Home Left

ପୋତା ଯାଇଥିବା ସ୍ଥାନରୁ ମୃତଦେହ ଜବତ କଲା ପୋଲିସ

ନାରାୟଣପାଟଣା,୧୩ା୧(ଡି.ଏନ.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ପେଦାଲୋଡା ଗ୍ରାମର ୫ ଜଣ ବ୍ୟକ୍ତି ଦଣ୍ଡାସି ହବିକା (୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରି ପୋତି ଦେଇଥିବା ସ୍ଥାନରୁ ଶୁକ୍ରବାର ମୃତଦେହ ଜବତ ହୋଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ…

ସିଂହ ମଇଁଷି ମଧ୍ୟରେ ଘମାଘୋଟ ଲଢ଼େଇ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଥାଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସିଂହ ମଇଁଷି…

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୮୪ଟି ବଉଳା…

ସୁଲବତୀଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ: ଭାଜପା

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୪।୧:ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅଣ୍ଡିରାକଞ୍ଚ ଅଞ୍ଚଳର ସୁଲବତୀ ନାଏକ(୩୬) କମ୍ପାନିକୁ ନିଜ ଅଧିକାର ମାଗିବାକୁ ଯାଇ ଜେଲଦଣ୍ଡ ଭୋଗିବା ସହ ଗୁରୁତର ଅବସ୍ଥାରେ ଏକ ଶିଶୁପୁତ୍ରକୁ ଜନ୍ମଦେଇ ଆଖିବୁଜିବା ଘଟଣାକୁ ରାୟଗଡ଼ା ଜିଲା ଭାଜପା ନିନ୍ଦା କରିଛି। ସୁଲବତୀଙ୍କୁ…

ଟିକସ ଫାଙ୍କି: ଟ୍ରମ୍ପ୍‌ଙ୍କ କମ୍ପାନୀକୁ ୧.୬ ନିୟୁତ ଡଲାର ଜରିମାନା

ନ୍ୟୁୟର୍କ,୧୪ା୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କମ୍ପାନୀକୁ ଶୁକ୍ରବାର ଏକ ଅଦାଲତ ୧.୬ ନିୟୁତ ଡଲାର ଜରିମାନା ଆଦେଶ ଦେଇଛନ୍ତି। ଟ୍ରମ୍ପ ଅର୍ଗାନାଇଜେଶନର ଜଣେ ଶୀର୍ଷ ଏକ୍‌ଜିକ୍ୟୁଟିଭ୍‌ ଉଚ୍ଚ ଦରମା ନେଇ ବ୍ୟକ୍ତିଗତ ଆୟକର ଠକେଇ କରିଥିବା ଜଣାପଡ଼ିଥିଲା। ଷଡ଼ଯନ୍ତ୍ର…

ମକର ହାଟରେ ଭିଡ଼

ବାରିପଦା ଅଫିସ/ଉଦଳା/ସାରସକଣା,୧୪ା୧(ଡି.ଏନ.ଏ.): ମକର ପର୍ବ ଲାଗି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଉତ୍ସବମୁଖର ହୋଇଉଠିଛି। ଏହି ପର୍ବକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଜିଲାର ଜନ ସାଧରଣ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ଦୂର ଦୂରାନ୍ତରେ ରହୁଥିବା ଲୋକେ ଗାଁକୁ ଫେରି…

ଦୁର୍ଘଟଣାରେ ଆହତଙ୍କୁ ଫାଷ୍ଟ-ଏଡ୍‌ ଦେବେ ସ୍ବେଚ୍ଛାସେବୀ

ଭୁବେନଶ୍ବର,୧୪ା୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗତବର୍ଷ ଜାନୁଆରୀରୁ ଅକ୍ଟୋବର ମାସ ମଧ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ପ୍ରାୟ ୮.୫% ବଢ଼ିଛି। ଅଭ୍ୟାସଗତ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର…

ଏମ୍‌ଭି-୧୧୧ ପ୍ରଥମ, ସୋରିଷମାଳ ଦ୍ୱିତୀୟ,ସିନ୍ଧ୍ରିମାଳ ତୃତୀୟ

ମାଲକାନଗିରି,୧୪।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଅବସରରେ ସତୀଗୁଡ଼ା ଜଳଭଣ୍ଡାରରେ ଶୁକ୍ରବାର ମତ୍ସ୍ୟଜୀବୀମାନଙ୍କୁ ନେଇ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।…

ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା କେନ୍ଦ୍ର

ନୂଆଦିଲ୍ଲୀ,୧୪ା୧: ବହୁକୋଟି ଟଙ୍କାର ଚିଟ୍‌ଫଣ୍ଡ ଠକେଇ ମାମଲାର ଉଚ୍ଚସ୍ତରୀୟ ତଦନ୍ତ ସହ କ୍ଷତିଗ୍ରସ୍ତ ଜମାକାରୀଙ୍କୁ କ୍ଷତିପୂରଣ ପ୍ରଦାନ ଦାବିରେ ଓଡ଼ିଶାର ପିନାକ ପାଣି ମହାନ୍ତି ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ୨ ଜଣିଆ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ…

ତାଲିମ ପାଇଁ ସିଙ୍ଗାପୁର ଗଲେ ୨୪ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଓଡ଼ିଶାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ୨୪ଜଣ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀଙ୍କୁ ଶିକ୍ଷାନବିସ ତାଲିମ୍‌ ପାଇଁ ସିଙ୍ଗାପୁର ପଠାଯାଇଛି। ଶୁକ୍ରବାର ସେମାନେ ସିଙ୍ଗାପୁର ଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ଶିକ୍ଷାର୍ଥୀଙ୍କୁ ମଧ୍ୟ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଗୋଟିଏ ସପ୍ତାହ…

୯ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ଶୀତ ଆହୁରି କମିବ ଓ ତାପମାତ୍ରା ଆହୁରି ବଢ଼ିବ। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ପାଇଥିବାରୁ ଆଗାମୀ ୩ ଦିନ ରାଜ୍ୟର ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ଅନେକ ଜିଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଫେବୃୟାରୀ ୩ରେ ହିନ୍ଦୀରେ ରିଲିଜ ହେବ ଦମନ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ହିନ୍ଦୀ ଟ୍ରେଲର ଶୁକ୍ରବାର ରିଲିଜ ହୋଇଛି। ମାତ୍ର କିଛି ଘଣ୍ଟା ମଧ୍ୟରେ ଏହାକୁ ୭.୭ ଲକ୍ଷ ଲୋକ ଦେଖିଛନ୍ତି। ଫେବୃୟାରୀ ୩ରେ ହିନ୍ଦୀରେ ଏହି ଫିଲ୍ମର ଶୁଭମୁକ୍ତି ହେବା ନେଇ ପାନୋରମା ଷ୍ଟୁଡିଓ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?