ମ୍ୟାନମାରରେ ଫସିରହିଥିବା ୪୫ ଭାରତୀୟଙ୍କୁ ଉଦ୍ଧାର କଲା ବୈଦେଶିକ ମନ୍ତ୍ରଣାଳୟ
ନାପିଦ୍ୱ,୫।୧୦: ମ୍ୟାନମାରରେ ଫସିରହିଥିବା ଅନେକ ଭାରତୀୟଙ୍କୁ ବୈଦେଶିକ ମନ୍ତ୍ରଣାଳୟ ଉଦ୍ଧାର କରିଛି। ମ୍ୟାନମାରରେ ନକଲି ଚାକିରି ରାକେଟରେ ଫସିରହିଥିବା ୪୫ ଭାରତୀୟଙ୍କୁ ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇସାରିଛି ବୋଲି ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି। ପୂର୍ବରୁ ପ୍ରାୟ ୩୨ଜଣ ଭାରତୀୟଙ୍କୁ…
୯୮ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦଶଭୁଜା
ଝାରସୁଗୁଡ଼ା ଅଫିସ,୫ା୧୦- ଶିଳ୍ପସମୃଦ୍ଧ ଝାରସୁଗୁଡା ଜିଲାରେ ଚଳିତବର୍ଷ ମୋଟ ୯୮ ପୂଜା ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ଝାରସୁଗୁଡ଼ା ଥାନା ଅଞ୍ଚଳରେ ୨୦, ବ୍ରଜରାଜନଗରରେ ୧୬, ଲଇକେରାରେ ୧୬, ରେଙ୍ଗାଲିରେ ୯, ଝାରସୁଗୁଡା ସଦର ଥାନା ଅଞ୍ଚଳରେ ୮, ଓରିଏଣ୍ଟରେ ୮,…
ଗେହଲଟ୍ଙ୍କ ଅନୁଗତଙ୍କୁ ଭେଟିଲେ ସଚିନ: ଖୁବ୍ଶୀଘ୍ର ବସିପାରେ ବିଧାୟକ ଦଳ ବୈଠକ
ଜୟପୁର,୫।୧୦: ରାଜସ୍ଥାନର ରାଜନୈତିକ ସଙ୍କଟ ଭିତରେ କଂଗ୍ରେସ ନେତା ସଚିନ ପାଇଲଟ ବିରୋଧୀ ଗୋଷ୍ଠୀଙ୍କୁ ମନେଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ଅନୁଗତ ଏବଂ ବିଧାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍ ବେଳେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ…
ମୁଲାୟମ୍ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
ନୂଆଦିଲ୍ଲୀ,୫।୧୦: ସମାଜବାଦୀ ପାର୍ଟି(ଏସ୍ପି)ର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି ବୋଲି ବୁଧବାର ଏସ୍ପି ପକ୍ଷରୁ ଟୁଇଟ କରାଯାଇ ସୂଚନା ଦିଆଯାଇଛି। ଡାକ୍ତରଙ୍କ ଏକ ଟିମ୍…
ଇରଫାନ-ଗମ୍ଭୀରଙ୍କ ମଧ୍ୟରେ ଫାଇନାଲ ଲଢେଇ
ଇନ୍ଦୋର,୫।୧୦: ଲିଜେଣ୍ଡ୍ସ କ୍ରିକେଟ ଲିଗ ର ଦ୍ୱିତୀୟ ସିଜିନର ଅନ୍ତିମ ମ୍ୟାଚ ଆଜି ଖେଳାଯିବ। ଏଥିରେ ଭିଲୱାରା କିଙ୍ଗ୍ସ ଏବଂ ଇଣ୍ଡିଆ କ୍ୟାପିଟାଲର ଦଳ ମୁହାଁମୁହିଁ ହେବେ। କ୍ୱାଲିଫାୟର ମ୍ୟାଚରେ ଭିଲୱାରା କିଙ୍ଗ୍ସକୁ ପରାସ୍ତ କରିବା ପରେ ହିଁ ଇଣ୍ଡିଆ କ୍ୟାପିଟାଲ୍ସ…
ଧୋନୀଙ୍କ ପଦାଙ୍କ ଅନୁସରଣ କଲେ ରୋହିତ, ସମସ୍ତେ କଲେ ପ୍ରଶଂସା
ଇନ୍ଦୋର,୫।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଟିମ ଇଣ୍ଡିଆ ୨-୧ରେ ଜିତିଛି। ଏହି ସିରିଜରେ ଭାରତୀୟ ଦଳ ପ୍ରଥମ ଦୁଇଟି ମ୍ୟାଚ ଜିତି ଟ୍ରଫି ଜିତିଛି। ଏଥି ସହିତ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଇଥିବା…
ମିଳିଲା ଅନୁମତି: ରାଜଧାନୀର ୪ ସ୍ଥାନରେ ହେବ ରାବଣପୋଡି
ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୪ ସ୍ଥାନରେ ରାବଣପୋଡି ହେବ। ଅଗ୍ନିଶମ ବିଭାଗ ଏ ନେଇ ଅନୁମତି ଦେଇଛି। ରାଜଧାନୀର ବରମୁଣ୍ଡା, ଝାରପଡ଼ା, କୋରଡ଼କଣ୍ଟା ଏବଂ ପାହାଳ ପୂଜା କମିଟିକୁ ଅନୁମତି ଦିଆଯାଇଛି। ଏହାପରେ କମିଶନରେଟ ପୋଲିସ ପକ୍ଷରୁ କ୍ଷେତ୍ର ପରିଦର୍ଶନ କରାଯିବ…
ସିଲିଣ୍ଡର ଫାଟି ୪ ମୃତ, ୫ ଆହତ
ଗାଜିଆବାଦ,୫।୧୦: ଉତ୍ତରପ୍ରଦେଶ ଗାଜିଆବାଦରେ ବୁଧବାର ଏକ ବଡ଼ ଅଘଟଣ ଘଟିଛି। ଏଠାରେ ସିଲିଣ୍ଡର ଫାଟିବାରୁ ଏକ ଘର ଭୁଷୁଡିପଡ଼ିଛି। ଏହି ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଛନ୍ତି। ଆହତମାନଙ୍କୁ…
ବିଜୟାଦଶମୀରେ ଆଖିବୁଜିଲେ ବାପାଝିଅ, ଦଶହରା ଛୁଟି କଟେଇ ଫେରୁଥିଲେ ମାମୁଘରୁ
ବରଗଡ଼ ଅଫିସ,୫।୧୦: ବିଜୟାଦଶମୀ ଦିନ ଆଖିବୁଜିଲେ ବାପାଝିଅ। ଦଶହରା ଛୁଟି କଟେଇ ମାମୁଘରୁ ଫେରୁଥିଲେ, ରାସ୍ତାରେ ହେଲା ଦୁର୍ଘଟଣା। ଏଭଳି ଏକ ଅଘଟଣ ଘଟିଛି ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କନାପାଲି ଛକ ନିକଟରେ। ଏକ କାର୍ ଧକ୍କାରେ ବାଇକ୍ରେ…
ପୁଣି ଜଣେ କମେଡିଆନଙ୍କୁ ହରାଇଲେ ପ୍ରଶଂସକ
ମୁମ୍ବାଇ,୫।୧୦: ଟେଲିଭିଜନ ଇଣ୍ଡଷ୍ଟ୍ରି ପାଇଁ ଏକ ଦୁଃଖଦ ଖବର। ବଲିଉଡ୍ର ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରେ ଏବେ ଆଉ ଜଣେ ହାସ୍ୟ ଅଭିନେତାଙ୍କୁ ହରାଇଛନ୍ତି ପ୍ରଶଂସକ। ଲୋକପ୍ରିୟ କମେଡି ଶୋ’ ‘ଦ ଗ୍ରେଟ୍ ଇଣ୍ଡିଆନ ଲାଫଟର ଚ୍ୟାଲେଞ୍ଜ’ର ପ୍ରଥମ ସିଜିନ୍ର…
ଦଶହରାରେ ନୂତନ ଦଳ ଘୋଷଣା କଲେ କେସିଆର
ହାଇଦ୍ରାବାଦ,୫।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ତେଲେଙ୍ଗାନା ରାଷ୍ଟ୍ର ସମିତିର ଅଧ୍ୟକ୍ଷ ଚନ୍ଦ୍ରଶେଖର ରାଓ ବିଜୟାଦଶମୀ ଅବସରରେ ନିଜର ଜାତୀୟ ଦଳ ଘୋଷଣା କରିଛନ୍ତି। ଯାହାର ନାମ ଭାରତ ରାଷ୍ଟ୍ର ସମିତି ରଖାଯାଇଛି। ଦୀର୍ଘ ଦିନ ଧରି କେନ୍ଦ୍ରରେ ଭାଜପା ସମ୍ମୁଖରେ ଏକ…
ପୁଣି ୟୁକ୍ରେନକୁ ସହାୟତାର ହାତ ବଢ଼ାଇଲା ଆମେରିକା
କିଭ୍,୫।୧୦: ଚଳିତ ବର୍ଷ ଫେବୃଆରୀରୁ ଏପର୍ଯ୍ୟନ୍ତ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଯେତେବେଳେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିଲା, ସେତେବେଳେ କାହାରି ଧାରଣା ନ ଥିଲା ଯେ, ୟୁକ୍ରେନ ନିଜକୁ ଏତେ ଦିନ ପର୍ଯ୍ୟନ୍ତ ନିଜକୁ ବଞ୍ଚାଇ…
Archives


