ଚିତ୍ରଡ଼ା ବଜାର, ଗାଁରେ ବୁଲିଲା ଦନ୍ତା
ମୋରଡା,୮।୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ତଥା ମୋରଡ଼ା ବ୍ଲକର ସଦରମହକୁମା ଚିତ୍ରଡ଼ାର ମୁଖ୍ୟ ବଜାର ଓ ଗାଁରେ ଶୁକ୍ରବାର ଭୋରରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି। ପଡ଼ୋଶୀ ପଶ୍ଚିମବଙ୍ଗରୁ ଆସିଥିବା ଉକ୍ତ ହାତୀ ତଳସାହି ଗାଁ ଦେଇ…
ପ୍ଲାଷ୍ଟିକ୍ମୁକ୍ତ ଭାରତ ସ୍ଲୋଗାନ ପ୍ରହସନ
ପଟ୍ଟାମୁଣ୍ଡାଇ,୮ା୧୦(ସ୍ବ.ପ୍ର.): ଦେଶକୁ ଆବର୍ଜନାମୁକ୍ତ କରିବାକୁ କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ। ପରିବେଶକୁ ଦୂଷିତ କରୁଥିବା ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଓ ପଲିଥିନମୁକ୍ତ କରିବା ପାଇଁ ସରକାର ଆଇନ ପ୍ରଣୟନ କରିବା ସହ ଜନସଚେତନତା ସୃଷ୍ଟି କରୁଛନ୍ତି। ରାଜ୍ୟ…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମ୍ୟାଚ୍
ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲାରେ ଫୁଟବଲ ଏକାଡେମୀ ପ୍ରତିଷ୍ଠା ଦାବିରେ ଭଞ୍ଜସେନା ପକ୍ଷରୁ ଅଭିନବ ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖେଳାଳିମାନେ ଖେଳ ପୋଷାକ ପରିଧାନ କରି ଫୁଟ୍ବଲ ମ୍ୟାଚ୍ ଖେଳିଛନ୍ତି। ଫୁଟ୍ବଲର ଏନ୍ତୁଡ଼ିଶାଳ କୁହାଯାଉଥିବା ମୟୂରଭଞ୍ଜ…
୨୪ ପୋଖରୀରୁ ପୋତିହେଲେଣି ୧୮
କେନ୍ଦ୍ରାପଡ଼ା ଅଫିସ, ୮ା୧୦: ରାଜ୍ୟର ଅଧିକାଂଶ ଜଳଉତ୍ସ ପ୍ରଦୂଷିତ। ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ନିକଟରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ପକ୍ଷରୁ ଏପରି ରିପୋର୍ଟ ପ୍ରଦାନ କରାଯାଇଛି। ଏଥିରେ କେନ୍ଦ୍ରାପଡା…
୧୬ ବର୍ଷ ହେବ ବନ୍ଦ ରହିଛି ଚିଙ୍ଗୁଡ଼ି ପ୍ରଜନନ କେନ୍ଦ୍ର
ପାରାଦୀପ,୮ା୧୦(ସ୍ବ.ପ୍ର.): ପାରାଦୀପର ନେହେରୁବଙ୍ଗଳାଠାରେ ରାଜ୍ୟର ଏକମାତ୍ର କ୍ଷାରଜଳ ପ୍ରଶିକ୍ଷଣ କେନ୍ଦ୍ର ରହିଛି। ସେହି ସ୍ଥାନରେ ପ୍ରତିବର୍ଷ ପାରମ୍ପରିକ ମତ୍ସ୍ୟଜୀବୀ, ନବନିଯୁକ୍ତି ପାଇଥିବା ମତ୍ସ୍ୟବିଭାଗର ଚୁକ୍ତିଭିତ୍ତିକ କର୍ମଚାରୀ, ଛାତ୍ରୀଛାତ୍ରଙ୍କୁ ଲବଣ ଜଳର ମାଛ ଚାଷ, ସରକାରୀ ଯୋଜନାରେ ମାଛ ଚାଷ କରି କିପରି…
ଦିବ୍ୟାଙ୍ଗ, ବୟସ୍କ ଭୋଟରଙ୍କ ପାଇଁ ଡାକଭୋଟ ବ୍ୟବସ୍ଥା
ଭଦ୍ରକ ଅଫିସ,୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶାନ୍ତନୁ…
ମୁଖ୍ୟ ଫାଟକରେ ନାମ ବଦଳିଲା ନାହିଁ
ରସୁଲପୁର,୮ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନୂତନ କୋଠାକୁ ସ୍ଥାନାନ୍ତର ହେବାକୁ ୮ଦିନ ବିତିଲାଣି। ହେଲେ ଡାକ୍ତରଖାନାର ନାମ ଏବେ ବି ବଦଳି ନାହିଁ। ଏଥିପ୍ରତି ଡାକ୍ତରଖାନା କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ଜୋରଧରିଛି। ଡାକ୍ତରଖାନା…
ଅପେକ୍ଷାରେ ୨ ଦଶନ୍ଧି
ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଏହି…
ମହିଳା ବ୍ଲାକ୍ମେଲରଙ୍କ ରହସ୍ୟ ଲୁଚାଉଛି ପୋଲିସ
ଭୁବନେଶ୍ୱର, ୮।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ଉଚ୍ଚ ପଦସ୍ଥ ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଉଥିଲେ। ସେମାନଙ୍କ ନିକଟକୁ ସୁନ୍ଦରୀ ଯୁବତୀ ପଠାଇବା ପରେ କୌଶଳକ୍ରମେ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଶୁଟ୍ କରୁଥିଲେ। ତାହାକୁ ଭାଇରାଲ…
ଗୋସାଣି ଯାତ୍ରାରେ ଦୁଲୁକିଲା ଶ୍ରୀକ୍ଷେତ୍ର
ପୁରୀ ଅଫିସ, ୮ା୧୦: ଚଳିତ ବର୍ଷ ଲଗାଣ ବର୍ଷା କାରଣରୁ ଗୁରୁବାର ଏକାଦଶୀ ତିଥିରେ ଗୋାସାଣି ଭସାଣି ଓ ଦେବସଭାକୁ ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଥିଲା। ଶୁକ୍ରବାର ଦ୍ୱାଦଶୀ ତିଥିରେ ଅନୁକୂଳ ପାଗ ହେବାରୁ ଗୋସାଣି ଭସାଣି ଓ ଦେବସଭା ଅନୁଷ୍ଠିତ…
ଜୁନ୍ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍ ଓ୍ବେ କାର୍ଯ୍ୟ
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ ଏବଂ…
ଭିନ୍ନ ଚରିତ୍ରରେ ସୁସ୍ମିତା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୁସ୍ମିତା ସେନ୍ଙ୍କୁ ଦର୍ଶକେ ବଡ଼ ପରଦାରେ ଜଣେ ଟ୍ରାନ୍ସଜେଣ୍ଡର ଭୂମିକାରେ ଦେଖିବାକୁ ପାଇବେ। ଚଳଚ୍ଚିତ୍ରର ନାମ ରହିଛି ‘ତାଲି’। ତେବେ ଫିଲ୍ମକୁ ନେଇ ଏବେଠାରୁ ଇଣ୍ଡଷ୍ଟ୍ରିରେ ଜୋର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଟ୍ରାନ୍ସଜେଣ୍ଡର ଶ୍ରୀ ଗୌରୀ ସାଓ୍ବନ୍ତଙ୍କ…
Archives


