ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…
ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯ ଛାତ୍ରୀଛାତ୍ର, ୭ ଶିକ୍ଷାନୁଷ୍ଠାନ ବିରୋଧରେ ମାମଲା ହୋଇଛି। ମିଥ୍ୟା ଆୟ ଓ ଜାତି…
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି। ଆସନ୍ତୁ ଜାଣିବା EPFO କ’ଣ ସ୍ପଷ୍ଟୀକରଣ ଜାରି କରିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ…
୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…
କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍ ସେଫ୍ସ’ର ଶୁଟିଂ ପାଇଁ ସେଟରେ ବାହାରିଥିଲେ। ସକାଳେ ହଠାତ୍ ଯନ୍ତ୍ରଣା ହେବାରୁ ତାଙ୍କୁ ତୁରନ୍ତ…
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ ଦନ୍ତା ହାତୀ ଏବେ ଶୁଣ୍ଢୀରା ପଞ୍ଚାୟତ ନୁଆସାହି ଗ୍ରାମ ନିକଟରେ ଏକ ଗ୍ରାମ୍ୟ ଜଙ୍ଗଲ…
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ…
୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!
ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା ବିଶ୍ୱାସ କରାଯାଉଥିଲା ଯେ ଇଂଲିଶ ତାଙ୍କ ବିବାହ ଏବଂ ହନିମୁନ ଯୋଗୁଁ କେବଳ କିଛି…
ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ
ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ ଆକ୍ରୋଶ ମଧ୍ୟରେ, ଅନେକ ପ୍ରତିବାଦକାରୀ ବାଂଲାଦେଶର ପ୍ରମୁଖ ଖବରକାଗଜର କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି। ୟୁନୁସ…
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି
ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି …
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ, ଚାକିରିରୁ ବିଦା ହେଲେ ପିଅନ
ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…
ଆମେରିକାରେ ଲାଗିବ ନିଆଁ! ଟ୍ରମ୍ପଙ୍କ ମୁହଁ ଉପରେ ଏଭଳି ଚେତାବନୀ ଦେଲା ଚାଇନା, ବିଶ୍ୱରେ ଚହଳ
ବେଜିଂ,୧୯।୧୨: ଟ୍ରମ୍ପ ନିକଟରେ ଏକ ପଦକ୍ଷେପ ନେଇଛନ୍ତି ଯାହାକୁ ଶୁଣି ଚାଇନାର ନିଦ ହଜିଯାଇଛି। ହେଲେ ଏହାକୁ ନେଇ ଚୁପ୍ ବସିନି ଚାଇନା। ଏହାରି ଭିତରେ ଚାଇନା ଆମେରିକାକୁ ସ୍ପଷ୍ଟ ଚେତାବନୀ ଦେଇଛି। ଟ୍ରମ୍ପ ପୂର୍ବରୁ ଟାରିଫ୍ ଆକ୍ରମଣ ଦ୍ୱାରା ସି…
ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ
ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ ନାହିଁ। ଆହ୍ଲାବାଦ୍ ହାଇକୋର୍ଟ ଗୁରୁବାର ଏକ ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ…
ବିଶ୍ୱର ଏକମାତ୍ର ବୁଲେଟ୍ ପ୍ରୁଫ୍ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…
ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ ବି ଜଣାଶୁଣା। ଏପରି ଏକ ପ୍ରାଣୀ ଏହାର ପ୍ରାକୃତିକ ବୁଲେଟପ୍ରୁଫ୍ ଜ୍ୟାକେଟ ପାଇଁ ସାରା…
Archives


