Home Left

ଅମ୍ବାନୀ ପରିବାରକୁ ଧମକ ଦେଇଥିବା ବ୍ୟକ୍ତି ଗିରଫ

ମୁମ୍ବାଇ,୬।୧୦: ମୁମ୍ବାଇର ରିଲାଏନ୍ସ ଫାଉଣ୍ଡେସନର ହସ୍ପିଟାଲ ଉପରେ ବୋମା ପକାଇ ଉଡାଇଦେବା ଏବଂ ଅମ୍ବାନୀ ପରିବାରର ସଦସ୍ୟଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ବିହାରରୁ ଗିରଫ କରାଯାଇଛି। ଏହି ଧମକ ସମ୍ପର୍କରେ ମୁମ୍ବାଇ ପୋଲିସ ଅଭିଯୁକ୍ତଙ୍କୁ ଦରଭଙ୍ଗାରୁ ଗିରଫ କରିଛି।…

ପୁଣି ଦୁଇ ହାତୀଙ୍କ ଜୀବନ ଗଲା, କାରଣ ଅସ୍ପଷ୍ଟ

ଜମନକିରା,୬ା୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ବଡ଼ରମା ରେଞ୍ଜ ତିଲେଇମାଲ ଗାଁ ପତ୍ରା ଜଙ୍ଗଲରେ ବୁଧବାର ରାତିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ…

କାଲିଫର୍ନିଆରେ ଭାରତୀୟ ବଂଶୋଦ୍ଭବ ଛାତ୍ରଙ୍କୁ ହତ୍ୟା

କାଲିଫର୍ନିଆ,୬।୧୦: ଆମେରିକାର କାଲିଫର୍ନିଆରେ ଜଣେ ୨୦ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଛାତ୍ରଙ୍କୁ ହତ୍ୟା କରାଯାଇଛି। ତାଙ୍କୁ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ହଷ୍ଟେଲରେ ହତ୍ୟା କରାଯାଇଥିବା ଜଣାପଡିଛି। ଏହି ଘଟଣାରେ ମୃତ ଛାତ୍ରଙ୍କ କୋରିଆ ରୁମମେଟଙ୍କୁ ଗିରଫ କରାଯାଇଛି। ଆମେରିକାର ପୋଲିସ କହିଛି…

ସାରଡାଙ୍ଗରେ ହଇଜା ଆତଙ୍କ: ଜଣେ ମୃତ, ୧୧ ଆକ୍ରାନ୍ତ

ଖଇରା,୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ନାକପଦା ଗ୍ରାମରେ ପୂଜା ଭୋଜି ଖାଇ ୧୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଏଥିମଧ୍ୟରୁ ମାମୁଘର ନାକପଦାକୁ ବୁଲିବାକୁ ଆସିଥିବା ଗନ୍ଧାଳି ଗ୍ରାମର ଲକ୍ଷ୍ମୀ ମଥାନଙ୍କ ମୃତ୍ୟୁ ଘଟିଛି। ଅନ୍ୟମାନଙ୍କୁ ଚିକିତ୍ସାପାଇଁ ଖଇରା…

ଘାଟିରେ ଓଲଟିଲା ପରିବା ବୋଝେଇ ଟ୍ରକ୍‌

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଓ ଗଞ୍ଜାମକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ଏବେ ବିପଦ ସାଜିଛି। କେବେ ଦୁର୍ଘଟଣା ଆଉ କେବେ ଭୁସ୍ଖଳନ ପାଇଁ ଚର୍ଚ୍ଚାରେ ରହିଛି ଏହି ଘାଟି। ଗୋଟିଏ ସପ୍ତାହ ମଧ୍ୟରେ ଦୁଇ ଦୁଇଟି ଫଳ ଏବଂ ପନିପରିବା ବୋଝେଇ…

ଭୂସ୍ଖଳନ ଘଟଣା: ରାଜପଥରେ ପୁଣି ଫାଟ, ବଢ଼ିଲା ବିପଦ

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଗତ ମାସରେ ହୋଇଥିବା ଭୁସ୍ଖଳନ ପରେ ରାଜପଥ ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ କରଯାଇଥିଲା। ଏଥିପାଇଁ ଏକାଧିକ ଠିକାସଂସ୍ଥା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ…

ସୋନିଆଙ୍କ ଜୋତା ଫିତା ବାନ୍ଧିଲେ ରାହୁଲ

ବେଙ୍ଗାଲୁରୁ,୬।୯: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଦୁଇ ଦିନର ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ପୁଣି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ପ୍ରଥମ ଥର ପାଇଁ ଏହି ଯାତ୍ରାରେ ଯୋଗ…

ଚିତା ସାବକକୁ କ୍ଷୀର ପିଆଇଲେ ଯୋଗୀ

ଲକ୍ଷ୍ନୌ,୬ ।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଗୋରଖପୁରର ଶହୀଦ ଉଶଫାକ ଉଲ୍ଲା ଖାଁ ପ୍ରାଣୀ ଉଦ୍ୟାନ(ଗୋରଖପୁର ଚିଡିଆଖାନା)ରେ ଚିତାବାଘର ଦୁଇ ସାବକଙ୍କୁ ନିଜ ହାତରେ କ୍ଷୀର ପିଆଇଛନ୍ତି । ଏହାସହ ସେ ଏହି ସାବକ ଦୁଇଟିର ନାମକରଣ…

ଏତିକି ଟଙ୍କାର ଘଣ୍ଟା ପିନ୍ଧି ଅଷ୍ଟ୍ରେଲିଆ ଗଲେ କୋହଲି, କିଣି ହୋଇଯିବ ବଡ଼ ଫ୍ଲାଟ୍‌

ମୁମ୍ବାଇ,୬।୧୦: ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଟି-୨୦ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଅଭିମୁଖେ ଯାତ୍ରା କରିଛି। ବିସିସିଆଇ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛି। ଏଥିରେ ଅଧିନାୟକ ରୋହିତ ଶର୍ମା, ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ ସମେତ ସମସ୍ତ…

ମହାଭାରତରେ ଅଭିନୟ କରିବାକୁ ଚାହୁଛନ୍ତି ଶୈଫ, ଡ୍ରିମ ରୋଲକୁ ନେଇ ମୁହଁ ଖୋଲିଲେ

ମୁମ୍ବାଇ: ବଲିଉଡ ଅଭିନେତା ଶୈଫ ଅଲ୍ଲି ଖାଁ ଏବେ ଖୁବ୍ ଚର୍ଚ୍ଚାରେ । ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ବିକ୍ରମ ବେଧା’ ରିଲିଜ୍ ହୋଇଛି । ଏଥିରେ ତାଙ୍କ ସହ ହ୍ରିତିକ ରୋଶନ ଲିଡ ରୋଲରେ ନଜର ଆସିଛନ୍ତି । ଏହି…

ପୂର୍ବତନ ସ୍ବାମୀଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆଞ୍ଜେଲିନା ଜୋଲି

ଆଜିକାଲି ହଲିଉଡର ସୁପରଷ୍ଟାର ବ୍ରାଡ ପିଟ ଏବଂ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ଚର୍ଚ୍ଚାରେ ଅଛନ୍ତି। ଆଞ୍ଜେଲିନା ତାଙ୍କ ପୂର୍ବତନ ସ୍ବାମୀ ବ୍ରାଡଙ୍କ ବିରୋଧରେ ପ୍ରାୟ ୨୫୦ ମିଲିୟନ ଡଲାରରେ ମକଦ୍ଦମା ଦାୟର କରିଛନ୍ତି। ଏହାସହ ସେ ତାଙ୍କ ବିରୋଧରେ ଅନେକ ଗୁରୁତର…

ଲାଇଫ ସପୋର୍ଟ ମେଡିସିନରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି ମୁଲାୟମ

ନୂଆଦିଲ୍ଲୀ,୬ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ୟାବସ୍ଥା ଏବେବି ଜଟିଳ ରହିଛି । ତାଙ୍କର ଚିକିତ୍ସା ହିରିୟାଣା ସ୍ଥିତ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ କରାଯାଉଛି । ହସ୍ପିଟାଲ ପକ୍ଷରୁ ଦିଆଯାଇଥିବା ତାଜା ସୂନା ଅନୁଯାୟୀ, ଏବେବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri