Home Left

ଗୋଡ଼ ଉପରକୁ ଟେକି ଦୌଡ଼ିଲା ମାଙ୍କଡ଼, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଗଛରେ ଶୁଖିଗଲାଣି ଫଳ

ବେଜିଂ: ଚାଇନାରେ ଗ୍ରୀଷ୍ମ ପ୍ରବାହ ୬୦ ବର୍ଷର ରେକର୍ଡ ଭାଙ୍ଗିଛି। ତାପମାତ୍ର ବୃଦ୍ଧି କାରଣରୁ ଦେଶରେ ମରୁଡ଼ି ସ୍ଥିତି ଦେଖିବାକୁ ମିଳିଛି। ଟାଙ୍ଗରା ଭୂଇଁ ଫାଟି ଆଁ କରିଥିବାବେଳେ ଗଛରେ ଫଳସବୁ ଶୁଖି ଝଡ଼ିବା ଆରମ୍ଭ କଲାଣି। ସମ୍ଭାବ୍ୟ ଜଳ ସଙ୍କଟ…

ହିଣ୍ଡ୍‌ୱେର ପକ୍ଷରୁ ନୂତନ ଉତ୍ପାଦର ଶୁଭାରମ୍ଭ

ନୂଆଦିଲ୍ଲୀ,୩୦।୮: ହିଣ୍ଡ୍‌ୱେର ଲିମିଟେଡ୍‌ର ଲକ୍‌ଜୁରି ବାଥ୍‌ରୁମ୍‌ ବ୍ରାଣ୍ଡ୍‌ କ୍ୟୁଓ ପକ୍ଷରୁ ଲକ୍‌ଜୁରି ଫାଉସେଟ୍‌ ଓ ସାନିଟାରି ୱେର୍‌ର ଏକ ନୂତନ କଲେକ୍ସନର ଶୁଭାରମ୍ଭ କରାଯାଇଛି। ଏହି ନୂଆ ରେଞ୍ଜ୍‌ରେ ‘ଫୋର୍‌ଜା’ ନାମକ ପ୍ରିଷ୍ଟିନ୍‌ ଫାଉସେଟ୍‌ର ଏକ ସମ୍ପୂର୍ଣ୍ଣ ପୋର୍ଟଫୋଲିଓ ମଧ୍ୟ ସାମିଲ…

ଅର୍ଥଶାସ୍ତ୍ରୀ ଅଭିଜିତ ସେନଙ୍କ ପରଲୋକ

ନୂଆଦିଲ୍ଲୀ,୩୦ ।୮: ଗ୍ରାମୀଣ ଅର୍ଥ ବ୍ୟବସ୍ଥାର ମୁଖ୍ୟ ବିଶେଷଜ୍ଞ ତଥା ଯୋଜନା ଆୟୋଗର ପୂର୍ବତନ ସଦସ୍ୟ ପ୍ରଫେସର ଅଭିଜିତ ସେନଙ୍କର ପରଲୋକ ହୋଇଛି । ବେଶ କିଛିଦିନ ହେବ ସେ ରୋଗଗ୍ରସ୍ତ ଥିଲେ । ୭୨ ବର୍ଷ ବୟସରେ ସେ ଶେଷ…

ପାକିସ୍ତାନ ଖେଳାଳିଙ୍କ ଇଚ୍ଛା ପୂରଣ କଲେ ବିରାଟ କୋହଲି

ଦୁବାଇ,୩୦।୮: ଏସିଆ କପ ୨୦୨୨ର ଏକ ମ୍ୟାଚ୍‌ ପାକିସ୍ତାନକୁ ୫ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏହି ମ୍ୟାଚ ସମୟରେ ପାକିସ୍ତାନର ଦ୍ରୁତ ବୋଲର ହରିସ ରୌଫ୍‌ଙ୍କ ଇଚ୍ଛା ପୂରଣ କରିଥିଲେ। ହରିସ କୋହଲିଙ୍କୁ…

ହ୍ବାଟ୍‌ସଆପ୍‌ରେ ଜିଓମାର୍ଟ ସେବାର ଶୁଭାରମ୍ଭ

ମୁମ୍ବାଇ,୩୦।୮: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ସଂସ୍ଥା ମେଟା ଏବଂ ଦେଶର ପ୍ରମୁଖ ବାଣିଜି୍ୟକ ଅନୁଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିର ସହଯୋଗୀ ସଂସ୍ଥା ଜିଓ ପ୍ଲାଟଫର୍ମ ମଧ୍ୟରେ ଏକ ଅଭିନବ ସହଯୋଗିତା ସ୍ଥାପନ ହୋଇଛି। ଏପରିକି ମେଟା ଓ ଜିଓ ପ୍ଲାଟଫର୍ମସ ପକ୍ଷରୁ…

୨.୭୫ ଲକ୍ଷ କୋଟି ନିବେଶ କରିବ ଆର୍‌ଆଇଏଲ୍‌

ମୁମ୍ବାଇ,୩୦।୮: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ଆସନ୍ତା ବର୍ଷ ମଧ୍ୟରେ ତା’ର ବ୍ୟବସାୟିକ ସାମ୍ରାଜ୍ୟକୁ ସମ୍ପ୍ରସାରଣ କରିବା ଲାଗି ମୋଟ ୨.୭୫ ଲକ୍ଷ କୋଟି ଟଙ୍କା ନିବେଶ କରିବ। ସୋମବାର କମ୍ପାନୀର ୪୫ତମ ବାର୍ଷିକ ସାଧାରଣ…

ସୋନାଲି ଫୋଗାଟ ମୃତ୍ୟୁ ମାମଲା, ହରିୟାଣା ଯିବ ଗୋଆ ପୋଲିସ

ପଣଜୀ,୩୦ ।୮: ଟିକ୍‌ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ଓ ଡ୍ରଗ୍ସ ମାମଲାର ଯାଞ୍ଚ କରିବାକୁ ଗୋଆ ପୋଲିସର ଏକ ଟିମ ମଙ୍ଗଳବାର ହରିୟାଣା ଯିବାର କାର୍ଯ୍ୟକ୍ରମ ରହିଛି । ଗୋଆ ପୋଲିସର ୪…

ଏନ୍‌ପିସିଆଇ ସହ ଆଇସିଆଇସିଆଇ ବ୍ୟାଙ୍କର ସହଯୋଗିତା ସ୍ଥାପନ

ନୂଆଦିଲ୍ଲୀ,୩୦।୮: ସ୍ବଦେଶୀ ପେମେଣ୍ଟ ନେଟ୍‌ୱର୍କ ରୂପେରେ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ କରିବା ଲାଗି ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ନ୍ୟାଶନାଲ୍‌ ପେମେଣ୍ଟ୍‌ କର୍ପୋରେଶନ ଅଫ ଇଣ୍ଡିଆ (ଏନ୍‌ପିସିଆଇ) ସହ ସହଯୋଗିତା ସ୍ଥାପନ କରାଯାଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ବ୍ୟାଙ୍କର ଜେମ୍‌ଷ୍ଟୋନ୍‌ ସିରିଜ୍‌ରେ କୋରାଲ୍‌ ଭାରିଆଣ୍ଟ୍‌ରେ…

ଭାରତଠାରୁ ହାରିବା ପରେ କାନ୍ଦି କାନ୍ଦି ଡ୍ରେସିଂ ରୁମ୍‌କୁ ଫେରିଲେ ପାକିସ୍ତାନ ଖେଳାଳି

ଦୁବାଇ,୩୦।୮: ଏସିଆ କପ ୨୦୨୨ରେ ପାକିସ୍ତାନର ଦ୍ରୁତ ବୋଲର ନସିମ ଶାହା ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। ଡେବ୍ୟୁ ମ୍ୟାଚ୍‌ରେ ସେ ତାଙ୍କ ବୋଲିଂ ବ୍ୟତୀତ କ୍ରିକେଟ୍‌ ପ୍ରତି ଥିବା ଉତ୍ସାହ ଜରିଆରେ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ନସିମ…

ସୋରେନ୍‌ ସରକାରଙ୍କୁ ସମାଲୋଚନା

ରାଞ୍ଚି, ୩୦୮: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ବିଧାନସଭା ସଦସ୍ୟତା ରଦ୍ଦ ହୋଇପାରେ ବୋଲି ଚର୍ଚ୍ଚା ଜାରିଥିବାବେଳେ ନାବାଳିକାଙ୍କୁ ପେଟ୍ରୋଲ ଢାଳି ହତ୍ୟା ଘଟଣାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ବିରୋଧୀ ଭାଜପା ସୋରେନ୍‌ଙ୍କ ସରକାରକୁ ସମାଲୋଚନା କରିଛି। ରାଜ୍ୟରେ ହେମନ୍ତଙ୍କ…

ସାଟେଲାଇଟ ମାପଚୁପ ଆରମ୍ଭ

ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍‌ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍‌ କନସଲଟାନ୍ସିକୁ ଏହି ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ଆରମ୍ଭରେ ଡଙ୍କାରୀ ପାହାଡ଼ର ୩ଟି ଖାଦାନର ମାପଚୁପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri