତିକ ପାଣିପାଗ ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଏହି ଆସନକୁ ନିଜ ଅକ୍ତିଆରକୁ ନେବାକୁ ପୂରା ଦମ…
ସିଆର୍ପିଏଫ୍ କନ୍ଷ୍ଟେବଲ ବହିଷ୍କୃତ
ଜଗତ୍ସିଂହପୁର ଅଫିସ, ୯।୧୦: ଜାଲ୍ ଜାତିଗତ ପ୍ରମାଣପତ୍ର ଦେଇ ସିଆର୍ପିଏଫ୍ (ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ)ରେ କନ୍ଷ୍ଟେବଲ ଭାବେ ନିଯୁକ୍ତିି ପାଇଥିବା ଜଗତ୍ସିଂହପୁର ଜିଲାର ଜଣେ ବ୍ୟକ୍ତି ଚାକିରିରୁ ବହିଷ୍କୃତ ହୋଇଛନ୍ତି। ସେ ହେଲେ ତିର୍ତ୍ତୋଲ ଥାନା ଅନ୍ତର୍ଗତ ବେଗୁନିଆ କୋର୍କର…
୩ ମାସ ମିଳିନି କଳାକାର ଭତ୍ତା
ଭଞ୍ଜନଗର,୯।୧୦(ଡି.ଏନ.ଏ):ଗଞ୍ଜାମ ଜିଲାର ପ୍ରାୟ ୧୮ଶହ କଳାକାରଙ୍କୁ ୩ ମାସ ହେଲା କଳାକାର ଭତ୍ତା ମିଳିନାହିଁ। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଉଥିବା ଏହି କଳାକାରମାନଙ୍କ ପରିବାର ଏବେ ଚିନ୍ତାରେ ଅଛନ୍ତି। ଗତ ଜୁଲାଇରେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ…
ମମ ଟୁ ବି: ରେଡ କଫତାନରେ ମନ କିଣିଲେ ବିପାଶା
ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟଙ୍କ ଭଳି ବିପାଶା ବସୁ ବି ଏବେ ତାଙ୍କ ମ୍ୟାଟରନିଟି ଷ୍ଟାଇଲକୁ ନେଇ ଆସୁଛନ୍ତି ଚର୍ଚ୍ଚାକୁ । ନିକଟରେ ମାଆ ହେବାକୁ ଯାଉଥିବା ବିପାଶା ଏବେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ…
ବ୍ଲାକ୍ମେଲ୍ ସହ ନିଶା ଲିଙ୍କ୍: ହୋଟେଲରେ ଡିଲ୍ ବେଳର ଭିଡିଓ ଭା ଇରାଲ
ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ କେବଳ ବଡ଼ ବଡ଼ିଆ ଲୋକଙ୍କୁ ନିଜ ଜାଲରେ ଫସାଇ ବ୍ଲାକ୍ମେଲ୍ କରୁ ନ ଥିଲେ ବରଂ ନିଶା କାରବାର ମଧ୍ୟ କରୁଥିବା କୁହାଯାଉଛି। ତେଣୁ ନିଜର କଳା ସାମ୍ରାଜ୍ୟ ବିଷୟରେ କାଳେ କିଏ ଜାଣିଦେବ,…
ନର୍ଦ୍ଦମା ପାଖରେ ଖାଦ୍ୟ ପ୍ରସ୍ତୁତି
ପୁରୀ ଅଫିସ,୯।୧୦:ମଣିଷ ପାଇଁ ଖାଦ୍ୟ ଯେତେ ଜରୁରୀ, ଶରୀର ପାଇଁ ସୁଷମ ଓ ପୁଷ୍ଟିସାର ଖାଦ୍ୟ ସେତିକି ଆବଶ୍ୟକ। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଯେଉଁଭଳି ଭାବେ ବର୍ତ୍ତମାନ ଖାଦ୍ୟର ମାନ କମିବା ସହ ନକଲି ପଦାର୍ଥରେ ଖାଦ୍ୟ ପ୍ରସ୍ତୁତି ହେଉଛି,…
Archives


