ଗୋହିରା ଡ୍ୟାମ୍ ଜଳରେ ଭାସିଯାଇଥିବା ୯ ଉଦ୍ଧାର
ରିଆମାଳ/ଦେବଗଡ଼,୮।୧୦ (ଡି.ଏନ୍.ଏ.): ଦେବଗଡ ଜିଲାର ଗୋହିରା ଡ୍ୟାମର ଜଳ ନିଷ୍କାସନ ବେଳେ ଭାସିଯାଇଥିବା ୯ଜଣ ଉଦ୍ଧାର ହୋଇଛନ୍ତି। ଶୁକ୍ରବାର ତଳମୁଣ୍ଡରେ ଗୋହିରା ନାଳରେ ଫଟୋ ଉଠାଇବାକୁ ଯାଇଥିବା ୫ଜଣ ଓ ଗାଧୋଇବାକୁ ଯାଇଥିବା ୪ଜଣ ଭାସିଯାଇଥିଲେ। ଭାସିଯାଇଥିବା ସମସ୍ତେ ରିଆମାଳ ଥାନା…
କର୍ନାଟକ ରାସ୍ତାରେ ଚାଲିବନି ଆଉ ଓଲା ଅଟୋ
ବେଙ୍ଗାଲୁରୁ,୮।୧୦: ଓଲା, ଉବେର ଏବଂ ରାପିଡୋ କମ୍ପାନୀକୁ ଝଟକା। ଆସନ୍ତା ଦୁଇ ଦିନ ମଧ୍ୟରେ ସେମାନଙ୍କ ସେବା ବନ୍ଦ କରିବାକୁ କର୍ନାଟକ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କମ୍ପାନୀ ଆଉ ବେଙ୍ଗାଲୁରୁରେ ଅଟୋ ଚଳାଇ ପାରିବେ ନାହିଁ। ଯାତ୍ରୀମାନଙ୍କଠାରୁ ଅଧିକ ଭଡା…
ଅଷ୍ଟ୍ରେଲିଆ ସିରିଜ ବିଜୟୀ
ବ୍ରିସବେନ, ୮ା୧୦: ଡେଭିଡ ଓ୍ବାର୍ନରଙ୍କ ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଓ ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଶୁକ୍ରବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୩୧ ରନରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ…
ପାକିସ୍ତାନଠାରୁ ଭାରତ ପରାସ୍ତ
ସିଲ୍ହେଟ୍,୮ା୧୦(ପି.ଟି.): ମହିଳା ଟି୨୦ କ୍ରିକେଟ ଏସିଆ କପ୍ ଟୁର୍ନାମେଣ୍ଟରେ ଭାରତ ଶୁକ୍ରବାର ପାକିସ୍ତାନଠାରୁ ୧୩ ରନରେ ହାରିଯାଇଛି। ୬ବର୍ଷ ମଧ୍ୟରେ ଭାରତ ବିପକ୍ଷରେ ଏହା ହେଉଛି ପାକିସ୍ତାନ ମହିଳା ଦଳର ପ୍ରଥମ ବିଜୟ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ…
ହକରଙ୍କ ପୁଅ ଓସିଏସ୍ରେ ଉତ୍ତୀର୍ଣ୍ଣ
ଅନୁଗୋଳ ଅଫିସ, ୮ା୧୦ : ପିଲାବେଳେ ଏକ ଦୁର୍ଘଟଣା ତାଙ୍କୁ ଦିବ୍ୟାଙ୍ଗ କରିଦେଇଥିଲା। ହେଲେ ଏହି ଶାରୀରିକ ଅକ୍ଷମତା ତାଙ୍କ ମନୋବଳକୁ ଭାଙ୍ଗିପାରି ନ ଥିଲା। ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ନିଜ ମେଧା ପ୍ରଦର୍ଶନ କରି ସେ ୨୦୧୯ ଓଡ଼ିଶା ସିଭିଲ…
ପ୍ରୋ-କବାଡ଼ି ଲିଗ୍ ଆରମ୍ଭ
ବେଙ୍ଗାଲୁରୁ, ୮ା୧୦: ପ୍ରୋ-କବାଡି ଲିଗ୍ର ସିଜନ-୯ ଆରମ୍ଭ ହୋଇଛି। ଶୁକ୍ରବାର ସ୍ଥାନୀୟ କାନ୍ତିରାଭା ଇନ୍ଡୋର ଷ୍ଟାଡିୟମରେ ପ୍ରତିଯୋଗିତାର ଉଦ୍ଘାଟନୀ ମ୍ୟାଚରେ ଦବଙ୍ଗ ଦିଲ୍ଲୀ କେସି ୪୧-୨୭ରେ ୟୁ ମୁମ୍ବାକୁ ପରାସ୍ତ କରିଛି। ଅଧିନାୟକ ନବୀନ କୁମାର ଦଳ ପାଇଁ ୧୩ ପଏଣ୍ଟ…
ଅନୁଧ୍ୟାନ ପାଇଁ କମିଟି ଗଠନ କଲା କେନ୍ଦ୍ର
ନୂଆଦିଲ୍ଲୀ,୮ା୧୦: ଅଣହିନ୍ଦୁ ଦଳିତଙ୍କୁ ଅନୁସୂଚିତ ଜାତି ମାନ୍ୟତା ପ୍ରଦାନ ଲାଗି ଦୀର୍ଘଦିନରୁ ହେଉଥିବା ଦାବି ଉପରେ ଅନୁଧ୍ୟାନ କରିବା ଲାଗି କେନ୍ଦ୍ର ସରକାର ପୂର୍ବତନ ସିଜେଆଇ କେ.ଜି. ବାଲକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଏକ କମିଶନ ଗଠନ କରିଛନ୍ତି। ଏହି ୩ ଜଣିଆ କମିଶନ୍ର…
ସହରରେ ହେବ ୨୯ ମଣ୍ଡପ
ଅନୁଗୋଳ ଅଫିସ, ୮ା୧୦: ଅନୁଗୋଳ ସହରରେ ଚଳିତବର୍ଷ ମୋଟ୍ ୨୯ଟି ମଣ୍ଡପରେ ମା ’ ଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ ହେବ। ଏହା ୯ ତାରିଖରୁ ଆରମ୍ଭ ହୋଇ ୧୮ ତାରିଖ ଯାଏ ଚାଲିବ। ୧୯ ତାରିଖରେ ଭସାଣି ଉତ୍ସବ ସହ ମା’ଙ୍କୁ…
ଭାରତ ଗଲେ ସତର୍କ ରୁହ: ନାଗରିକଙ୍କୁ ଚେତାଇଲା ଆମେରିକା
ଓ୍ବାଶିଂଟନ, ୮ା୧୦: ଭାରତକୁ ଯାତ୍ରା କରୁଥିବା ଆମେରିକୀୟମାନଙ୍କୁ ସର୍ବାଧିକ ସତର୍କତା ଅବଲମ୍ବନ ପାଇଁ ଶୁକ୍ରବାର ଓ୍ବାଶିଂଟନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଭାରତରେ ଘଟୁଥିବା ଅପରାଧ ଓ ଆତଙ୍କବାଦୀ କାର୍ଯ୍ୟକୁ ଆଳ କରି ଏଭଳି ଓ୍ବାର୍ନିଂ ଜାରି କରାଯାଇଛି। ବିଶେଷକରି କେନ୍ଦ୍ରଶାସିତ ଅଞ୍ଚଳ…
୧,୨୦୦ କୋଟିର ହେରୋଇନ ଜବତ
କୋଚି,୮ା୧୦: ଇରାନର ଏକ ବୋଟ୍ରେ ଆସୁଥିବା ୨୦୦ କିଲୋଗ୍ରାମ ହେରୋଇନ୍ ଜବତ ହୋଇଛି। ଏହି ହେରୋଇନ୍ର ମୂଲ୍ୟ ୧,୨୦୦ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଉକ୍ତ ହେରୋଇନ୍ ଆଫଗାନିସ୍ତାନରୁ ପ୍ରଥମେ ପାକିସ୍ତାନ ଆସି ସେଠାରୁ ଇରାନୀୟ ବୋଟ୍ରେ ଭାରତ ଅଣାଯାଉଥିଲା।…
ସିଜେଆଇଙ୍କୁ ଉତ୍ତରାଧିକାରୀ ବାଛିବାକୁ କହିଲା କେନ୍ଦ୍ର
ନୂଆଦିଲ୍ଲୀ, ୮ା୧୦: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଲିତଙ୍କୁ କେନ୍ଦ୍ର ସରକାର ତାଙ୍କ ଉତ୍ତରାଧିକାରୀ ବାଛିବାକୁ କହିଛନ୍ତି। ସିଜେଆଇ ଲଲିତ ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ନାମ ସ୍ପଷ୍ଟ କରିବା ପରେ ନୂଆ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ୍ର ବୈଠକ…
୩ ବର୍ଷ ପରେ ମରିୟମ୍, ନଓ୍ବାଜ୍ ଭେଟ
ଲଣ୍ଡନ, ୮ା୧୦: ପାକିସ୍ତାନ ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ନଓ୍ବାଜ୍ ଶରିଫ୍ଙ୍କୁ ଲଣ୍ଡନରେ ତାଙ୍କ ଝିଅ ମରିୟମ୍ ନଓ୍ବାଜ୍ ଭେଟିଛନ୍ତି। ଏକ କୋର୍ଟ ଅର୍ଡର୍ ଅନୁସାରେ ପାକିସ୍ତାନ କର୍ତ୍ତୃପକ୍ଷ ୩ ବର୍ଷ ପରେ ମରିୟମ୍ଙ୍କୁ ପାସ୍ପୋର୍ଟ ଫେରାଇବା ପରେ ପିଏମ୍ଏଲ୍-ଏନ୍ ଉପାଧ୍ୟକ୍ଷା ଗୁରୁବାର ଲଣ୍ଡନରେ…
Archives


