Home Left

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଉଚ୍ଚଶିକ୍ଷା ବିଭାଗର ବଡ଼ ଘୋଷଣା, ଶୁକ୍ରବାର…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି । ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇ ଆନ୍ଦୋଳନକୁ ଜୋରଦାର କରିଛି।...

କଲେଜରେ ଏମିତି କରୁଥିଲେ ସମୀର ସାର୍‌, କହୁ କହୁ ସବୁ କହିଦେଲେ ଅଧ୍ୟାପିକା

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇ ଆନ୍ଦୋଳନକୁ ଜୋରଦାର କରିଛି। ବିରୋଧୀଙ୍କୁ ପ୍ରଶ୍ନବାଣରେ...

ବଢ଼ିପାଣିରେ ଭାସିଗଲେ ଅଷ୍ଟମ ଶ୍ରେଣୀ ଛାତ୍ର

ଢେଙ୍କିକୋଟ,୧୭ା୭(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ଭୋଳବେଡ଼ା ପଞ୍ଚାୟତ ରାଇକୁଦୁରରେ ବନ୍ୟାପାଣି ଦେଖିବାକୁ ଯାଇଥିବା ଜଣେ ଛାତ୍ର ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ର ଜଣକ ହେଲେ କାଶୀସାହି ଚତୁରା ନାୟକଙ୍କ ପୁଅ ସଞ୍ଜୀବ...

ହଷ୍ଟେଲ ଛାତରୁ ଡେଇଁ ଦଶମ ଶ୍ରେଣୀ ଛାତ୍ର ମୃତ୍ୟୁ ମାମଲା: ବିଦ୍ୟାଳୟର ୪ କର୍ମଚାରୀ ଗିରଫ

ଚମ୍ପୁଆ,୧୭ା୭(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ ଏକ ଘରୋଇ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଜଣେ ଛାତ୍ର ୪ ମହଲା ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଘଟଣାର ୫ ଦିନ ପରେ ଚମ୍ପୁଆ ପୋଲିସ ୪ ଜଣ ବିଦ୍ୟାଳୟ କର୍ମଚାରୀଙ୍କୁ...

ପୁଣି ମୁହାଁଇଲେଣି! ବିଜେଡି ନେତାଙ୍କୁ ଭେଟିଲେ ପାଣ୍ଡିଆନ, ରାଜ୍ୟରେ ହଇଚଇ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଥିଲେ। ବିଜେଡି କର୍ମୀ ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପାଣି...

ସେଲଫି ନେବାବେଳେ ନଦୀରେ ଭାସିଗଲେ ଯୁବକ, ରହିଛି କଂଗ୍ରେସର ଓଡିଶା ବନ୍ଦ ଲିଙ୍କ

ଝାରସୁଗୁଡ଼ା ,୧୭।୭: ଝାରସୁଗୁଡ଼ା ଆକ୍ସିସ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ୨୭ ବର୍ଷୀୟ ଯୁବକ ଆଜି ସୋଢ଼ମାଳା ପଞ୍ଚାୟତ ଅନ୍ତର୍ଗତ ଏକ ଶିବ ମନ୍ଦିର ନିକଟରେ ସେଲଫି ନେବା ବେଳେ ଭେଡେନ ନଦୀରେ ଖସି ପଡ଼ି ନିଖୋଜ ହୋଇଛନ୍ତି। ନିଖୋଜ ଯୁବକଙ୍କ...

ନନ୍‌-ଭେଜ୍‌ କ୍ଷୀର କ’ଣ? କାହିଁକି ଏହାକୁ ଭାରତରେ  ବିକିବାକୁ ଚାହୁଁଛି ଆମେରିକା? ଜାଣନ୍ତୁ…  

ନୂଆଦିଲ୍ଲୀ,୧୭।୭: ଆମେରିକା ଏବଂ ଭାରତ ମଧ୍ୟରେ ହୋଇଥିବା ବାଣିଜ୍ୟ ଚୁକ୍ତି ଆଲୋଚନାରେ ଅଛି। ଆମେରିକା ଭାରତର ଦୁଗ୍ଧ ଶିଳ୍ପରେ ପ୍ରବେଶ କରିବାକୁ ଚାହୁଁଛି, କିନ୍ତୁ ଭାରତ ସବୁଜ ସଙ୍କେତ ଦେଉନାହିଁ। ଏହାର କାରଣ ହେଉଛି ନନ-ଭେଜ୍‌ କ୍ଷୀର। ଅନେକ ଗଣମାଧ୍ୟମ...

ଟାର୍ଗେଟ୍‌ରେ ଥିଲେ ସୁରକ୍ଷାକର୍ମୀ: ଜଙ୍ଗଲରୁ ମିଳିଲା ୬୦୦ ଡିଟୋନେଟର

ବାଲିଗୁଡା,୧୭।୭:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଣ୍ଟି ନକ୍ସଲ ଅପରେସନ ମୁଖ୍ୟଙ୍କ ନିର୍ଦ୍ଦେଶରେ କନ୍ଧମାଳ ଏସ୍‌ପି ହରିଶ ବିଶିଙ୍କ ଦ୍ୱାରା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇ ଡିଭିଏଫ୍‌ ଯବାନ କୋମ୍ବିଂ ଅପରେସନ ବେଳେ ଗୁମ୍ମା ଜଙ୍ଗଲରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ...

କଲେଜ ସାର୍‌ଙ୍କ ମୁଖା ଖୋଲିଲେ ସୋମ୍ୟାଶ୍ରୀଙ୍କ ବାପା, କହିଲେ ଏହି ସାର୍‌ ଦେଉଥିଲେ ଧମକ

ଭୁବନେଶ୍ୱର,୧୭।୭: ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ବିରୋଧୀଙ୍କୁ ପ୍ରଶ୍ନବାଣରେ ଘାଇଲା ହେଲେଣି ସରକାର।...

ମହମ୍ମଦ ଶାମିଙ୍କ ସାବତ ଝିଅ ଅର୍ଶୀ ଜାହାଁ କିଏ? ଯାହାଙ୍କ ଉପରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହେବା ପରେ…

ନୂଆଦିଲ୍ଲୀ,୧୭।୭: ଅନେକ ସମୟରେ ହସିନ ଜାହାଁଙ୍କ ବିଷୟରେ ଖବର ଆସିଥାଏ। ହେଲେ ଏବେ ଭିନ୍ନ କାରଣକୁ ନେଇ ଟିମ ଇଣ୍ଡିଆର ଫାଷ୍ଟ ବୋଲର ମହମ୍ମଦ ଶାମିଙ୍କ ସାବତ ଝିଅ ଅର୍ଶୀ ଜାହାଁ  ଚର୍ଚ୍ଚାରେ। କାରଣ ଏବେ ତାଙ୍କ ବିରୁଦ୍ଧରେ ରୁଜୁ...

ଗିରଫ ପରେ ଚାକିରିରୁ ସସ୍‌ପେଣ୍ଡ ହେଲେ ପ୍ରଫେସର ସୁନା ସାର୍‌

ସମ୍ବଲପୁର,୧୭।୭: ସମ୍ବଲପୁର GM ବିଶ୍ୱବିଦ୍ୟାଳୟର ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନାଙ୍କୁ ଗୁରୁବାର ଚାକିରିରୁ ସସ୍‌ପେଣ୍ଡ କରାଯାଇଛି। ମହିଳା ଥାନା ଆଇଆଇସିଙ୍କ ରିପୋର୍ଟ ଆଧାରରେ ଏହି ପଦକ୍ଷେପ ନିଆଯାଇଛି। ସୂଚନା ଯୋଗ୍ୟ, ସମ୍ବଲପୁର GM ବିଶ୍ୱବିଦ୍ୟାଳୟର ଛାତ୍ରୀ ଜଣଙ୍କ...

ସୁପରଷ୍ଟାର ଫହାଦ ଫାସିଲଙ୍କ ନିଆରା ପସନ୍ଦ: ବ୍ୟବହାର କରୁଛନ୍ତି ୧୭ ବର୍ଷ ପୁରୁଣା ୧୦ ଲକ୍ଷ ଟଙ୍କାର କିପ୍ୟାଡ୍ ଫୋନ୍

ମୁମ୍ବାଇ: ମାଲାୟାଲମ ସିନେମାର ଜଣାଶୁଣା ଅଭିନେତା ଫହାଦ ଫାସିଲ ତାଙ୍କର ସାଦାସିଧା ଜୀବନଶୈଳୀ ପାଇଁ ପରିଚିତ। ସାରା ଦେଶରେ ତାଙ୍କର ବିପୁଳ ପ୍ରଶଂସକ ଥାଇ ମଧ୍ୟ, ଏହି ସୁପରଷ୍ଟାର ସୋସିଆଲ ମିଡିଆରୁ ଦୂରେଇ ରହିଛନ୍ତି ଏବଂ ସ୍ମାର୍ଟଫୋନ୍ ବ୍ୟବହାର କରନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri