Home Left

ନିଆରା ଢଙ୍ଗରେ କାର୍ତ୍ତିକ ବ୍ରତ: ଦହି ହାଣ୍ଡିଭାଙ୍ଗି କୃଷ୍ଣଲୀଳା ପ୍ରଦର୍ଶନ

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): ଦାରିଙ୍ଗବାଡିର ଶତାଧିକ ମହିଳା କାର୍ତ୍ତିକ ବ୍ରତ ନିଆରା ଢଙ୍ଗରେ ପାଳନ କରିଛନ୍ତି। ପ୍ରକାଶ ଯେ, ପ୍ରତିବର୍ଷ ଭଳି କାର୍ତ୍ତିକ ମାସରେ ବ୍ରତ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ନିଆରା ଢଙ୍ଗରେ ମହିଳାମାନେ ଏହି ବ୍ରତ ପାଳନ କରିଛନ୍ତି।…

ଉପ ନିର୍ବଚନ: କଂଗ୍ରେସରେ ମିଶିଗଲେ ବିଜେଡି ଭାଜପା କର୍ମୀ

ନୂଆପଡ଼ା,୨ା୧୧ (ମକାରୁ ବେମାଲ): ନୂଆପଡ଼ା ବ୍ଲକ ଟାନୱଟ ପଞ୍ଚାୟତ ଝିଲମାଲ ଗାଁ ଓ ବିରୋମାଲ ପଞ୍ଚାୟତ ଦାର୍ଲି ନୂଆପଡା ଗାଁଠାରେ କଂଗ୍ରେସର ନିର୍ବାଚନୀ ସଭା ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ନୂଆପଡା ଜିଲା ମିଡ଼ିଆ ସେଲ ସଂଯୋଜକ ସୁଧୀର ମିଶ୍ରଙ୍କ…

ଏଇ ଭାରତରେ

ଭାରତର ବିଭିନ୍ନ ସ୍ଥାନରେ ଜଳାଶୟର ସୁରକ୍ଷା କରା ନ ଯିବା ଏବଂ ଜଳଉତ୍ସଗୁଡ଼ିକୁ ପ୍ରଦୂଷିତ କରିବା ଯୋଗୁ ପାନୀୟ ଜଳାଭାବ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସମସ୍ୟା ଦେଖାଯାଇଥିଲା ତାମିଲନାଡୁର କୋଏମ୍ବାଟୁରରେ। ସେଠାକାର କୂଅ ସବୁ ଶୁଖିଯିବା ସହ ହ୍ରଦ ଓ…

‘ମୁଁ’ ରାକ୍ଷସ

ଏବେ ଚାରିଆଡ଼େ ‘ମୁଁ’ ରାକ୍ଷସର ପ୍ରାଦୁର୍ଭାବ। ଯାହା ସହ କଥା ହେବା, ତା’ ଭିତରେ ‘ମୁଁ’। ମୁଁ ଏଇଟା କରିଛି, ମୁଁ ସେଇଟା କରିଛି। ମୋ’ ବିନା କିଛି ସମ୍ଭବ ନୁହେଁ। ମୋ’ଠୁଁ ବଡ଼ ଦାନୀ, ଜ୍ଞାନୀ, କର୍ମୀ କେହି ନାହାନ୍ତି।…

ଅହିଂସ ଆନ୍ଦୋଳନ ବେଶି ପ୍ରାସଙ୍ଗିକ

ରତନ୍ତ୍ରୀ ଅତ୍ୟାଚାରୀ ସରକାରକୁ ତଡିପାରିବାର ସାର୍ଥକ ଉପାୟ ହେଉଛି ଅହିଂସ ସଂଘର୍ଷ – ଯେଉଁ ସମ୍ରାଜ୍ଞୀଙ୍କ ସାମ୍ରାଜ୍ୟରେ ସୂର୍ଯ୍ୟ ଅସ୍ତ ହେଉ ନ ଥିଲା ତାଙ୍କ ଶାସନକୁ ହଟାଇ ଦେଇପାରିଲେ ନିରସ୍ତ୍ର ଭାରତୀୟମାନେ – ମହାତ୍ମା ଗାନ୍ଧୀଙ୍କ ଆହ୍ବାନରେ। ହିଂସାତ୍ମକ ଆନ୍ଦୋଳନ…

ସ୍ମାର୍ଟ ସିଟିର ବାସ୍ତବତା

ମୁଁ ଯେତେବେଳେ ଘରୁ ବାହାରି ରାସ୍ତାକୁ ଯାଏ ଏବଂ ଚାରିପାଖକୁ ଦେଖେ, ସେତେବେଳେ ୧୦ ବର୍ଷ ପୂର୍ବର ସ୍ଥିତିରେ ଭିନ୍ନତା ଦେଖିବାକୁ ପାଏ ନାହିଁ, କେବଳ ଅଧିକ ସଂଖ୍ୟାରେ ଯାନବାହନ ଯାତାୟାତ କରୁଥିବା ଲକ୍ଷ୍ୟକରେ। କିଛିଦିନ ପୂର୍ବରୁ ସ୍ମାର୍ଟ ସିଟି ମିଶନରେ…

ଲୋକଙ୍କ ଜୀବନ ସହ ଖେଳୁଛି ବେଦାନ୍ତ ଆଲୁମିନା

ଭବାନୀପାଟଣା,୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ବେଦାନ୍ତ ଆଲୁମିନା କମ୍ପାନୀ ପ୍ରତିଷ୍ଠା ସମୟରେ ସ୍ଥାନୀୟ ଲୋକଙ୍କୁ ବହୁତ ଆଶା ଦେଖାଇଥିଲା। ଏପରି କି ପ୍ରଦୂଷଣମୁକ୍ତ ଅଞ୍ଚଳ ଗଢ଼ିତୋଳିବାର ପ୍ରତିଶ୍ରୁତି ଦେଇଥିଲା। ଫଳରେ ସ୍ଥାନୀୟ ଲୋକମାନେ କାମଧନ୍ଦା ପାଇଁ ବେଦାନ୍ତ ଏକ…

୪୪ଟି ତହସିଲ ଅଫିସରେ ଜମି କିଣାବିକାକୁ ଅନୁମୋଦନ, ଅନଲାଇନରେ…

ଭୁବନେଶ୍ୱର,୨ା୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରାଜ୍ୟର ୧୩ଟି ଜିଲାର ୪୪ଟି ତହସିଲରେ ନୂଆ ସବ୍‌ରେଜିଷ୍ଟ୍ରେଶନ ବା ଉପନିବନ୍ଧନ କାର୍ଯ୍ୟାଳୟ ଆଭାସି ଜରିଆରେ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପର୍ଯ୍ୟାୟକ୍ରମେ ରାଜ୍ୟର ସବୁ ତହସିଲରେ ସବ୍‌ରେଜିଷ୍ଟ୍ରେଶନ ଅଫିସ୍‌ ଖୋଲାଯିବ।…

ପରୀକ୍ଷା ଚିନ୍ତାରେ ଆଦିବାସୀ ଛାତ୍ରୀ

କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅଧୀନ ଗୋନାସିକାସ୍ଥିତ ଏସ୍‌ଟି, ଏସ୍‌ସି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଥିବା ଅଭିଯୋଗ ହୋଇଛି। ଏ ନେଇ ଛାତ୍ରୀମାନେ ବିଭାଗୀୟ…

ନୂଆପଡ଼ା ଉପନିର୍ବାଚନ: କୋମନାରେ ରାତିଅଧିଆ ବ୍ଲାଙ୍କ୍‌ ଫାୟାରିଂ

ନୂଆପଡ଼ା,୨ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ଏଠାକାର ରାଜନୈତିକ ମାହୋଲ ସେତିକି ସରଗରମ ହେବାରେ ଲାଗିଛି। ବିଜେଡି ବିଧାୟକ ପ୍ରୀତି ରଞ୍ଜନ ଘଡ଼େଇଙ୍କ ଖଡ଼ିଆଳସ୍ଥିତ ଭଡ଼ାଘରେ ଚଢାଉ କରାଯିବା ପରେ ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ…

ଶାଲିମାର ଟ୍ରେନ ଧକ୍କାରେ ଦାନ୍ତହାତୀର ମୃତ୍ୟୁ

ବାରିପଦା, ୧।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶାଲିମାର-ଭଞ୍ଜପୁର ଏକ୍ସପ୍ରେସ ଟ୍ରେନ ଧକ୍କାରେ ଶନିବାର ରାତି ଦନ୍ତାହାତୀର ମୃତ୍ୟୁ ଘଟିଛି । ଭଞ୍ଜପୁର ଅଭିମୁଖେ ଯାଉଥିବା ସମୟରେ ବେତନଟୀ ଠାରୁ ୪କିମି ଦୂର ଆଗ୍ରିଆ ରେଳକ୍ରସିଂ ନିକଟରେ ଏକ ଦନ୍ତା ହାତୀକୁ ଧକ୍କା ଦେବା…

ତାଞ୍ଜାନିଆ ନିର୍ବାଚନ: ରାଷ୍ଟ୍ରପତି ଭାବେ ହାସନ ବିଜୟୀ

କାମ୍ପାଲା,୧ା୧୧: ତାଞ୍ଜାନିଆରେ ଅନୁଷ୍ଠିତ ବିବାଦୀୟ ନିର୍ବାଚନରେ ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ୯୭ ପ୍ରତିଶତରୁ ଊର୍ଦ୍ଧ୍ୱ ଭୋଟ ପାଇ ବିଜୟୀ ହୋଇଛନ୍ତି। ସେ ପ୍ରଶାସନିକ ରାଜଧାନୀ ଡୋଡୋମାରେ ଏକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିର୍ବାଚନ କର୍ତ୍ତୃପକ୍ଷଙ୍କଠାରୁ ବିଜୟ ପ୍ରମାଣପତ୍ର ଗ୍ରହଣ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri