Home Left

ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି: ୧୩ରୁ ଆବେଦନ

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ସୁଯୋଗ ଦେଇଛି। ଯେଉଁ ଛାତ୍ରୀଛାତ୍ର…

ଆସନ୍ତା ୧୩ରୁ ୟୁଜି, ୧୭ରୁ ପିଜି ପାଠପଢ଼ା

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ଯୁକ୍ତ୩(ୟୁଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ପାଠପଢ଼ା ୧୭ ତାରିଖରୁ ଚାଲିବ। ଏ ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ର ନାଥ…

ରାଜ୍ୟରେ ନଭେମ୍ବର ୧୦ରେ ପାଳନ ହେବ ମାଣ୍ଡିଆ ଦିବସ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମାର୍ଗଶିର ମାସ ପ୍ରଥମ ଗୁରୁବାର ଅଥବା ନଭେମ୍ବର ୧୦ରେ ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରାଯିବ। ଚଳିତବର୍ଷ ନଭେମ୍ବର ୧୦ରେ ପାଳନ ହେବ ଏହି ଦିବସ । ମିଲେଟ୍‌ ମିଶନକୁ ପ୍ରୋତ୍ସାହନ ଦେବା ସକାଶେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହି…

ବିସିସିଆଇରୁ ବିଦାୟ ନେବେ ଗାଙ୍ଗୁଲି, ଜାଣନ୍ତୁ ତାଙ୍କ ସ୍ଥାନରେ କିଏ ଅଛନ୍ତି ପ୍ରମୁଖ ଦାବିଦାର…

ମୁମ୍ବାଇ,୭।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ସପ୍ତାହରେ ବୋର୍ଡରୁ ବିଦାୟ ଦେଇପାରନ୍ତି। ଗାଙ୍ଗୁଲି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ତେବେ ନିକଟରେ ବରିଷ୍ଠ ଅଧିକାରୀଙ୍କ ଏକ ରାଉଣ୍ଡ ବୈଠକ…

ବାଲିଆପାଳରେ ପିଲାଚୋର ଆତଙ୍କ

ଲଙ୍ଗଳେଶ୍ୱର,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳ ଅଞ୍ଚଳରେ ଗତ କିଛିଦିନ ହେବ ପିଲାଚୋର ଆତଙ୍କ ଦେଖାଦେଇଛି। ବିଶେଷକରି ୩ବର୍ଷରୁ ୧୧ବର୍ଷ ବୟସ୍କ ପିଲାମାନଙ୍କୁ ଚୋରମାନେ ଟାର୍ଗେଟ କରୁଥିବା ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯୟୀ, ବର୍ତ୍ତମାନ ପାର୍ବଣ ଋତୁ ଚାଲୁଥିବାରୁ…

ଚେକ୍‌ ବାଉନ୍ସ ମାମଲା ଅଭିଯୁକ୍ତ ଯୁବକ ଜେଲ ଗଲେ

ରୂପସା, ୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା କୁଶଡ଼ିହା ଗ୍ରାମର ରବୀନ୍ଦ୍ର ସେନାପତିଙ୍କୁ ଚେକ୍‌ ବାଉନ୍ସ ମାମଲାରେ ବସ୍ତା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।…

ଗ୍ୟାସ୍‌ ସିଲିଣ୍ଡରରୁ ଲାଗିଲା ନିଆଁ

ହିଞ୍ଜିଳିକାଟୁ,୭ା୧୦(ଡି.ଏନ.ଏ.): ହିଞ୍ଜିଳିକାଟୁ ପାଟଣାସାହିରେ ଶୁକ୍ରବାର ଏକ ଘରେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଘରର ବିଭିନ୍ନ ଆସବାବପତ୍ର ଜଳିଯାଇଛି। ପାଟଣାସାହି ବାସୁଦେବ ଦାସଙ୍କ ଘରେ ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରୁ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ହିଞ୍ଜିଳିକାଟୁ ଅଗ୍ନିଶମ ଅଧିକାରୀ ଗୌତମ…

ଜୁଆ ଆଡ୍ଡାରେ ଚଢ଼ାଉ: ୧୫୨ ଗିରଫ, ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୭ା୧୦-କୁମାର ପୂର୍ଣ୍ଣିମା ପୂର୍ବରୁ ଗଞ୍ଜାମ ଜିଲାରେ ଏକାଧିକ ସ୍ଥାନରେ ଜୁଆଖେଳ ଚାଲିଛି। ପୋଲିସ ଜୁଆ ଆଡ୍ଡାରେ ଚଢ଼ାଉ କରି ପରମ୍ପରାର ଦ୍ୱାହି ଦେଇ ଏହି ବେଆଇନ ଖେଳରେ ମାତିଥିବା ଲୋକଙ୍କୁ ଧରୁଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ଓ ବ୍ରହ୍ମପୁର…

ଲୁହ ଭର୍ତ୍ତି ଆଖି, ହାତରେ ବାପାଙ୍କ ଫଟୋ ଧରି ମଣ୍ଡପକୁ ଆସିଲେ ବଧୂ: ଭିଡିଓ ଦେଖିଲେ…

ନୂଆଦିଲ୍ଲୀ: ବିବାହ ସମସ୍ତଙ୍କ ଜୀବନର ସବୁଠାରୁ ସ୍ବତନ୍ତ୍ର ଦିନରୁ ଗୋଟିଏ ହୋଇଥାଏ। ବରବଧୂ ବିବାହ ଦିନ ପରିବାର ତଥା ବନ୍ଧୁଙ୍କ ଗହଣରେ ହାତକୁ ଦୁଇହାତ ହେବାକୁ ଚାହିଁଥାନ୍ତି। ଏମିତିରେ କେହି ଜଣେ ନ ଥିଲେ ତାଙ୍କ ଅନୁପସ୍ଥିତି ଦୁଃଖ ଦିଏ। ଏମିତି…

ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରା: ଏକାଠି ହେଲେ ୬୦ ମେଢ଼

ପୁରୀ ଅଫିସ, ୭।୧୦: ଶ୍ରୀକ୍ଷେତ୍ରରେ ଶୁକ୍ରବାର ପ୍ରସିଦ୍ଧ ଗୋଷାଣୀ ଯାତ୍ରା ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ସିଂହଦାର ନିକଟରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ ଏକାଠି ହେଉଛନ୍ତି। ମା’ ବାରବାଟୀ, ଜହ୍ନିଖାଇ, ଶୂନ୍ୟଗୋଷାଣୀ, ବେଲବାଇ, ଗେଲବାଇ, ନାଗା, ସିମ୍ପାଥି, ବୁଢାବୁଢି,…

ହିରୋର ପ୍ରଥମ ଇଲେକ୍ଟ୍ରିକ୍‌ ସ୍କୁଟରର ଲଞ୍ଚ: ଜାଣନ୍ତୁ ମୂଲ୍ୟ, ଫିଚର ଏଭଳି…

ନୂଆଦିଲ୍ଲୀ,୭।୧୦:ଦେଶରେ କ୍ରମାଗତ ଭାବେ ବୈଦ୍ୟୁତିକ ଯାନ ଲାଗି କ୍ରେଜ୍‌ ବୃଦ୍ଧି ପାଉଛି। ଏଥିନେଇ ଯାନବାହନ ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ଗୋଟିଏ ପରେ ଗୋଟିଏ ବୈଦ୍ୟୁତିକ ଯାନକୁ ଭାରତୀୟ ବଜାରରେ ଲଞ୍ଚ କରୁଛନ୍ତି। ଏହି କ୍ରମରେ ଏବେ କିମ୍ବଦନ୍ତୀ ଦୁଇ ଚକିଆ ନିର୍ମାତା ହିରୋ…

ଗଞ୍ଜେଇ ସହ ଧରାପଡ଼ିଲେ ବ୍ୟବସାୟୀ

ବାରିପଦା ଅଫିସ,୭ା୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଅଧୀନ ୧୫ନଂ.ୱାର୍ଡ ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳରୁ ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବିଜୟ ରାଉତ(୪୭)। ତାଙ୍କଠାରୁ ୧ କେ.ଜି.୬୫୦ ଗ୍ରାମ ଗଞ୍ଜେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri