Home Left

ନଂ-୪ରେ ଖେଳିବାକୁ ଆସିଲେ କାର୍ତ୍ତିକ: ନିଜ ସ୍ଥାନ ବିପଦରେ ଥିବା କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୫।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟି୨୦ ମୁକାବିଲାରେ ବ୍ୟାଟିଂରେ ଅନେକ ପରିବର୍ତ୍ତନ କରିଥିଲା ଟିମ୍‌ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମାଙ୍କ ସହ ଋଷଭ ପନ୍ତ ଓପନିଂ କରିବାକୁ ଓହ୍ଲାଇଥିଲେ। ସେହିଭଳି ଶ୍ରେୟାସ ଆୟର ତୃତୀୟ ଏବଂ ଦିନେଶ କାର୍ତ୍ତିକ ଚତୁର୍ଥ…

ଅଷ୍ଟ୍ରେଲୀୟ ସ୍ତ୍ରୀଙ୍କ ମୁଣ୍ଡରେ ଘାସ ବସ୍ତା ରଖିଲେ ଭାରତୀୟ ସ୍ବାମୀ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ ହୋଇଥାଏ। ଏହି ଭିଡିଓଗୁଡିକ ମଧ୍ୟରୁ କେତେକ ଏପରି ହୋଇଥାଏ ଯେ, ଆପଣ ବାରମ୍ବାର ଦେଖିବାକୁ ଚାହିଁବେ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଭାରତୀୟ-ଅଷ୍ଟ୍ରେଲୀୟ ମହିଳାଙ୍କ ମୁଣ୍ଡରେ ଘାସ…

ପୁଣି ବାପା ହେଲେ ରାହାଣେ

ମୁମ୍ବାଇ,୫।୧୦: ଭାରତୀୟ କ୍ରିକେଟ ଦଳର ଖେଳାଳି ଅଜିଙ୍କେ ରାହାଣେଙ୍କ ସ୍ତ୍ରୀ ରାଧିକା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ରାହାଣେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଦେଇଛନ୍ତି। ରାହାନେ କହିଛନ୍ତି, ରାଧିକା ଏବଂ ତାଙ୍କ ପୁଅ…

ଟେଲିପରଦାର ଏହି ରୋମାଣ୍ଟିକ୍‌ ଯୋଡ଼ିଙ୍କ ସରିଲା ନିର୍ବନ୍ଧ

ବମ୍ବେ: ଦୀର୍ଘଦିନର ଡେଟିଂ ପରେ ନିର୍ବନ୍ଧ କରିଛନ୍ତି ଟେଲିଭିଜନର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଅନ୍ୟତମ ଏଜାଜ୍‌ ଖାଁ ଏବଂ ପବିତ୍ରା ପୁନିଆ। ବିଗ୍‌ବସ୍‌ ଘରୁ ଆରମ୍ଭ ହୋଇଥିବା ଏହି ପ୍ରେମକାହାଣୀ ଆଉ ପାଦେ ଆଗକୁ ବଢ଼ିଛି। ଖୁବ୍‌ଶୀଘ୍ର ସେମାନେ ବିବାହ ନିମନ୍ତେ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ

ନୂଆଦିଲ୍ଲୀ,୫।୧୦: ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଚମତ୍କାର ପ୍ରଦର୍ଶନ କରିଥିବବା ଭାରତ ପାଇଁ ଏକ ଖୁସି ଖବର ଆସିଛି। ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ କରାଯାଇଛି। ଏହି କ୍ରୀଡା ପୂର୍ବରୁ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଏକ ଅଂଶ…

୫୦ ଫୁଟ ତଳକୁ ଖସିଲା ଟ୍ରକ୍‌, ୨ ଜଣଙ୍କ ଜୀବନ ଗଲା

ସୁନ୍ଦରଗଡ଼,୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କାଲଟା ଫାଣ୍ଡି ନିକଟରେ ବୁଧବାର ଏକ ଟ୍ରକ୍‌ ଭାରସାମ୍ୟ ହରାଇ ତୋଡ଼ା ବ୍ରିଜରୁ ୫୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ  ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କ ଜୀବନ ଯାଇଛି। ଉଭୟଙ୍କର…

ନିଜକୁ ମୁର୍ଖ କହିଲେ ବିଗ୍‌ ବି

ବଲିଉଡର ମହାନାୟକ ଅମିତାଭ ବଚ୍ଚନ କେବଳ ଅଭିନୟ ନୁହେଁ, ହୋଷ୍ଟିଂରେ ମଧ୍ୟ ପାରଦର୍ଶିତା ହାସଲ କରିଛନ୍ତି। ସେ ଏବେ କୌନ ବନେଗା କରୋଡପତି ହୋଷ୍ଟ କରୁଛନ୍ତି। ଏହି ଶୋ’ରେ ସେ ନିଜ ବ୍ୟକ୍ତିଗତ ଜୀବନୀଠାରୁ ଆରମ୍ଭ କରି ପ୍ରଫେଶନାଲ କ୍ୟାରିୟର ବିଷୟରେ…

ଆଲିଆ ଖାଇଲେ ସାଦ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଘରକୁ ଖୁବ୍‌ଶୀଘ୍ର ନୂଆ ଅତିଥି ଆସିବେ। ଆଜିକାଲି ଆଲିଆ ଗର୍ଭଧାରଣ ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଉଭୟ ଦମ୍ପତି ଆଗାମୀ ସନ୍ତାନକୁ ନେଇ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ଆଜି ଅର୍ଥାତ୍‌ ବୁଧବାର…

ଦଶହରା ରଥଯାତ୍ରାରେ ଯୋଗଦେଲେ ମୋଦି

କୁଲ୍ଲୁ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର କୁଲୁରେ ଥିବା ଦଶହରା ରଥଯାତ୍ରାରେ ଭାଗ ନେଇଥିଲେ। ଏହି ସମୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଏହାପୂର୍ବରୁ ହିମାଚଳ ଗସ୍ତର ଏକ ସାଧାରଣ…

ଅଜାନ ପାଇଁ ଭାଷଣ ବନ୍ଦ କଲେ ଅମିତ ଶାହା

ଶ୍ରୀନଗର,୫।୧୦: ବାରାମୁଳାରେ ଏକ ସାଧାରଣ ସଭାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅଜାନ ବେଳେ ଭାଷଣ ବନ୍ଦ ରଖିଛନ୍ତି। ପ୍ରାର୍ଥନା ଶେଷ ହେବା ପରେ ସେ ଜନସାଧାରଣଙ୍କୁ ପଚାରିଥିଲେ ଯେ, ସେ ବର୍ତ୍ତମାନ ତାଙ୍କ କଥା ରଖିପାରିବେ ତ। ଲୋକଙ୍କଠାରୁ ପ୍ରତିକ୍ରିୟା…

ଆତଙ୍କବାଦୀ-ପୋଲିସ ଗୁଳିବିନିମୟ: ୧୦ ଦିନରେ ମଲେଣି ୧୧ ଆତଙ୍କବାଦୀ

ଶ୍ରୀନଗର,୫।୧୦: ଜମ୍ମୁ ଓ କଶ୍ମୀରର ଶୋପିଆଁ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣଙ୍କର ‘ଜୈଶ-ଏ-ମହମ୍ମଦ’ ସହିତ ସମ୍ପର୍କ…

ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ଉଡାଇଦେବାକୁ ଧମକ

ମୁମ୍ବାଇ,୫।୧୦: ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ବିସ୍ଫୋରଣ କରି ଉଡାଇ ଦେବାକୁ ବୁଧବାର ଧମକ ଦିଆଯାଇଛି। ହସ୍ପିଟାଲର ଏକ ଲ୍ୟାଣ୍ଡଲାଇନ୍‌ ନମ୍ବରକୁ ଜଣେ ବ୍ୟକ୍ତି କଲ୍‌ କରି ଏପରି ଧମକ ଦେଇଛନ୍ତି। ଏନେଇ ହସ୍ପିଟାଲ ପରିସରରେ ଆତଙ୍କ ଖେଳିଯାଇଛି। ଅଭିଯୋଗ ପରେ ମୁମ୍ବାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri