Home Left

ଜଳିଗଲା ୮ ବଖରା

ଭଣ୍ଡାରିପୋଖରୀ,୧୬।୧(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ଜଳମଣ୍ଡୁଆ ପଞ୍ଚାୟତର କରଞ୍ଜିଗୁଣୁପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୮ ବଖରା ଜଳିଯାଇଛି। ଗ୍ରାମର ବଳରାମ ସେନାପତି, ରମାକାନ୍ତ ସେନାପତି, ପ୍ରଶାନ୍ତ କୁମାର ଦାସ ଓ ଉଦୟଭାନୁ ଦାସଙ୍କ ଘର ଜଳିଯାଇଥିବା ବେଳେ ସମସ୍ତ…

ରାଜପଥରୁ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଗଞ୍ଜାମ,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ପୋଲିସ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ସୋମବାର ଜବତ କରିଛି। ଜାତୀୟ ରାଜପଥ ପାଟ୍ରୋଲିଂ ଏସ୍‌ଆଇ ନୀଳାଚଳ ସେଠୀ, ହୁମା ଫାଣ୍ଡି…

ଟ୍ରେନ୍‌ ଶୌଚାଳୟରେ ପଡ଼ି ମହିଳା ଯାତ୍ରୀଙ୍କ ଚାଳିଗଲା ଜୀବନ

ବ୍ରହ୍ମପୁର ଅଫିସ,୧୬।୧: ରେଳପଥ ପୋଲିସ ରବିବାର ରାତିରେ ଜଣେ ମହିଳା ଯାତ୍ରୀଙ୍କ ମୃତଦେହ କୋଣାର୍କ ଏକ୍ସପ୍ରେସ୍‌ର ଶୌଚାଳୟରୁ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ଗଣ୍ଡାପଲି ଗ୍ରାମର ଗନ୍ତେଇ ଦାସଙ୍କ ସ୍ତ୍ରୀ ସୁନ୍ଦରୀ ଦାସ(୩୬)।…

୨୫୫ କେଜି ଗଞ୍ଜେଇ ଜବତ: ୨ କାର୍‌ ସହ ୫ ଗିରଫ

ବ୍ରହ୍ମପୁର ଅଫିସ,୧୬।୧: ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ରବିବାର ଓ ସୋମବାର ୨ଟି ପୃଥକ୍‌ ସ୍ଥାନରେ ଚଢ଼ାଉକରି ୨୫୫ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ୨ଟି କାର୍‌…

ପୁରୁଷ ହକି ବିଶ୍ୱକପ୍‌: ନ୍ୟୁଜିଲ୍ୟାଣ୍ଡକୁ ୪-୦ରେ ଗୋଲରେ ହରାଇଲା ନେଦରଲ୍ୟାଣ୍ଡ୍ସ

ରାଉରକେଲା,୧୬।୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର ମ୍ୟାଚ୍‌ରେ ନେଦରଲ୍ୟାଣ୍ଡ୍ସ ବିଜୟୀ ହୋଇଛି। ୪-୦ରେ ଗୋଲରେ ନେଦରଲ୍ୟାଣ୍ଡ୍ସ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରିଛି। ଚଳିତ ବିଶ୍ୱକପରେ ଏହା ନେଦରଲ୍ୟାଣ୍ଡ୍ସର ଦ୍ୱିତୀୟ ବିଜୟ। ପ୍ରଥମ ମ୍ୟାଚ୍‌ରେ ଦଳ ମାଲେସିୟାକୁ…

କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମିଳିବ ୨୦୦୦ ଟଙ୍କା

ବେଙ୍ଗାଲୁରୁ,୧୬।୧: କର୍ନାଟକରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କର୍ନାଟକରେ କଂଗ୍ରେସ ସରକାର କ୍ଷମତାକୁ ଆସିଲେ ୨୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଯୋଗାଇଦେବାକୁ ଦଳ ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ବେଳେ ସୋମବାର ଦଳ ଏବେ ଆଉ…

ନେପାଳ ବିମାନ ଦୁର୍ଘଟଣାରେ ସିଙ୍ଗର ନିରା ଛନ୍ତୟାଲଙ୍କ ନିଧନ

କାଠମାଣ୍ଡୁ,୧୬ ।୧: ରବିବାର ନେପାଳରେ ହୋଇଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଏବେ ପର୍ଯ୍ୟନ୍ତ ୬୮ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏବେ ସୂଚନା ମିଳିଛି କି ଏହି ଦୁର୍ଘଟଣାରେ ନେପାଳର ନାମୀ…

୧୭ରେ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର,…

ପକେଟ ମନିପାଇଁ ମଡଲିଂ ଆରମ୍ଭ କରିଥିଲେ ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ ଶେରଶାହ ସିଦ୍ଧାର୍ଥ ମାଲହୋତ୍ରା ସୋମବାର ତାଙ୍କର ୩୮ ତମ ଜନ୍ମଦିନ ପାଳନ କରିଛନ୍ତି । ଏବେ ସିଦ୍ଧାର୍ଥ ବଲିଉଡର ଜଣେ ଆଗଧାଡିର ଅଭିନେତା । ସେ ୨୦୧୨ରେ ବରୁଣ ଧୱନ ଓ ଆଲିଆ ଭଟ୍ଟଙ୍କ ସହ ବଲିଉଡ ମୁଭି…

କଣ୍ଟାବାଞ୍ଜି ବିଧାୟକଙ୍କ ଆଚରଣ ପ୍ରତିବାଦରେ ଓଏଏସ ସଂଘ ସଦସ୍ୟ ପିନ୍ଧିଲେ କଳାବ୍ୟାଚ

ବଲାଙ୍ଗୀର ଅଫିସ, ୧୬।୧: ବଲାଙ୍ଗୀର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ ଗତ ୧୨ ତାରିଖରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ବଲାଙ୍ଗୀର ଜିଲାପାଳ ଏବଂ ଜିଲା ପରିଷଦ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ…

ପୁଣି ସାକ୍ସେନାଙ୍କୁ ଟାର୍ଗେଟ୍‌ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଦିଲ୍ଲୀର ସରକାରୀ ଶିକ୍ଷକମାନଙ୍କୁ ଫିନଲ୍ୟାଣ୍ଡକୁ ତାଲିମ ପାଇଁ ପଠାଇବା ପ୍ରସଙ୍ଗରେ ଏବେ ପୁଣି ଥରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସାକ୍ସେନାଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିଓ୍ବାଲ…

ଚଳଚ୍ଚିତ୍ରରେ କାମ କରିବା ପୂର୍ବରୁ ସଂଘର୍ଷ କରିଥିଲେ ଅଭିନେତା, ସେଲ୍ସମ୍ୟାନ୍‌ରୁ ଆଜି ସୁପରଷ୍ଟାର୍‌

ମୁମ୍ବାଇ: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତା ବିଜୟ ସେଥୁପଥି ଆଜି ତାଙ୍କର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ବିଜୟ ୧୬ ଜାନୁୟାରୀ ୧୯୭୮ରେ ତାମିଲନାଡୁରେ ରାଜପାଲାୟମଠାରେ ଜନ୍ମଗ୍ରହଣ କରିଥିଲେ। କୁହାଯାଏ ଯେ, ଜଣେ ସଫଳ ଅଭିନେତାଙ୍କ ପଛରେ ବହୁତ ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?