Home Left

ସନ୍ଦେହ କରି ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା

କପ୍ତିପଦା,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶରତ ଥାନା ଅଧୀନ କାଠଚୁଆ ଗ୍ରାମରେ ଏକ ଅଘଟଣ ଘଟିଛି। ଜଣେ ଯୁବକ ନିଜ ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା ପରେ ମୃତଦେହ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ରତନା ସାମାଡ଼ଙ୍କୁ ଗିରଫ…

ଶିଶୁ ମୃତ୍ୟୁର ୨୪ ଘଣ୍ଟା ନ ପୂରୁଣୁ ଚାଲିଗଲା ନାବାଳିକା ମା’ଙ୍କ ଜୀବନ

ଜି.ଉଦୟଗିରି,୭ା୧୦(ଡି.ଏନ୍‌.ଏ.): ଜି.ଉଦୟଗିରି ସେବା ସଦନରେ ରହୁଥିବା ଜଣେ ସପ୍ତମ ଶ୍ରେଣୀ ନାବାଳିକା ବୁଧବାର ରାତିରେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ନାବାଳିକା ମା’ଙ୍କ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ ମୃତ୍ୟୁ…

୯ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୧୦(ବ୍ୟୁରୋ): କୁଆଁର ପୂର୍ଣ୍ଣିମାରେ ପୁଣି ଉପକୂଳ ଓଡ଼ିଶା ଭିଜିବ। ଅକ୍ଟୋବର ୯ ତାରିଖ କୁଆଁର ପୂର୍ଣ୍ଣିମାରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବଢିବ ।୧୦ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ…

ଓଲା-ଉବର-ରାପିଡୋକୁ ଝଟ୍‌କା: ଏହି ରାଜ୍ୟରେ ଅଟୋ ସେବାକୁ ବେଆଇନ ଘୋଷଣା ସହ ୩ ଦିନରେ ବନ୍ଦ କରିବାକୁ ନିର୍ଦ୍ଦେଶ

ବେଙ୍ଗାଲୁରୁ,୭।୧୦: ଆପ୍‌ ଭିତ୍ତିକ କ୍ୟାବ୍‌ କମ୍ପାନୀ ଓଲା, ଉବର ଏବଂ ରାପିଡୋ ଲାଗିଛି ବଡ ଝଟ୍‌କା। ଏହି କମ୍ପାନୀଗୁଡ଼ିକୁ ତିନି ଦିନ ମଧ୍ୟରେ କର୍ନାଟକରେ ସେମାନଙ୍କର ଅଟୋ ସେବା ବନ୍ଦ କରିବାକୁ ହେବ। କାରଣ ରାଜ୍ୟ ସରକାର କମ୍ପାନୀଗୁଡ଼ିକୁ ବେଆଇନ ଘୋଷଣା…

ବୁମ୍‌ରା-ଜାଡେଜାଙ୍କ ଅନୁପସ୍ଥିତିରେ ନୂତନ ଚାମ୍ପିୟନ ଖୋଜିବାର ସୁଯୋଗ ମିଳିବ: ଶାସ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ଆସନ୍ତା ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଟିମ୍‌ରେ ଜସପ୍ରୀତ ବୁମ୍‌ରା ଏବଂ ରବିନ୍ଦ୍ର ଜାଡେଜାଙ୍କ ଅନୁପସ୍ଥିତି ବାରି ହୋଇ ପଡ଼ିବ। ହେଲେ ଏହାଦ୍ୱାରା ନୂତନ ଚାମ୍ପିୟନ ଖୋଜିବାର ସୁଯୋଗ ମିଳିବ ବୋଲି ଆଶା ପ୍ରକାଶ କରିଛନ୍ତି ଭାରତର ପୂର୍ବତନ ମୁଖ୍ୟ ପ୍ରଶିକ୍ଷକ…

ପର୍ଥରେ ଅଭ୍ୟାସ କଲା ଭାରତୀୟ ଦଳ

ମୁମ୍ବାଇ,୭ା୧୦: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଶୁକ୍ରବାର ଅଷ୍ଟ୍ରେଲିଆରେ ପହଞ୍ଚିଛି। ଅଧିନାୟକ ରୋହିତ ଶର୍ମା ଓ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ନେତୃତ୍ୱରେ ଭାରତୀୟ ଦଳ ପର୍ଥରେ ପହଞ୍ଚିବା ମାତ୍ରେ ଅଭ୍ୟାସ ଆରମ୍ଭ କରିଛି। ବିସିସିଆଇ ଭାରତୀୟ…

ପ୍ରଶ୍ନ କରି ଟାର୍ଗେଟ କଲେ ଓଓ୍ବାଇସି: କ’ଣ ଜିନପିଙ୍ଗଙ୍କୁ ମୋଦି ଡରୁଛନ୍ତି…

ନୂଆଦିଲ୍ଲୀ,୭।୧୦: ଜିନ୍‌ଜିଆଙ୍ଗରେ ଚାଇନା ସରକାରଙ୍କ ମାନବାଧିକାର ଉଲ୍ଲଂଘନ ମାମଲାରେ ୟୁଏନ୍‌ଏଚ୍‌ଆର୍‌ସିରେ ମତଦାନ ଅନୁଷ୍ଠିତ ହେବାର ଥିଲା। କିନ୍ତୁ ଚାଇନା ବିରୋଧରେ ଆଗତ ପ୍ରସ୍ତାବ ଉପରେ ଭୋଟ ଦେବାରୁ ଭାରତ ନିବୃତ୍ତ ରହିଥିଲା। ଏହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି। କଂଗ୍ରେସ…

ମହିଳା ଏସିଆ ଟି-୨୦: ପାକିସ୍ତାନଠାରୁ ହାରିଲା ଭାରତ

ଢାକା,୭।୧୦: ସିଲହଟ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ମହିଳା ଏସିଆ କପ୍‌ ଟି-୨୦ ଭାରତ-ପାକିସ୍ତାନ ମହାମୁକାବିଲାରେ ପାକିସ୍ତାନ ୧୩ରନରେ ବିଜୟୀ ହୋଇଛି। ଅଧିନାୟକ ବିସ୍‌ମାହ ମୋରୋଫ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ…

ଜ୍ଞାନବ୍ୟାପୀ ମାମଲାର ଶୁଣାଣି ଘୁଞ୍ଚିଲା, ୧୧ ଅକ୍ଟୋବରରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୭ ।୧୦: କୋର୍ଟରେ ଶୁକ୍ରବାର ହେବାକୁ ଥିବା ଜ୍ଞାନବ୍ୟାପୀ ମାମଲାର ଶୁଣାଣିକୁ ୧୧ ଅକ୍ଟୋବରକୁ ଘୁଞ୍ଚାଇ ଦିଆଯାଇଛି । ଶିବଲିଙ୍ଗର କାର୍ବନ ଡେଟିଂଗର ଦାବିକୁ ନେଇ ଶୁକ୍ରବାର ଶୁଣାଣି ହେବାର ଥିଲା । ହେଲେ କୋର୍ଟ ଏହାକୁ ଘୁଞ୍ଚାଇ ଦେଇଛନ୍ତି ।…

ସ୍ୱୀକାର କରାଯିବନି ଦୁଇଟି ଭାରତ: ରାହୁଲ

ନୂଆଦିଲ୍ଲୀ,୭ ।୧୦: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ କର୍ନାଟକରେ ଚାଲିଛି । ଭାରତ ଯୋଡୋ ଯାତ୍ରା ଆରମ୍ଭ ହେବା ପରଠାରୁ ରାହୁଲ ଗାନ୍ଧୀ ଆଗ ଅପେକ୍ଷା ଆଉ ଟିକେ ଆକ୍ଟିଭ ହୋଇଯାଇଛନ୍ତି । ଏହାସହ ସେ ବିଭିନ୍ନ ପ୍ରସଙ୍ଗକୁ ବି…

୯ରୁ ବଢିବ ବର୍ଷା!

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆସନ୍ତା ୯ ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାସହ ୯ ଏବଂ ୧୦ ଅକ୍ଟୋବରରେ କିଛି ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।…

୧୩୭ରେ ଅଟକିଲା ପାକିସ୍ତାନ, ଭାରତର ବ୍ୟାଟିଂ ଜାରି

ଢାକା,୭।୧୦: ସିଲହଟ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ମହିଳା ଏସିଆ କପ୍‌ ଟି-୨୦ ଭାରତ-ପାକିସ୍ତାନ ମୁକାବିଲାରେ ପାକିସ୍ତାନ ଅଧିନାୟକ ବିସ୍‌ମାହ ମୋରୋଫ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri